ହ୍ରାସ ପାଇଲା ଆକ୍ରାନ୍ତଙ୍କ ସଂଖ୍ୟା ; ୨୭,୦୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ , ୩୩୬ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଉଛି। ଗତକାଲି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ଅପେକ୍ଷା ଆଜି କମ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି। ୨୪ ଘଣ୍ଟାରେ ଦେଶରେ ୨୭,୦୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। … Read More

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଖୋଦ୍ ନଡ୍ଡା ସୂଚନା ଦେଇଛନ୍ତି। ତାଙ୍କ ଭିତରେ କରୋନାର ଲକ୍ଷଣ ଦେଖା ଦେଇଥିଲା। ଯାହା ପରେ ସେ ନିଜର କୋଭିଡ୍ ଟେଷ୍ଟ … Read More

କୃଷକ ସଂଗଠନ ଗୁଡ଼ିକ ଦ୍ୱାରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆସନ୍ତାକାଲିର ଧାରଣା, ପ୍ରତିବାଦ ଓ ବିକ୍ଷୋଭକୁ କଂଗ୍ରେସ ଦଳର ନୈତିକ ସମର୍ଥନ : ନିରଞ୍ଜନ

ଭୁବନେଶ୍ବର, (ଓଡିଶା ଟାଇମ୍) : ତିନିଗୋଟି କଳା କୃଷି ଆଇନ ପ୍ରତ୍ୟାହାର ଦାବିରେ ବିଭିନ୍ନ କୃଷକ ସଂଗଠନ ଦ୍ୱାରା ଦିଲ୍ଲୀରେ ନିରନ୍ତର ଆନ୍ଦୋଳନ, ବିକ୍ଷୋଭ ଓ ଆସନ୍ତାକାଲି ଆମରଣ ଅନଶନ ସପକ୍ଷରେ ସାରା ଦେଶରେ ପ୍ରତ୍ୟେକ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ହେବାକୁ … Read More

ଜାମ୍ମୁ କାଶ୍ମୀର : ପୁଞ୍ଚରେ ଏନକାଉଣ୍ଟର, ୩ ଆତଙ୍କବାଦୀ ନିପାତ

ଶ୍ରୀନଗର, (ଓଡିଶା ଟାଇମ୍) : ଜାମ୍ମୁ କାଶ୍ମୀରର ପୁଞ୍ଚରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିପାତ ହୋଇଛନ୍ତି । ତିନି ଜଣ ଆତଙ୍କବାଦୀଙ୍କୁ ସୁରକ୍ଷା ବାହିନୀର ଏକ ମିଳିତ ଦଳ ଘେରି ନେଇ ଅପରେସନ୍ … Read More

କେରଳରେ ମାଗଣାରେ ମିଳିବ କରୋନା ଭ୍ୟାକସିନ୍

କେରଳ, (ଓଡିଶା ଟାଇମ୍) : ରାଜ୍ୟରେ ସମସ୍ତଙ୍କୁ ମାଗଣାରେ କରୋନା ଟୀକା ଦିଆଯିବ । ଏଥିପାଇଁ କୌଣସି ପଇସା ଦେବାକୁ ପଡିବ ନାହିଁ ବୋଲି କେରଳ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଏହି ଘୋଷଣା କରିଛନ୍ତି … Read More

‘ଟିଆର୍‌ପି’ ଦୁର୍ନୀତି ମାମଲାରେ ‘ରିପବ୍ଲିକ୍‌ ଟିଭି’ର ସିଇଓ ବିକାଶ ଖାନଚନ୍ଦାନୀ ଗିରଫ

ମୁମ୍ବାଇ, (ଓଡିଶା ଟାଇମ୍) : ମୁମ୍ବାଇ ପୋଲିସ୍ ରବିବାର ରିପବ୍ଲିକ୍ ଟିଭିର ସିଇଓ ବିକାଶ ଖାନଚନ୍ଦାନିଙ୍କୁ ଟେଲିଭିଜନ ରେଟିଂ ହେରଫେର ଦୁର୍ନୀତି ଯାଞ୍ଚ ମାମଲାରେ ଗିରଫ କରାଯାଇଛି। ଫେକ୍ ଟିଆରପି ଦୁର୍ନୀତି ଅକ୍ଟୋବରରେ ସାମନାକୁ ଆସିଥିଲା ଯେତେବେଳେ ରେଟିଂ ଏଜେନ୍ସି ବ୍ରଡକାଷ୍ଟ୍ … Read More

ଆସନ୍ତା ୨୦ ତାରିଖରେ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଶାସକ ବିଜୁ ଜନତା ଦଳକୁ ୨୨ ବର୍ଷ ପୁରି ୨୩ ବର୍ଷ ଚାଲିବ। ଡିସେମ୍ବର ୨୬ରେ ପ୍ରତିଷ୍ଠା ଦିବସ ପାଳିବ ବିଜୁ ଜନତା ଦଳ। ଏହା ପୂର୍ବର ଆସନ୍ତା ୨୦ ତାରିଖରେ ରାଜ୍ୟ କାର୍ଯ୍ୟକାରିଣୀ, ୨୧ରେ … Read More

ଏ ବର୍ଷ ବନ୍ଦ ରହିବ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା

ବରଗଡ଼, (ଓଡିଶା ଟାଇମ୍) : ଚଳିତ ବର୍ଷ ହେବନି ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସ ଏହି ନିଷ୍ପତ୍ତି ନେଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ସୂଚନା ଅନୁଯାୟୀ, ବରଗଡ଼ ଜିଲାପାଳଙ୍କ … Read More

ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୩୯୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୯୩ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୩୭୫୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More