ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ “ଆଇମୋବାଇଲ୍ ପେ’ ଆପ୍ ଉନ୍ମୋଚିତ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ଆଇମୋବାଇଲ୍ ପେ’ ଆପ୍‌କୁ ଉନ୍ମୋଚନ କରାଯାଇଛି । ଏହା ହେଉଛି ଭାରତର ପ୍ରଥମ ଆପ୍ ଯାହା ଜରିଆରେ ପେମେଂଟ୍ ଓ ସବୁ ପ୍ରକାର ବ୍ୟାଙ୍କ ସେବା ପ୍ରଦାନ କରିହେବ । ଯେକୌଣସି … Read More

ରାଜ୍ୟରେ ବଢ଼ିଲା ବସ୍ ଭଡ଼ା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ପୁଣି ବଢିଲା ବସ୍ ଭଡ଼ା। ତୈଳ ଦର ବୃଦ୍ଧି ପାଉଥିବାରୁ ରାଜ୍ୟରେ ବସ୍‌ ବଢ଼ା ବୃଦ୍ଧି ପାଇଛି। ଅର୍ଡିନାରୀ ବସ୍ ଭଡ଼ା ୭୨ରୁ ବଢ଼ି ୭୩ ପଇସା ହୋଇଥିବା ବେଳେ ଏକ୍ସପ୍ରେସ ଭଡ଼ା କିମି … Read More

ଦିଲ୍ଲୀରୁ ୫ ଆତଙ୍କବାଦୀ ଗିରଫ, ଅସ୍ତ୍ରଶସ୍ତ୍ର ଜବତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦିଲ୍ଲୀ ପୋଲିସ ଏକ ବଡ ଧରଣର ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ କରିଛି । ଦେଶରେ ଭୟଙ୍କର ବିସ୍ଫୋରଣ ଘଟାଇବାକୁ ଷଡଯନ୍ତ୍ର କରୁଥିବା ୫ ଆତଙ୍କବାଦୀଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି ।  ସ୍ପେଶାଲ ସେଲ୍ ଶାକରପୁର … Read More

‘କୋଭିସିଲ୍ଡ’ର ବ୍ୟବହାର ପାଇଁ ଅନୁମତି ମାଗିଲା ସେରମ ଇନ୍‌ଷ୍ଟିଚ୍ୟୁଟ୍‌

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ବ୍ରିଟିଶ ଫାଇଜର୍‌ ପରେ ଏବେ ସେରମ ଇନଷ୍ଟିଚ୍ୟୁଟ୍‌ ଅଫ ଇଣ୍ଡିଆ ଭାରତରେ କରୋନା ଟିକା ‘କୋଭିସିଲ୍‌ଡ’ର ବ୍ୟବହାର କରିବା ଲାଗି କେନ୍ଦ୍ର ସରକାରଙ୍କୁ ଅନୁମତି ମାଗିଛି। ଜରୁରିକାଳୀନ ଉପଯୋଗ ପ୍ରାଧିକରଣ ଅଧୀନରେ କମ୍ପାନୀ ଏହି ଅନୁମତି … Read More

ରାଜ୍ୟରେ ଆଉ ୭ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭୮କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୬୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୩୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୫୬୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଦେଶରେ ଗତ ୨୪ଘଣ୍ଟାରେ ୩୨୯୮୧ ନୂଆ କୋଭିଡ଼ ସଂକ୍ରମିତ ଚିହ୍ନଟ, ୪ଲକ୍ଷ ତଳେ ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ଭାଇରସର ଦୈନିକ ସଂକ୍ରମଣ ଏବେ ହ୍ରାସ ପାଇବାରେ ଲାଗିଛି । ରବିବାର ଦିନ ୩୬,୦୧୧ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୋମବାର ୩୨,୯୮୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଆକ୍ଟିଭ୍‌ … Read More

ସୁର ବାବାଙ୍କ ପରଲୋକ, ତ୍ରାହି ଅଚ୍ୟୁତ ଆଶ୍ରମକୁ କରିଥିଲେ ପ୍ରତିଷ୍ଠା

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ଵର ଉପକଣ୍ଠ ବାଳକାଟୀର ଝିଣ୍ଟିଶାସନ ତ୍ରାହି ଅଚ୍ୟୁତ ଆଶ୍ରମ ପ୍ରତିଷ୍ଠାତା ସୁରେନ୍ଦ୍ର ମିଶ୍ର ଓରଫ ସୁର ବାବାଙ୍କ ଦେହାନ୍ତ ହୋଇଯାଇଛି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ … Read More

ଏକାମ୍ର କ୍ଷେତ୍ର ପ୍ରକଳ୍ପ ସମୀକ୍ଷା କଲେ ଓଡ଼ିଶାର ୫-ଟି ସଚିବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଶ୍ରୀମନ୍ଦିର ପରେ ଫୋକସରେ ଏକାମ୍ର କ୍ଷେତ୍ର । ଆଜି ଏକାମ୍ର କ୍ଷେତ୍ର ପରିଦର୍ଶନ କଲେ ୫-ଟି ସଚିବ । ବରିଷ୍ଠ ଅଧିକାରୀଙ୍କ ସହ ଏକାମ୍ର କ୍ଷେତ୍ରର ବିକାଶମୂଳକ କାମର ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି.କେ. … Read More

ଆଜି ଡିସେମ୍ବର ୦୭ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ କର୍ମକ୍ଷେତ୍ରରେ ବିରୋଧାଭାସ ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । … Read More