‘ମନ୍ କୀ ବାତ’ରେ କୃଷି ଆଇନ ବାବଦରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ ମନ କୀ ବାତରେ ଦେଶବାସୀଙ୍କ ସହ କଥା ହୋଇଛନ୍ତି । ଏହି କାର୍ଯ୍ୟକ୍ରମରେ ଅତିଶୀଘ୍ର କାନାଡାରୁ ଅନ୍ନାପୂର୍ଣ୍ଣାଙ୍କ ମୂର୍ତ୍ତି ଫେରାଇ ଅଣାଯିବ ବୋଲି ସେ କହିଛନ୍ତି … Read More

ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୫୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୩୪କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୫୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୮୩୦୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଜେଡି ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳରୁ ବହିଷ୍କାର କରାଯାଇଛି । ଏକ ପ୍ରେସ ବାର୍ତ୍ତା ଯୋଗେ ଦଳ ତରଫରୁ ଏହି ସୂଚନା ଦିଆଯାଇଛି । ପ୍ରଦୀପ ପାଣିଗ୍ରାହୀ ହେଉଛନ୍ତି ଗୋପାଳପୁରର ବିଧାୟକ । ଦଳ ପକ୍ଷରୁ … Read More

କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ

ମାଲକାନଗିରି, (ଓଡିଶା ଟାଇମ୍) : ଛତିଶଗଡ଼ର ସୁକମା ଜିଲ୍ଲାରେ ନକ୍ସଲଙ୍କ ସିଆରପିଏଫ୍ କୋବ୍ରା ଉପରକୁ ଆଇଡି ବିସ୍ଫୋରଣ କରିଛନ୍ତି। ଏହି ବିସ୍ଫୋରଣରେ ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସହିଦ୍ ହୋଇଥିବା ବେଳେ ୧୦ଜଣ ସିଆରପିଏଫ୍ ଯବାନ୍ ଆହତ ହୋଇଥିବା ଜଣା ପଡ଼ିଛି । … Read More

ଭାରତରେ ଗଣତନ୍ତ୍ର ସୁଦୃଢ଼ ହେବା ନିମନ୍ତେ ନ୍ୟାୟପାଳିକାକୁ ଶ୍ରେୟ ଦିଆଯିବା ଉଚିତ୍ : ଜଷ୍ଟିସ୍ ନାଇଡୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭାରତର ପଡୋଶୀ ଦେଶଗୁଡ଼ିକରେ ଗଣତନ୍ତ୍ର ବ୍ୟବସ୍ଥା ଉଧେଇ ନ ପାରିବା ସ୍ଥଳେ ଭାରତରେ ଏହା ବେଶ ସୁଦୃଢ଼ ହୋଇପାରିଛି । ଏଥି ନିମନ୍ତେ ଦେଶର ନ୍ୟାୟପାଳିକାଙ୍କୁ ଶ୍ରେୟ ଦିଆଯିବା ଉଚିତ୍ ବୋଲି ଓଡ଼ିଶା ହାଇକୋର୍ଟର ପୂର୍ବତନ … Read More

‘ପରୀ’ ମୃତ୍ୟୁ ପାଇଁ ଏସ୍‌ଆଇଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ‘ପରୀ’ ମୃତ୍ୟୁ ପାଇଁ ଏସ୍‌ଆଇଟି ଗଠନ କଲେ ରାଜ୍ୟ ସରକାର। ଏସ୍‌ଆଇଟି ମୁଖ୍ୟ ଭାବେ ଆଇଜି ଅରୁଣ ବୋଥ୍ରାଙ୍କୁ ଦାୟିତ୍ବ ଦିଆଯାଇଛି। ଏସ୍‌ଆଇଟି ଟିମ୍‌ରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ପି ଆର୍‌.କେ. ଦୋରା, ଏଏସ୍‌ପି ଆର୍‌.ସି.ଥମ୍ବ, ଇନ୍ସପେକ୍ଟର … Read More

ପୁଣି ବିଧାନସଭା ନିକଟରେ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଧାନସଭା ଆଗରେ ପୁଣି ଆତ୍ମାହୂତୀ ଉଦ୍ୟମ । ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଅଞ୍ଚଲର ମାଆ ଓ ପୁଅ ବିଧାନସଭା ଆଗରେ ଆତ୍ମାହୂତୀ ଉଦ୍ୟମ କରିଛନ୍ତି । ନିଜ ପୁଅ ଓ ଭାଇର ହତ୍ୟା ମାମଲାରେ ନ୍ୟାୟ ନମିଳିବାରୁ … Read More

ନୋଏଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୪ ମୃତ , ଜଣେ ଆହତ

ନୋଏଡା, (ଓଡିଶା ଟାଇମ୍) : ଉତ୍ତରପ୍ରଦେଶର ଗ୍ରେଟର ନୋଏଡାରେ ୟମୁନା ଏକ୍ସପ୍ରେସ ୱେରେ ବିଟା -୨ ଅଞ୍ଚଳରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ରାସ୍ତାରେ ଯାଉଥିବା ଏକ ବସ କୁ ପଛପଟୁ ଏକ କାର ଧକ୍କା ଦେଇଥିବା ଜଣାପଡ଼ିଛି। … Read More

ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୫୫୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୩୦କୁ ବୃଦ୍ଧି ପାଇଛି । ଏନେଇ … Read More