ରାଜଧାନୀରୁ ଆଉ ୪୩ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୪୩ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୪୬୧ରେ ପହଞ୍ଚିଛି । ରବିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୨ ଜଣ ରହିଥିବା ବେଳେ ୩୧ … Read More











