ଆଜିଠୁ ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠୁ ଆରମ୍ଭ ହେବ ବିଧାନସଭାର ଶୀତ କାଳୀନ ଅଧିବେଶନ । ପ୍ରଥମ ଦିନ ଆରମ୍ଭରେ ଶୋକ ପ୍ରସ୍ତାବ ଆସିବ । ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ଖର୍ଚ୍ଚ ଦାବି ଉପସ୍ଥାପନ କରିବେ । ନଭେମ୍ବର ୨୬, … Read More

ପୁରୀ ହାଜତ ମୃତ୍ୟୁ ଘଟଣାରେ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଲା ବିଜେପି ବିଧାୟକ ଦଳ

ପୁରୀ, (ଓଡିଶା ଟାଇମ୍) :ରାଜ୍ୟରେ ଆଇନଶୃଙ୍ଖଳା ସଂପୂର୍ଣ୍ଣଭାବେ ବିପର୍ଯ୍ୟସ୍ତ ହୋଇ ପଡିଛି । ଲୋକଙ୍କ ସୁରକ୍ଷା ପାଇଁ ନିୟୋଜିତ ଥିବା ପୋଲିସ ଆଜି ହତ୍ୟାକାରୀ ପାଲଟିଛି । ପୁରୀ ହାଜତରେ ଜଣେ ଯୁବକଙ୍କୁ ପୋଲିସ ପିଟି ପଟି ହତ୍ୟା କରିବା ଅତ୍ୟନ୍ତ … Read More

ବିଶ୍ୱ ଶିଶୁ ନିର୍ଯାତନା ନିରୋଧ ଦିବସରେ ଯୁବ ସମ୍ମିଳନୀ ଶିଶୁଙ୍କୁ ନିର୍ଯାତନାରୁ ରକ୍ଷା କରିବା ଯୁବବର୍ଗ, ସ୍ୱେଚ୍ଛାସେବୀଙ୍କ ଗୁରୁଦାୟିତ୍ୱ

ଭୁବନେଶ୍ବର, (ଓଡିଶା ଟାଇମ୍) : ଶିଶୁମାନଙ୍କୁ ହିଂସା ଓ ନିର୍ଯାତନା କବଳରୁ ରକ୍ଷା କରିବାରେ ଯୁବବର୍ଗ, ସ୍ୱେଚ୍ଛାସେବୀ ସଙ୍ଗଠନ ଓ ସରକାରଙ୍କର ଗୁରୁଦାୟିତ୍ୱ ରହିଛି ବୋଲି ବିଶ୍ୱ ଶିଶୁ ହିଂସା ନିରୋଧ ଦିବସ ଅବସରରେ ଭର୍ଚୁଆଲ ପ୍ଲାଟଫର୍ମରେ ଆୟୋଜିତ ଏକ ରାଜ୍ୟସ୍ତରୀୟ … Read More

ଏଲ୍‌ଆଣ୍ଡ୍‌ଟର କନଷ୍ଟ୍ରକ୍ସନ ଓ ଖଣି ଉପକରଣ ବ୍ୟବସାୟ ହାସଲ କରିଛି ସର୍ବବୃହତ ବରାଦ

ଭୁବନେଶ୍ୱର, (ଓଡିଶା ଟାଇମ୍) : ଦେଶର ଅଗ୍ରଣୀ ଇଞ୍ଜିନିୟରିଂ କଂପାନି ଲାର୍ସନ ଆଣ୍ଡ୍ ଟର୍ବୋ (ଏଲ୍‌ଆଣ୍ଡ୍‌ଟି)ର କନଷ୍ଟ୍ରକ୍ସନ ଓ ଖଣି ଉପକରଣ ବ୍ୟବସାୟ ୪୬ଟି କୋମାସୁ ଖଣି ଉପକରଣ ଯୋଗାଇବା ଲାଗି ଟାଟା ଷ୍ଟିଲ୍ ଠାରୁ ଏହାର ଅନ୍ୟତମ ସର୍ବବୃହତ ବରାଦ … Read More

ବେଙ୍ଗାଲୁରୁ ବୈଷୟିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନସିଂ ମାଧ୍ୟମରେ ବେଙ୍ଗାଲୁରୁରେ ଟେକ୍ ସମ୍ମିଳନୀର ଉଦଘାଟନ କରିଛନ୍ତି। କର୍ଣ୍ଣାଟକ ସରକାରଙ୍କ ଇନୋଭେସନ୍ ଆଣ୍ଡ ଟେକ୍ନୋଲୋଜି ସୋସାଇଟି (କିଟ୍), ସୂଚନା ପ୍ରଯୁକ୍ତିବିଦ୍ୟା, ବାୟୋଟେକ୍ନୋଲୋଜି ଆଣ୍ଡ ଷ୍ଟାର୍ଟଅପ୍, ସଫ୍ଟୱେୟାର ଟେକ୍ନୋଲୋଜି ପାର୍କ … Read More

ତାରିକ୍ ସଲିମଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବୀରମିତ୍ରପୁର, (ଓଡିଶା ଟାଇମ ) :ବୀରମିତ୍ରପୁର ପୁଲିସ ଦ୍ୱାରା ସିମଡେଗାରୁ ଗିରଫ ହୋଇଥିବା ତାରିକ ସଲିମ(୨୬)ଙ୍କ ମୃତ୍ୟୁକୁ ନେଇ ବୀରମିତ୍ରପୁରରେ ଉତ୍ତେଜନା ସୃଷ୍ଟି ହୋଇଛି। ଉତ୍ୟକ୍ତ ଲୋକେ ଥାନା ଘେରାଉ କରିଛନ୍ତି। କୌଣସି ମାମଲାରେ ତାରିକଙ୍କୁ ସିମଡେଗାରୁ ପୁଲିସ ଗିରଫ କରିଥିଲା। … Read More

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର, (ଓଡିଶା ଟାଇମ୍ଭା) :   ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କର ୧୦୩ତମ ଜୟନ୍ତୀ ଉତ୍ସବ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ସକାଳେ ସ୍ଥାନୀୟ ଇନ୍ଦିରାପାର୍କ ଠାରେ ପ୍ରଦେଶ … Read More

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୮୬୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୧୭୮୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ସୀମା ବିବାଦ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର, (ଓଡିଶା ଟାଇମ୍) :ଓଡିଶା ସହ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ ଓ ଝାଡଖଣ୍ଡ ସହ ରହିଥିବା ଦୀର୍ଘ ଦିନର ସୀମା ବିବାଦକୁ ସମାଧାନ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ତଥା ଆପୋଷ ବୁଝାମଣା କରିବା ପାଇଁ … Read More