ଡିସେମ୍ବର ତୃତୀୟ ସପ୍ତାହରେ ଭକ୍ତଙ୍କ ପାଇଁ ଖୋଲିପାରେ ଶ୍ରୀମନ୍ଦିର

ପୁରୀ, (ଓଡିଶା ଟାଇମ୍) :  ଡିସେମ୍ବର ତୃତୀୟ ସପ୍ତାହରେ ଭକ୍ତଙ୍କ ପାଇଁ ଖୋଲିପାରେ ଶ୍ରୀମନ୍ଦିର | ଏଥିସହ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଶୃଙ୍ଖଳିତ ଭବେ ଶେଷ କରିବାକୁ ଚାଲିଛି ପ୍ରସ୍ତୁତି । ତେବେ କରୋନା ଯୋଗୁଁ ପ୍ରଭାବିତ ହୋଇଛି ଶ୍ରୀମନ୍ଦିରର ଆୟ … Read More

ସମ୍‌ରେ ଅତ୍ୟାଧୁନିକ ଏଣ୍ଡୋସର୍ଜରୀ ପ୍ରଶିକ୍ଷଣ କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶଲ୍ୟ ଚିକିତ୍ସା ବିଭାଗ ଅଧିନରେ ଅତ୍ୟାଧୁନିକ ଏଣ୍ଡୋସର୍ଜରୀ ପ୍ରଶିକ୍ଷଣ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । … Read More

ସଂବାଦର ସପ୍ତମ ସଂସ୍କରଣର ଶୁଭାରମ୍ଭ, ଆଦିବାସୀତ୍ୱକୁ ପାଳନ କରିବା ଲାଗି ଏକ ସ୍ୱତନ୍ତ୍ର ମଂଚ ଯେଉଁଥିରେ ଭାରତର ୨୩ଟି ରାଜ୍ୟ ଓ ୧୭ଟି ଦେଶ ଅଂଶଗ୍ରହଣ କରିବେ

ଭୁବନେଶ୍ବର, (ଓଡିଶା ଟାଇମ୍) : ଟାଟା ଷ୍ଟିଲ୍ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ସର୍ବଭାରତୀୟ ଆଦିବାସୀ ସମ୍ମିଳନୀ ସଂବାଦ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ଏହି ଆଲୋଚନା ଏବଂ ଉତ୍ସବ ପାଳନ ଡିଜିଟାଲ୍ ମଂଚ୍‌ରେ ପହଂଚିଛି । ଭାରତର ସବୁଠୁ ଚର୍ଚ୍ଚିତ ଆଦିବାସୀ … Read More

ଏ ମାସରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଦ୍ୱିତୀୟ ଯକୃତ ପ୍ରତ୍ୟାରୋପଣ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଓଡ଼ିଶା ଚିକିତ୍ସା ଇତିହାସରେ ପ୍ରଥମ ଥର ପାଇଁ ସଫଳତାର ସହ ଲିଭିଙ୍ଗ ଡୋନର୍ ଯକୃତ ପ୍ରତ୍ୟାରୋପଣ ଗତ ମାର୍ଚ୍ଚ ମାସରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ … Read More

ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟ୍

ପୁରୀ, (ଓଡିଶା ଟାଇମ୍) :ଶ୍ରୀମନ୍ଦିର ପରିଚାଳନା ପାଇଁ ୧୫୪ କୋଟି ଟଙ୍କାର ବଜେଟ୍ । ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଶ୍ରୀମନ୍ଦିର ବଜେଟ୍ ଅନୁମୋଦିତ ହୋଇଛି । ପରିଚାଳନା ବୈଠକ ଶେଷ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରାଶାସକ କ୍ରିଷନ କୁମାର … Read More

ରାଜଧାନୀରେ ଗୋଡେଇ ଗୋଡେଇ ଯୁବକଙ୍କୁ ପଥର ମାଡ କଲେ ଯୁବତୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱରର ରାଜଭବନ ଛକରେ ମଙ୍ଗଳବାର ଜଣେ ଯୁବତୀଙ୍କ ଉନ୍ମତକାଣ୍ଡ ଦେଖିବାକୁ ମିଳିଛି । ଯୁବତୀ ଜଣକ ଜଣେ ଯୁବକଙ୍କୁ ଗୋଡେଇ ଗୋଡେଇ ପଥର ମାଡ କରିଛନ୍ତି। ଏହି ପଥର ମାଡରେ ଯୁବକ ଜଣକ ଗୁରୁତର … Read More

ସ୍ବାଭିମାନ ଅଞ୍ଚଳ ସବୁବେଳେ ମୋ ହୃଦୟରେ ରହିଛି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ମାଲକାନଗିରିର ସ୍ବାଭିମାନ ଅଂଚଳବାସୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସିଧାସଳଖ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଅଂଚଳରେ ବିକାଶମୂଳକ କାମର ସମୀକ୍ଷା କରିଛନ୍ତି । ସ୍ବାଭିମାନ ଅଞ୍ଚଳର ବିକାଶ ବ୍ୟୟ ବରାଦ … Read More

ହ୍ରାସ ପାଉଛି ସଂକ୍ରମଣ ; ୨୯, ୧୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ୪୪୯ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ୧୨୫ ଦିନ ପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସବୁଠାରୁ କମ ୩୦ ହଜାର ତଳେ ରହିଛି। ୨୪ ଘଣ୍ଟାରେ ୨୯, ୧୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ … Read More

ରାଜଧାନୀ ଦିଲ୍ଳୀରୁ ୨ ଜଣ ଜୈସ-ଇ-ମହମ୍ମଦ ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ରାଜଧାନୀ ଦିଲ୍ଲୀର ସରାୟ କାଲେ ଖାଁଠାରୁ ଦୁଇ ଜଣ ସଂଦିଗ୍ଧ ଜୈସ-ଇ-ମହମ୍ମଦ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସୋମବାର ରାତିରେ ଦିଲ୍ଲୀଠା‌ରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣକୁ ରୋକିବା ପାଇଁ ଦିଲ୍ଲୀ ପୁଲିସ‌ର ସ୍ବତନ୍ତ୍ର ସେଲ୍‌ ଏହି … Read More

ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ, (ଓଡିଶା ଟାଇମ୍) :ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ।  ଏଥିରେ ୨୦୨୦ -୨୧ ଆର୍ଥିକ ବର୍ଷ ପାଇଁ ଶ୍ରୀମନ୍ଦିର ବଜେଟ ଅନୁମୋଦିତ କରାଯିବ। ଆୟ ଓ ବ୍ୟୟ ଅଟକଳ କରାଯିବ। ସେଥିପାଇଁ ପୂର୍ବରୁ … Read More