ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ
ପୁରୀ, (ଓଡିଶା ଟାଇମ୍) :ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏଥିରେ ୨୦୨୦ -୨୧ ଆର୍ଥିକ ବର୍ଷ ପାଇଁ ଶ୍ରୀମନ୍ଦିର ବଜେଟ ଅନୁମୋଦିତ କରାଯିବ। ଆୟ ଓ ବ୍ୟୟ ଅଟକଳ କରାଯିବ। ସେଥିପାଇଁ ପୂର୍ବରୁ … Read More











