ମହଙ୍ଗା ପଡ଼ିଲା ଜୀବିତକୁ ମୃତ ପ୍ରମାଣିତ କରିବା, ତଦନ୍ତକାରୀ ଅଧିକାରୀଙ୍କୁ ୫ ଲକ୍ଷ କ୍ଷତିପୂରଣ ଦେବାକୁ ମାନବାଧିକାର କମିଶନଙ୍କର ନିର୍ଦ୍ଦେଶ

ଭୁବନେଶ୍ବର, (ଓଡିଶା ଟାଇମ୍) :ବେଆଇନ ଗିରଫ ପରେ ଜୀବିତ ପୁଅକୁ ମୃତ ଦେଖାଇବା ମାମଲାରେ ତଦନ୍ତକାରୀ ଅଧିକାରୀଙ୍କୁ ୫ ଲକ୍ଷ ଟଙ୍କା ଜରିମାନା ହୋଇଛି। ଏନେଇ ରାଜ୍ୟ ମାନବାଧିକାର କମିଶନ ଜରିମାନା କରିଛନ୍ତି। ୨୦୧୬ମସିହାରେ ପାଇକମାଳ ଥାନାରେ ଘଟିଥିଲା ଏହି ଘଟଣା। … Read More

ଦେଶର ଆର୍ଥିକ ଅବସ୍ଥାରେ ଦ୍ରୁତ ସୁଧାର ଆସିଛି : ନିର୍ମଳା ସୀତାରମଣ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କରୋନା ମହାମାରୀ ମଧ୍ୟରେ ଦେଶର ଅର୍ଥବ୍ୟବସ୍ଥା ଉପରେ ଯେଉଁ ଆର୍ଥିକ ଚାପ ପଡିଥିଲା ତାହା ବର୍ତ୍ତମାନ ସୁଧାର ଆସିଛି। ଦେଶର ଅର୍ଥବ୍ୟବସ୍ଥାରେ ଦ୍ରୁତ ଗତିରେ ସୁଧାର ଆସିଛି। ଏନେଇ ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସାମ୍ବାଦିକ ସମ୍ମିଳନୀରେ … Read More

ମାଲକାନଗିରି ପୁଲିସକୁ ବଡ ସଫଳତା ; ବ୍ୟାପକ ଗୁଳି ଓ ବୋମା ଜବତ

ମାଲକାନାଗିରି, (ଓଡିଶା ଟାଇମ୍) : ମାଲକାନଗିରି ଜିଲ୍ଲାରେ ପୁଣି ଠାବ ହେଲା ମାଓ କ୍ୟାମ୍ପ । ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରୁ ପୋଲିସକୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ମିଳିଛି । ଜୋଡାମ୍ବ ଥାନା ଅନ୍ତର୍ଗତ ଅଣ୍ଡ୍ରାପାଲ୍ଲି ଗାଁ ନିକଟସ୍ତ ଓରାପଦର ଜଙ୍ଗଲରେ … Read More

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭିଜିଲାନ୍ସ ଜାଲରେ ପଡିଲେ ବରିଷ୍ଠ କିରାଣୀ । ଭୁବନେଶ୍ବର ଉପ ଜିଲ୍ଲାପାଳ କାର୍ଯ୍ୟାଳୟ କିରାଣୀ ଉଦୟନାଥ ଜେନାଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଭିଜିଲାନ୍ସ ଟିମ୍‌ର ଚଢାଉ … Read More

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୪୮୩ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୯୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୮୩କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ୯୮୬ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୬କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୫୯୮୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

କରୋନାରେ ଜୀବନ ହାରିଲେ ବିଜେପି ବିଧାୟକ

ଡେରାଡୁନ, (ଓଡିଶା ଟାଇମ୍) :ଉତ୍ତରାଖଣ୍ଡର ବିଜେପି ବିଧାୟକ ସୁରେନ୍ଦ୍ର ସିଂ ଜୀନାଙ୍କର ପରଲୋକ ଘଟିଛି । ସେ କରୋନା ଭାଇରସରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧିନ ଅବସ୍ଥାରେ ଦିଲ୍ଲୀସ୍ଥିତ ସାର ଗଙ୍ଗାରାମ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ … Read More

ନାଗାର୍ଜୁନ ବେଶରେ ଦର୍ଶନ ଦେବେ ପତିତପାବନ!

ପୁରୀ, (ଓଡିଶା ଟାଇମ୍) :କାର୍ତ୍ତିକ ମାସର ନୀତିକାନ୍ତି ସହ ନାଗାର୍ଜୁନ ବେଶ ଉପରେ ଆଜି ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଅନୁ‌ଷ୍ଠିତ ହୋଇଯାଇଛି। ବେଶର ଅଗ୍ରଗତି ଓ ଏହା କିଭଳି ସୁରକ୍ଷିତ ଶ୍ରୀମନ୍ଦିରରେ ପହଞ୍ଚିବ ତାହା ଉପରେ ଗୁରୁତ୍ବ … Read More

ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସନ୍ତା ୨୦ ତାରିଖରୁ ବସୁଛି ରାଜ୍ୟ ବିଧାନସଭା ଅଧିବେଶନ । ଏହା ପୂର୍ବରୁ ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ଅପରାହ୍ନ ୫.୩୦ରେ ଏହି ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ … Read More

କରୋନା ସମୟରେ ଘରୁ ବାହରି ଜନମତ ସାବ୍ୟସ୍ତ କରିଥିବାରୁ ବାଲେଶ୍ୱର ଏବଂ ତିର୍ତୋଲବାସୀଙ୍କୁ ଧନ୍ୟବାଦ ଜଣାଇଲେ ରାଜ୍ୟ ସଭାପତି

ଭୁବନେଶ୍ବର, (ଓଡିଶା ଟାଇମ୍) :ବାଲେଶ୍ୱର ଏବଂ ତିର୍ତୋଲ ଉପନର୍ବାଚନକୁ ବିଜେପି ପ୍ରସଙ୍ଗ ଭିତିକ ଭାବେ ଲଢେଇ କରିଥିଲା । ମୋଦି ସରକାର ହଜାର ହଜାର କୋଟି ଟଙ୍କା ଦେବା ସତ୍ୱେ ରାଜ୍ୟସରକାରଙ୍କ କୋଭିଡ-୧୯ କୁପରିଚାଳନା ଯୋଗୁଁ ଅମୂଲ୍ୟ ଜୀବନହାନୀ ହେବା, ମୋଦି … Read More