ତିର୍ତ୍ତୋଲ ଉପନିର୍ବାଚନ; ୭ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୦୭୩୬ଖଣ୍ଡ ଭୋଟରେ ଆଗୁଆ

ତିର୍ତୋଲ, (ଓଡିଶା ଟାଇମ୍) : ତିର୍ତ୍ତୋଲ ଉପନିର୍ବାଚନର ଭୋଟ ଗଣତି ପ୍ରକ୍ରିୟା ଜାରି ରହିଛି। ତିର୍ତ୍ତୋଲରେ ୬ଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ୬ଷ୍ଠ ରାଉଣ୍ଡ ପରେ ବିଜେଡି ୮୧୧୪ଖଣ୍ଡ ଭୋଟରେ ଆଗୁଆ ରହିଛି । ବିଜେଡି ୨୧୯୯୬, … Read More

ବାଲେଶ୍ୱରରେ ପଞ୍ଚମ ରାଉଣ୍ଡ ଗଣତି ଶେଷ, ୩୨୦୬ ଭୋଟରେ ବିଜେଡି ପ୍ରାର୍ଥୀ ଆଗୁଆ

ବାଲେଶ୍ଵର, (ଓଡିଶା ଟାଇମ୍) : ବାଲେଶ୍ୱରରେ ପଞ୍ଚମ ରାଉଣ୍ଡ ଗଣତି ଶେଷ ହୋଇଥିବାର ସୂଚନା ମିଳିଛି। ଏହି ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ୫୩୫ ଭୋଟରେ ଆଗୁଆ ରହିଛନ୍ତି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ … Read More

କରତକଳ ଉପରେ ବନବିଭାଗର ଚଢ଼ାଉ

ଖୁର୍ଦ୍ଧା, (ଓଡିଶା ଟାଇମ୍) :ବେଆଇନ୍ କରତକଳ ଉପରେ ଫରେଷ୍ଟ ଡିଭିଜନ ପକ୍ଷରୁ ଚଢାଉ । ଭୁବନେଶ୍ଵର ଉପକଣ୍ଠ ବାଲିପାଟଣା ଧାନହରା ଛକ ଏବଂ ଡେଙ୍ଗ ଗ୍ରାମରେ ଥିବା ଦୁଇଟି କରତକଳ ଉପରେ ଚଢାଉ କରାଯାଇଛି । ଧାନହରା ଥିବା  କରତକଳ ଚଢାଉରେ … Read More

ତିର୍ତ୍ତୋଲ ଉପନିର୍ବାଚନ; ୬ଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ

ତିର୍ତ୍ତୋଲ : ତିର୍ତ୍ତୋଲ ଉପନିର୍ବାଚନର ଭୋଟ ଗଣତି ପ୍ରକ୍ରିୟା ଜାରି ରହିଛି। ତିର୍ତ୍ତୋଲରେ ୬ଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ୬ଷ୍ଠ ରାଉଣ୍ଡ ପରେ ବିଜେଡି ୮୧୧୪ଖଣ୍ଡ ଭୋଟରେ ଆଗୁଆ ରହିଛି । ବିଜେଡି ୨୧୯୯୬, ବିଜେପି ୧୩୮୮୨, … Read More

ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୯୮୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୯୮୭ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଶୋପିୟାନରେ ଏନକାଉଣ୍ଟର : ଆତଙ୍କବାଦୀଙ୍କୁ ଘେରିଲେ ସୁରକ୍ଷାକର୍ମୀ

ଶ୍ରୀନଗର, (ଓଡିଶା ଟାଇମ୍) :ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଆରମ୍ଭ ହୋଇଯାଇଛି। ଶୋପିୟାନର କୁତପୋରା ଅଞ୍ଚଳରେ ସୁରକ୍ଷାକର୍ମୀମାନେ ଆତଙ୍କବାଦୀଙ୍କୁ ଘେରିଛନ୍ତି। ଦୁଇ ପଟୁ ଫାୟାରିଂ ଚାଲିଛି। କୁହାଯାଉଛି ଯେ ସୁରକ୍ଷାକର୍ମୀଙ୍କୁ ଆତଙ୍କବାଦୀମାନେ ଲୁଚି ରହିଥିବାର ଇନପୁଟ୍ ମିଳିଥିଲା। ଏହା … Read More

ବିହାର ବିଧାନସଭା ନିର୍ବାଚନ; ଭୋଟ ଗଣତି ଜାରି, ପ୍ରାରମ୍ଭିକ ପର୍ଯ୍ୟାୟରେ ମହାଗଠବନ୍ଧନ ଆଗରେ

ବିହାର, (ଓଡିଶା ଟାଇମ୍) : ବିହାର ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ଆରମ୍ଭ ହୋଇଯାଇଛି। ରାଜ୍ୟର ୨୪୩ଟି ବିଧାନସଭା ଆସନ ପାଇଁ ଅକ୍ଟୋବର ୨୮, ନଭେମ୍ବର ୩ ଓ ୭ ତାରିଖରେ ତିନିଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହୋଇଥିଲା। ଆଜି … Read More

ବାଲେଶ୍ୱର ଉପନିର୍ବାଚନର ଭୋଟ ଗଣତି ପ୍ରକ୍ରିୟାରେ ବିଜେଡି ଆଗୁଆ

ବାଲେଶ୍ଵର, (ଓଡିଶା ଟାଇମ୍) :ବାଲେଶ୍ୱର ଉପନିର୍ବାଚନର ଭୋଟ ଗଣତି ପ୍ରକ୍ରିୟା ଆରମ୍ଭ ହୋଇ ସାରିଛି। ବାଲେଶ୍ୱର ବିଧାନସଭାରେ ବିଜେଡି ଆଗୁଆ ରହିଥିବା ଜଣାପଡିଛି। ପୋଷ୍ଟାଲ ବାଲାଟ ଗଣତିରେ ବିଡେଡ଼ି ଆଗୁଆ ରହିଛି। ପୋଷ୍ଟାଲ ବାଲାଟ ମୋଟ ଭୋଟ ୭୧୮୪ । ଏହାମଧ୍ୟରୁ … Read More

“ମାତୃଜ୍ୟୋତି’ ଅଧୀନରେ ଜିଲ୍ଲାରେ ଗର୍ଭବତୀ ମା ଙ୍କ ପାଇଁ ଆରମ୍ଭ ହେଲା ମାଗଣାରେ ଅଲଟ୍ରାସାଉଣ୍ଡ ପରୀକ୍ଷା

ସୁନ୍ଦରଗଡ଼, (ଓଡିଶା ଟାଇମ୍) :ନ୍ଦରଗଡ଼ ଜିଲ୍ଲାରେ “ମାତୃଜ୍ୟୋତି\’ କାର୍ଯ୍ୟକ୍ରମ ଅଧୀନରେ ଗର୍ଭବତୀ ମା ମାନଙ୍କ ପାଇଁ “ଗର୍ଭାବସ୍ଥାରେ ଯତ୍ନ ବା ଏଏନସି ସେବା ଆଜିଠାରୁ ଆରମ୍ଭ ହୋଇଛି । ସୁନ୍ଦରଗଡ଼ ସଦର ବ୍ଲକର ଗର୍ଭବତୀ ମା ମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ … Read More