ମହିଳା ଓ ନାବାଳିକାଙ୍କୁ ସୁରକ୍ଷା ଯୋଗାଇବା ଦିଗରେ କାର୍ଯ୍ୟ କରିବ ମହିଳାମୋର୍ଚ୍ଚା :ସ୍ମୃତି ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ) : ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ଭାବେ ଶ୍ରୀମତୀ ସ୍ମୃତି ପଟ୍ଟନାୟକ ଆଜି ରାଜ୍ୟକାର୍ଯ୍ୟାଳୟରେ କାର୍ଯ୍ୟଭାର ସମ୍ଭାଳିଛନ୍ତି । ବିଗତ ଦିନରେ ତାଙ୍କୁ ବିଜେପି ସଭାନେତ୍ରୀ ଭାବେ ଦାୟୀତ୍ୱ ଦିଆଯାଇଥିଲା । କରୋନା ସଙ୍କଟ ଏବଂ … Read More

କେନ୍ଦ୍ର ସରକାରଙ୍କ କୃଷି ଆଇନ୍ ବିରୁଦ୍ଧରେ ପିସିସି ପକ୍ଷରୁ କ୍ଷେତ ବଂଚାଅ ଶୋଭାଯାତ୍ରା

ଭୁବନେଶ୍ବର, (ଓଡିଶା ଟାଇମ୍) :କେନ୍ଦ୍ର ବିଜେପି ସରକାର ଦେଶର କୃଷି, କୃଷକ ଓ ଶ୍ରମିକମାନଙ୍କ ସ୍ୱାର୍ଥକୁ ସଂପୂର୍ଣ୍ଣ ରୂପେ ଅଣଦେଖା କରି ୩ ଗୋଟି ବିଧେୟକ ସଂସଦରେ ପାରିତ କରି ଆଇନ୍‌ରେ ପରିଣତ କରିଛନ୍ତି । କୃଷି ଓ କୃଷକଙ୍କ ସ୍ୱାର୍ଥ … Read More

କରୋନାକୁ ପରାସ୍ତ କଲେ ୯୨ ବର୍ଷୀୟ ବୟୋଜ୍ୟେଷ୍ଠା, ସମ୍ କୋଭିଡ ହସ୍ପିଟାଲ୍‌ରେ ହେଲେ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ଉପଯୁକ୍ତ ଚିକିତ୍ସା, ଯତ୍ନ ଓ ସେବା ଫଳରେ କରୋନା ଭଳି ଭୟଙ୍କର ବ୍ୟାଧିରୁ ମଧ୍ୟ ସୁସ୍ଥ ହୋଇପାରିବେ ବରି ନାଗରିକମାନେ । ଏହି କଥାକୁ ପୁଣି ଥରେ ପ୍ରମାଣିତ କରିପାରିଛି ସମ୍ କୋଭିଡ ହସ୍ପିଟାଲ୍ । … Read More

ବଲିଉଡ ଅଭିନେତା ଅଜୁର୍ନ ରାମପାଲଙ୍କ ଘରେ ଚଢ଼ଉ କଲା ଏନସିବି

ମୁମ୍ବାଇ, (ଓଡିଶା ଟାଇମ୍) :ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା ମାମଲାରେ ଡ୍ରଗ୍ସ କାରବାର ପ୍ରସଙ୍ଗ ଆସିବା ପରଠାରୁ ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ (ଏନସିବି) କଡ଼ା କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଏହି ସଂସ୍ଥା ସିନେମା ଜଗତ ସହ ଜଡିତ ସେଲିବ୍ରିଟିମାନଙ୍କ ଘର … Read More

କଟକରେ କାଳୀପୂଜା ନେଇ କଟକଣା, ବାଣ ଫୁଟାଇଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

କଟକ, (ଓଡିଶା ଟାଇମ୍) : କଟକରେ କାଳୀପୂଜା, ଦୀପାବଳି ଓ ବାଣଫୁଟା ପାଇଁ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। କଟକ ଡିସିପି ପ୍ରତୀକ ସିଂହ ଏ ସଂପର୍କରେ ସୂଚନା ଦେଇ ଦଶହରା ଭଳି କାଳୀପୂଜା ପାଇଁ କଟକଣା ଜାରି ରହିବ … Read More

୨୦୨୪ ନିର୍ବାଚନରେ ପୁଣି ଥରେ ଲଢ଼ିପାରନ୍ତି ଟ୍ରମ୍ପ୍‌

ୱାସିଂଟନ, (ଓଡିଶା ଟାଇମ୍) : ଦ୍ବିତୀୟ ବିଶ୍ବ ଯୁଦ୍ଧ ପରଠାରୁ ଆମେରିକାରେ ତାଙ୍କ ଭଳି ଜିମି କାର୍ଟର ଓ ଜର୍ଜ ଏଚ୍‌ ଡବ୍‌ଲ୍ୟୁ ବୁସ୍‌ ଦ୍ବିତୀୟ ଥର ରାଷ୍ଟ୍ରପତି ହେବାରେ ବିଫଳ ହୋଇଛନ୍ତି। ସେ ହେଉଛନ୍ତି ଆମେରିକାର ପ୍ରଥମ ରାଷ୍ଟ୍ରପତି ଯିଏ … Read More

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୨୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୨୧୯ କରୋନା ସଂକ୍ରମିତ, ୩୦୨୭୯୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୨୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୨୭୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

୨୪ ଘଣ୍ଟା ମଧ୍ୟରେ ୪୫,୯୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪୮,୪୦୫ଜଣ ସୁସ୍ଥ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆଜି ପୁଣି ୫୦,୦୦୦ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।  ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୫ହଜାର ୯୦୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦ‌ାୟ ୮୫ ଲକ୍ଷ … Read More

ଆଜି ବାରଣାସୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନିଜ ସଂସଦୀୟ କ୍ଷେତ୍ର  ଉତ୍ତର ପ୍ରଦେଶର ବାରଣସୀରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ। ଏହିସବୁ ପ୍ରକଳ୍ପର ମୋଟ ବ୍ୟୟ ଅଟକଳ ୬୧୪ କୋଟି ଟଙ୍କା।  … Read More