ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୬ ହଜାର ୨୫୪ ଜଣ କରୋନା ସଂକ୍ରମିତ, ୫୧୪ ଜଣ ମୃତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୬ ହଜାର ୨୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ … Read More











