ଦାଦାବଟି ମାଗିବା ଅଭିଯୋଗରେ ୬ଜଣ ସାମ୍ବାଦିକ ଗିରଫ

ଭୁବନେଶ୍ବର, (ଓଡିଶା ଟାଇମ୍) : ଦାଦାବଟି ମାଗିବା ଅଭିଯୋଗରେ ୬ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ଗିରଫ ହୋଇଥିବା ୬ଜଣ କିଛି ୱେବ ପୋର୍ଟାଲର ସାମ୍ବାଦିକ ବୋଲି ଜଣାପଡିଛି । ସେମାନଙ୍କ ନିକଟରୁ ନଗଦ ଟଙ୍କା, ବାଇକ, କାର୍‌ ଓ … Read More

ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ

ମାଲାକନଗିରି , (ଓଡିଶା ଟାଇମ୍) : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ସ୍ଵାଭିମାନ ଅଞ୍ଚଳରେ ସୁରକ୍ଷା କର୍ମୀଙ୍କ କୁମ୍ବିଂ ଅପରେସନ ବେଳେ ଜବତ ହେଲା ବିପୁଳ ପରିମାଣର ଅସ୍ତ୍ର ଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ । ସୋମବାର ସକାଳେ ବିଏସଏଫ … Read More

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୪୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୪୮୦କରୋନା ସଂକ୍ରମିତ, ୨୮୨୬୯୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୨୬୯୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲା : ପୂର୍ବତନ ଖଣି ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ୧୯୯୯ ମସିହାରେ କୋଇଲା ଖାଦାନ ଆବଣ୍ଟନ ମାମଲାରେ ଅନିୟମିତତା ନିମନ୍ତେ ପୂର୍ବତନ କେନ୍ଦ୍ର କୋଇଲା ମନ୍ତ୍ରୀ ଦିଲିପ ରାୟ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଆଜି ସିବିଆଇ ସ୍ୱତନ୍ତ୍ର ଅଦାଲତ ତାଙ୍କୁ ୩ ବର୍ଷ ଜେଲ … Read More

ଦେଶରେ ପାଖାପାଖି ୮୦ ଲକ୍ଷ ଛୁଇଁଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ମୃତ୍ୟୁ ସଂଖ୍ୟା ପ୍ରାୟ ୧ ଲକ୍ଷ ୨୦ ହଜାର

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :  ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ନୂଆ ୪୫ ହଜାର ୧୪୯ ଆକ୍ରାନ୍ତ ଚିହ୍ନଟ ହେବା ପରେ ଦେଶରେ ସମୁଦ‌ାୟ ଆକ୍ରାନ୍ତଙ୍କ ସଂଖ୍ୟା ୭୯ ଲକ୍ଷ ୯ ହଜାର ୯୬୦ ଛୁଇଁଛି। ସେହିପରି ଗତ ୨୪ … Read More

ଆଜି ଦିଲ୍ଲୀପ ରାୟଙ୍କ ଦଣ୍ଡ ଶୁଣାଣି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଝାଡଖଣ୍ଡ କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ଖଣି ମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ବିରୋଧରେ ଆଜି ଦଣ୍ଡ ଶୁଣାଣି । ଏଥିପାଇଁ ଦିଲ୍ଲୀର ରାଉଜ ଏଭେନ୍ୟ କୋର୍ଟରେ ବ୍ୟକ୍ତିଗତ ଭାବେ ହାଜର … Read More

ଆଜି ପବିତ୍ର ଦଶହରା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ପବିତ୍ର ଦଶହରା । ଅଧର୍ମ ଉପରେ ଧର୍ମ ଓ ପାପ ଉପରେ ପୁଣ୍ୟ ଅର୍ଜନର ଦିବସ ବିଜୟାଦଶମୀ । ଘଣ୍ଟଘଣ୍ଟା, ଶଙ୍ଖ ଓ ମନ୍ତ୍ରପାଠ ଧ୍ବନୀରେ ପ୍ରକମ୍ପିତ ହେଉଛି ପୂଜା ମଣ୍ଡପ ।  କରୋନା କଟକଣା … Read More

ପୁଞ୍ଜିଲାଲ୍‌ଙ୍କୁ ଜେଲ୍‌ରେ ମାଡ଼ ଅଭିଯୋଗ

ବଲାଙ୍ଗୀର, (ଓଡିଶା ଟାଇମ୍) :ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ମାଡ଼ ହୋଇଥିବା ଅଭିଯୋଗ ହୋଇଛି । ବଲାଙ୍ଗୀର ଜେଲରେ ତାଙ୍କୁ ଜେଲର ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି । ଏନେଇ … Read More

ଅର୍ଥନୈତିକ ପେଣ୍ଠସ୍ଥଳୀ ହେବ ବାଲେଶ୍ୱର: ଧର୍ମେନ୍ଦ୍ର

ବାଲେଶ୍ଵର, (ଓଡିଶା ଟାଇମ୍) :ପାଖେଇ ଆସୁଛି ବାଲେଶ୍ବର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ । ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାରରେ ଲାଗିପଡିଛନ୍ତି ଦଳୀୟ ନେତା । ଉପନିର୍ବାଚନ ପାଇଁ ଜମିଲାଣି ପ୍ରଚାର । ପ୍ରଚାର ମୈଦାନଙ୍କୁ ଓହ୍ଲାଇଛନ୍ତି ତିନି ପ୍ରମୁଖ ଦଳ ହେଭିଓ୍ବେଟ୍ … Read More