ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

କଟକ, (ଓଡିଶା ଟାଇମ୍) : ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇଛି। ଚଳିତଥର ୨୧ ହଜାର ୪୮୭ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିଲାବେଳେ ସେଥିମଧ୍ୟରୁ ମୋଟ ୧୫ ହଜାର ୨୪୪ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସପ୍ଲିମେଣ୍ଟାରୀ ପରୀକ୍ଷାରେ … Read More

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୯୧୩ କରୋନା ସଂକ୍ରମିତ, ୨୭୬୦୯୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୬୦୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଭାରତର ‘ନାଗ’ରେ ଭୟଭୀତ ହେବେ ଶତ୍ରୁ, ମାତ୍ର ୪୫ ମିନିଟରେ ଆଣ୍ଟି-ଟ୍ୟାଙ୍କ ଗ୍ରାଇଡେଡ ମିଶାଇଲର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତ ଏବଂ ଚୀନ୍ ସୀମାରେ ଚାଲିଥିବା ତିକ୍ତତା ମଧ୍ୟରେ କ୍ଷେପଣାସ୍ତ୍ର ପରୀକ୍ଷଣରେ ଭାରତ ଆଉ ଏକ ପଦକ୍ଷେପ ନେଇଛି। ଭାରତ ଗୁରୁବାର ସକାଳୁ ‘ନାଗ’ ଆଣ୍ଟି-ଟ୍ୟାଙ୍କ ଗାଇଡେଡ୍ କ୍ଷେପଣାସ୍ତ୍ରର ଅନ୍ତିମ ପର୍ଯ୍ୟାୟକୁ ସଫଳତାର ସହ ପରୀକ୍ଷଣ … Read More

୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ ଲଘୁଚାପ : ୪୮ଘଣ୍ଟା ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲମାର୍କ ଲୋ ପ୍ରେସର ଏବେ ଅବପାତରେ ପରିଣତ ହୋଇଛି । ୨୪ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତର ରୂପ ନେଇପାରେ । ଏହା ଉତ୍ତର- ଉତ୍ତରପୂର୍ବ ଦିଗରେ ଗତି କରି ଓଡିଶା … Read More

୨୪ ଘଣ୍ଟାରେ ୭୦୨ ମୃତ; ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୬ ହଜାର ୬୧୬କୁ ବୃଦ୍ଧି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ ଗତ ୨୪ ଘଣ୍ଟାରେ ୭୦୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୬ ହଜାର ୬୧୬କୁ ବୃଦ୍ଧି ପାଇଛି। ଦେଶରେ ଏବେ ୭ଲକ୍ଷ ୧୫ ହଜାର ୮୧୨ … Read More

ଏବେ ପନିପରିବା ପଚିବାକୁ ନାହିଁ ଡର, ସୁନ୍ଦରଗଡ଼ ଜିଲ୍ଲାରେ ଚାଷୀଙ୍କୁ ମିଳୁଛି ‘ସବଜି କୁଲର

ସୁନ୍ଦରଗଡ଼, (ଓଡିଶା ଟାଇମ୍) : ସୁନ୍ଦରଗଡ଼ ଜିଲ୍ଲାର କ୍ଷୁଦ୍ର ଚାଷୀଙ୍କ ପାଇଁ ବରଦାନ ପାଲଟିଛି ‘ସବଜି କୁଲର’ ବା ‘ଜିରୋ କୁଲିଙ୍ଗ ଚାମ୍ବର’। ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି କୁଲର ସେମାନଙ୍କ ଆର୍ଥିକ ସ୍ଥିତି ଓ ଜୀବନଧାରଣ ମାନରେ ବିଶେଷ ପରିବର୍ତ୍ତନ … Read More

ପାର୍ବଣର ଶୁଭ ଅବସରରେ ରିଲାଏନ୍ସ ଜୁଏଲ୍ସର ‘ଉତ୍କଳ କଲେକ୍ସନ’

ଭୁବନେଶ୍ବର, (ଓଡିଶା ଟାଇମ୍ ) :ରିଲାଏନ୍ସ ଜୁଏଲ୍ସ, ଭାରତର ସବୁଠାରୁ ବିଶ୍ୱସନୀୟ ଜୁଏଲାରୀ ବ୍ରାଣ୍ଡ୍ ପାର୍ବଣ ଅବସରରେ ଏହାର ସ୍ୱତନ୍ତ୍ର ଜୁଏଲାରୀ ସମ୍ଭାର ‘ଉତ୍କଳ’ ର ଶୁଭାରମ୍ଭ କରିଛି । ଏହି ସ୍ୱତନ୍ତ୍ର କଲେକ୍ସନ ବା ସମ୍ଭାର ଓଡ଼ିଶାର କଳା, ପରମ୍ପରା … Read More

ଆତଙ୍କୀ ଲିଙ୍କ୍ ସଂଦେହ, ଖଣ୍ଡଗିରି ଅଞ୍ଚଳରୁ ଯୁବକଙ୍କୁ ଉଠାଇନେଲା ଏନଆଇଏ

ଭୁବନେଶ୍ବର, (ଓଡିଶା ଟାଇମ୍) :ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ପକ୍ଷରୁ ଭୁବନେଶ୍ବରରୁ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି । ସୂଚନା ଅନୁସାରେ ଆଜି ଏନଆଇଏର ଏକ ସ୍ବତନ୍ତ୍ର ଟିମ୍ ରାଜ୍ୟ କ୍ରାଇମ୍ ବ୍ରାଞ୍ଚ ଓ କମିଶନରେଟ୍ ପୁଲିସ ସହଯୋଗରେ … Read More

୨୪ ଘଣ୍ଟାରେ ୭୧୭ ମୃତ; ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୫ ହଜାର ୯୧୪କୁ ବୃଦ୍ଧି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୭୧୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା … Read More