କରାଚୀରେ ବଡ଼ ଧରଣର ବିସ୍ଫୋରଣ : ୩ଜଣ ମୃତ,୧୫ରୁ ଅଧିକ ଆହତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପାକିସ୍ତାନର କରାଚୀରେ ବଡ଼ ବିସ୍ଫୋରଣ ହୋଇଛି। ଗୁଲଶନ-ଏ-ଇକବାଲରେ ମସକନ ଚୌରଙ୍ଗୀରେ ୨ତାଲା କୋଠାରେ ବିସ୍ଫୋରଣ ହୋଇଛି,ଯେଉଁଥିରେ ଅନେକ ଲୋକ ଗୁରୁତର ହୋଇଛନ୍ତି। ଆଖପାଖର କୋଠାର ଝରକା ଭାଙ୍ଗି ଚୁରମାର ହୋଇଯାଇଛି। ଏହି ବିସ୍ଫୋରଣରେ ୩ଜଣଙ୍କ ମୃତ୍ୟୁ ହୋଇଯାଇଥିବାବେଳେ … Read More

ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୧୮୧ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୯୩୧ କରୋନା ସଂକ୍ରମିତ, ୨୭୪୧୮୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୪୧୮୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଅବପାତର ରୂପ ନେବ ଲଘୁଚାପ

ଭୁବନେଶ୍ବର, (ଓଡିଶା ଟାଇମ୍) : କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ। ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହେବାର ସମ୍ଭାବନା ରହିଛି। … Read More

ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ

ମାଲାକନଗିରି, (ଓଡିଶା ଟାଇମ୍) :ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ପୋଲିସ- ନକ୍ସଲ ଗୁଳି ବିନିମୟ । ଏନକାଉଣ୍ଟରରେ ଜଣେ ନକ୍ସଲ ପ୍ରାଣ ହରାଇଥିବା ବେଳେ ଦୁଇ ଜଣ ଯବାନ ଆହତ ହୋଇଛନ୍ତି । ବାସାଗୁଡା ଥାନା ଅନ୍ତର୍ଗତ ଗୋଲକୁଣ୍ଡା ଜଙ୍ଗଲରେ … Read More

ମିସ୍ ଇଣ୍ଡିଆ ଅପେରା କୁଇନ ଫାଇନାଲରେ ସମ୍ବଲପୁର ଝିଅ ଦୀପନୀତା ପତି

ସମ୍ବଲପୁର, (ଓଡିଶା ଟାଇମ୍) : ସମ୍ବଲପୁର ଝିଅ ଦୀପନୀତା ପତି ମିସ୍ ଇଣ୍ଡିଆ ଅପେରା କୁଇନ ପ୍ରତିଯୋଗିତାରେ ଶ୍ରେଷ୍ଟ ଦଶ ଜଣ ପ୍ରତିଯୋଗୀତାଙ୍କ ମଧ୍ୟରେ ନିଜର ଆସ୍ଥାନ ଜମାଇ ଏହି ପ୍ରତିଯୋଗିତାରେ ବିଜୟୀ ହେବା ପାଇଁ ଜୋରସୋର ପ୍ରସ୍ଥୁତ ଚଳାଇଛନ୍ତି l … Read More

କରୋନା ମୁକାବିଲାରେ ଆମେ ଆଗରେ, ରାଜ୍ୟରେ ପଜିଟିଭ୍ ସଂଖ୍ୟା କମିଛି, ତଥାପି ଆମକୁ ଆହୁରି ସାବଧାନ ଓ ସତର୍କ ରହିବାକୁ ହେବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଶାରଦୀୟ ପୂଜା ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ ଓଡିଶା ଗତ ସାତ ମାସ ହେବ କରୋନା ବିରୋଧରେ ଲଢେଇ … Read More

ଏଣିକି ଶ୍ରୀମନ୍ଦିରରେ ମିଳିବ ଅବଢା, ବରାଦ ଦେଇପାରିବେ ଭକ୍ତ

ପୁରୀ , (ଓଡିଶା ଟାଇମ୍) : କରୋନା ସଙ୍କଟ ମଧ୍ୟରେ ଭକ୍ତମାନଙ୍କ ପାଇଁ ଆସିଛି ଖୁସି ଖବର । ଏଣିକି ପୁରୀ ଶ୍ରୀମନ୍ଦିରରେ ଭକ୍ତ ପାଇପାରିବେ ମହାପ୍ରସାଦ । ଆଜି ମହାପ୍ରସାଦ ଉପରେ ଥିବା ସମସ୍ତ କଟକଣାକୁ ହଟାଯାଇଛି । ଏନେଇ … Read More

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ଼ ସ୍ଥିତି ଓ ପାର୍ବଣ ସଂପର୍କରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କିଛି କହିପାରନ୍ତି ବୋଲି ଅନୁମାନ କରାଯାଉଛି । ରାଜ୍ୟରେ କରୋନା ଗ୍ରାଫ … Read More

କରୋନା ଉପରେ ଗବେଷଣା କଲେ ୧୪ବର୍ଷୀୟା ଭାରତୀୟ ବଂଶୋଦ୍ଭବ ଅନିକା : ମିଳିଲା ୧୮ଲକ୍ଷରୁ ଅଧିକ ଟଙ୍କାର ପୁରସ୍କାର ରାଶି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆମେରିକାରେ କରୋନା ଉପରେ ଗବେଷଣା ପାଇଁ ଭାରତୀୟ ବଂଶୋଦ୍ଭବ ୧୪ବର୍ଷ ବୟସ୍କା ଅନିକା ଚେବ୍ରୋଲୁଙ୍କୁ ପୁରସ୍କାର ରାଶି ପ୍ରଦାନ କରାଯାଇଛି। ଅନିକା ଗବେଷଣା ପାଇଁ ୨୫ ହଜାର ଡଲାର ଅର୍ଥାତ୍ ପ୍ରାୟ ୧୮ ଲକ୍ଷ ଟଙ୍କା … Read More