ଲଗାଣ ବର୍ଷାରେ ବେହାଲ ହାଇଦ୍ରାବାଦ

ହାଇଦ୍ରାବାଦ, (ଓଡିଶା ଟାଇମ୍) : ହାଇଦ୍ରାବାଦରେ ମଙ୍ଗଳବାର ଲଗାଣ ବର୍ଷା ଯୋଗୁ ରାସ୍ତା ଜଳମଗ୍ନ ହୋଇଛି। ଏହା ଦ୍ବାରା ସାଧାରଣ ଜୀବନ ପ୍ରଭାବିତ ହୋଇଛି। ବର୍ଷା ଯୋଗୁଁ ଘର ତଥା ହସପିଟାଲରେ ପାଣି ପଶିଯାଇଛି। ଏହା ସହ କ୍ଷେତରେ ପାଣି ପଶିଯିବାରୁ … Read More

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ବର, (ଓଡିଶା ଟାଇମ୍) :ଆନ୍ଧ୍ରପ୍ରଦେଶ କାକିନାଡ଼ା ଅତିକ୍ରମ କରିବା ପରେ ମଧ୍ୟ ଡିପ୍ରେସନ ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ଉପକୂଳ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି ।ଡିପ୍ରେସନ ଏବେ ସ୍ଥଳଭାଗରେ ତେଲେଙ୍ଗାନା ଉପରେ କେନ୍ଦ୍ରୀଭୂତ ହୋଇଥିଲେ ମଧ୍ୟ … Read More

ରାଜଧାନୀରୁ ଆଉ ୨୮୧ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୧୫

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୮୧  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୧୬ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୯ ଜଣ ରହିଥିବା ବେଳେ … Read More

ସୁନାମି ମୁକାବିଲା ପାଇଁ ମକ୍‌ଡ୍ରିଲ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) :ସୁନାମୀର ମୁକାବିଲା କରିବା ପାଇଁ ରାଜ୍ୟର ୬ ଜିଲ୍ଲାରେ ମକଡ୍ରିଲ ହୋଇଛି । ଭାରତର ପୂର୍ବ ଉପକୂଳ ଓ ଆଣ୍ଡାମାନ ସାଗରରେ ମକଡ୍ରିଲ ହୋଇଛି । ସେହି ୬ଟି ଜିଲ୍ଲା ହେଉଛି- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, … Read More

‘ସୁଜଳ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ସୁଜଳ’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରାଥମିକ ପର୍ଯ୍ୟାୟରେ ୨ଟି ସହର ପୁରୀ ଓ ଭୁବନେଶ୍ବରରେ ଆରମ୍ଭ ହୋଇଛି। ଏହି  ୨ଟି ସହରର ୧.୮୦ ଲକ୍ଷ … Read More

ଓଡ଼ିଶାରେ କୋଭିଡ୍ ସଂକ୍ରମଣ ମାମଲା ହ୍ରାସ ପାଉଛି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ପୁରୀରେ ଧିରେ ଧିରେ ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି । ଗତ ୧୦ ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ … Read More

ଚିନ୍ତା ବଢ଼ାଉଛି ମୃତକଙ୍କ ସଂଖ୍ୟା ; ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ୨୨୭୫ କରୋନା ସଂକ୍ରମିତ,୨୫୬୯୩୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୬୯୩୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଏସଟିଏଫ ଟିମ ଦ୍ୱାରା କଲରାପତରିଆ ବାଘ ଚମଡ଼ା ଜବତ ; ଜଣେ ଗିରଫ

ଭୁବନେଶ୍ବର, (ଓଡିଶା ଟାଇମ୍) : କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ହାତରେ ଧରାପଡିଛନ୍ତି ବାଘ ଛାଲ ବେପାରୀ । ପୁଣି ଏକ ବାଘଛାଲ ଜବତ।।  ସମ୍ବଲପୁର-ସୋନପୁର ସୀମା ଅଞ୍ଚଳରୁ କଲରାପତରିଆ ବାଘ ଛାଲ ଜବତ ହୋଇଛି। ସେହିପରି ବାଘ ଛାଲ ବେପାର ଅଭିଯୋଗରେ ଜଣଙ୍କୁ … Read More

ଦେଶରେ ଗତ ୨୪ ଘଣ୍ଟାରେ ୫୩ ହଜାର ୩୪୨ କରୋନା ପଜିଟିଭ୍‌ ଚିହ୍ନଟ , ୭୦୬ ମୃତ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ୁଥିବା ବେଳେ ଏଇ କିଛି ଦିନ ହେବ ହ୍ରାସା ପାଇବାରେ ଲାଗିଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ … Read More