ଆଜି ଓଜେଇଇ : ଜେଇଇ ମେନ୍ ଢାଞ୍ଚାରେ ହେବ, ୮୦ହଜାରରୁ ଅଧିକ ପରିକ୍ଷାର୍ଥୀ ଦେବେ ପରୀକ୍ଷା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହୋଇ ଅକ୍ଟୋବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ବର୍ଷ ସର୍ବାଧିକ ୭୯,୭୮୮ ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ଦେବାକୁ ପଞ୍ଜୀକରଣ କରିଛନ୍ତି। ପ୍ରଥମ କରି ଓଜେଇଇ … Read More

ଭୁବନେଶ୍ୱରରୁ ଆଜି ୨୯୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ବରରୁ ୨୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୭୯ ଜଣ ଏବଂ ଲୋକାଲ୍‌ କଣ୍ଟାକ୍ଟ କେସରେ ୨୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି କରୋନା ଆକ୍ରାନ୍ତଙ୍କ ମଧ୍ୟରୁ … Read More

ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା : ବାଲେଶ୍ବର ସଦରରୁ ମାନସ ଦତ୍ତ, ତିର୍ତ୍ତୋଲରୁ ରାଜକିଶୋର ବେହେରା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦୁଇଟି ଉପନିର୍ବାଚନ ପାଇଁ ବିଜେପି ରବିବାର ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ବର ସଦର ପାଇଁ ପୂର୍ବତ୍ତନ ବିଧାୟକ ମଦନମୋହନ ଦତ୍ତଙ୍କ ପୁଅ ମାନସ ଦତ୍ତକୁ ପ୍ରାର୍ଥୀ କରିଥିବା ବେଳେ ତିର୍ତ୍ତୋଲ ପାଇଁ ରାଜ କିଶୋର … Read More

ଡିପ୍ରେସନରେ ପରିଣତ ହେଲା ଲଘୁଚାପ, ବିଶାଖାପାଟଣା ଠାରୁ ୪୩୦ କିମି ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ

ଭୁବନେଶ୍ବର, (ଓଡିଶା ଟାଇମ୍) : ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରବିବାର ସକାଳେ ଅବପାତର ରୂପ ନେଇଛି। ବିଶାଖାପାଟଣାଠାରୁ ୪୩୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି। ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ … Read More

ଶୁଭାରମ୍ଭ ହେଲା ସ୍ବାମୀତ୍ବ ଯୋଜନା; ପ୍ରଥମ ପର୍ଯ୍ୟାୟରେ ୧ଲକ୍ଷ ୩୨ହଜାରଙ୍କୁ ମିଳିଲା ଭୂସମ୍ପତ୍ତି କାର୍ଡ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ ସ୍ୱାମୀତ୍ୱ ଯୋଜନାର ଶୁଭାରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଏହି ମହତ୍ତ୍ୱାକାଂକ୍ଷୀ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ଆରମ୍ଭ ହେବା ପରେ ପ୍ରାୟ ୧ ଲକ୍ଷ ଲୋକଙ୍କୁ … Read More

ରାଜ୍ୟରେ ପୁଣି ୧୬ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ୨୫୪୬ କରୋନା ସଂକ୍ରମିତ, ୨୫୨୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୨୨୩୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଘନୀଭୂତ ହେଉଛି ଲଘୁଚାପ, ତିନିଦିନ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ରହିଛି। ଆସନ୍ତା ୨୪ଘଣ୍ଟାରେ ଅବପାତରେ ପରିଣତ ହେବ । … Read More

୭୮ ବର୍ଷରେ ପଦାର୍ପଣ କଲେ ବିଗ୍ ବି

ମୁମ୍ବାଇ, (ଓଡିଶା ଟାଇମ୍) : ଶତାବ୍ଦୀର ମହାନାୟକ ଅମିତାଭ ବଚ୍ଚନଙ୍କର ଆଜି ଜନ୍ମ ଦିନ । ବଲିଉଡ ସମ୍ରାଟ ବିଗ୍ ବି ୭୮ ବର୍ଷରେ ପଦାର୍ପଣ କରିଛନ୍ତି । ୧୯୪୨ ମସିହା ଆଜିର ଦିନରେ ସେ ଜନ୍ମ ଗ୍ରହଣ କରିଥିଲେ । … Read More

ଦେଶରେ ୭୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା: ୨୪ ଘଣ୍ଟାରେ ୭୪ ହଜାର ୩୮୩ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୭୪ ହଜାର ୩୮୩  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା … Read More