ଦେଶରେ ୭୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା: ୨୪ ଘଣ୍ଟାରେ ୭୪ ହଜାର ୩୮୩ ନୂଆ ଆକ୍ରାନ୍ତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୭୪ ହଜାର ୩୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା … Read More











