ଶନିବାର ରାଜ୍ୟ ସରକାରୀ ଅଫିସ୍ ଛୁଟି, କାର୍ଯ୍ୟ ଦିବସରେ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) :ଅକ୍ଟୋବର ମାସରେ ଭୁବନେଶ୍ବର ଓ କଟକରେ ସମସ୍ତ ସରକାରୀ ଅଫିସ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ଏଥିସହ ପ୍ରତ୍ୟେକ ଶନିବାର ରାଜ୍ୟର ସମସ୍ତ ସରକାରୀ ଅଫିସ୍‌ ଛୁଟି ରହିବ। ଏ ନେଇ ସାଧାରଣ ପ୍ରଶାସନ … Read More

ରାଜଧାନୀରୁ ବାହାରିଲେ ଆଉ ୩୬୯ କରୋନା ପଜିଟିଭ୍, ସୁସ୍ଥ ହେଲେ ୩୫୬

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୬୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୮୯୫ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୫ ଜଣ ରହିଥିବା ବେଳେ … Read More

ଚାନ୍ଦିପୁରରେ ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ

ଚାନ୍ଦିପୁର, (ଓଡିଶା ଟାଇମ୍) :ଚାନ୍ଦିପୁରରେ ଥିବା ଅନ୍ତରୀଣ ପରୀକ୍ଷଣ ଘାଟିରୁ ବୁଧବାର ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ ହୋଇଯାଇଛି। ସକାଳ ୧୦ଟା ୨୭ରେ ଏହି ପରୀକ୍ଷଣ କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚ୍‌ ପ୍ୟାଡ୍‌ରୁ ଡିଆରଡିଓ ପକ୍ଷରୁ ହୋଇଥିଲା। … Read More

୨୮ ବର୍ଷ ପରେ ଆସିଲା ବାବ୍ରି ମସଜିଦ୍ ଧ୍ୱଂସ ମାମଲାର ଚୂଡ଼ାନ୍ତ ରାୟ : ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ଘୋଷଣା କଲେ କୋର୍ଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ୨୮ ବର୍ଷ ପରେ ବହୁ ପ୍ରତିକ୍ଷିତ ବାବ୍ରି ମସଜିଦ୍ ମାମଲାର ଶୁଣାଣି ବୁଧବାର ସିବିଆଇର ସ୍ୱତନ୍ତ୍ର କୋର୍ଟ କରିଛନ୍ତି। ମସଜିଦ ଭାଙ୍ଗିବା ନେଇ କୌଣସି ଷଡ଼ଯନ୍ତ୍ର ହୋଇ ନ ଥିଲା । ବାବ୍ରୀ ଭଙ୍ଗା ପୂର୍ବ … Read More

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୪୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ରାଜ୍ୟରେ ଚିହ୍ନଟ ହେଲେ ୩୪୪୩ କରୋନା ସଂକ୍ରମିତ, ୨୧୯୧୧୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୯୧୧୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଦିନକ ମଧ୍ୟରେ ରାଜ୍ୟରେ ୫୦ ହଜାରରୁ ଉର୍ଧ୍ବ କୋଭିଡ୍‌ ନମୁନା ପରୀକ୍ଷା କରାଯାଇଛି। ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ ନମୁନା … Read More

୨୪ ଘଣ୍ଟାରେ ଦେଶରେ ୮୦ ହଜାର ୪୭୨ ନୂଆ କରୋନା ଆକ୍ରାନ୍ତ; ୧,୧୭୯ ଜଣ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୦ ହଜାର ୪୭୨  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା … Read More

ଆଜି ଆସିବ ବାବ୍ରି ମସଜିଦ୍ ଭଙ୍ଗା ମାମଲାର ରାୟ

ଲକ୍ଷ୍ନୌ, (ଓଡିଶା ଟାଇମ୍ଆ) : ଆଜି ଆସିବ ବାବ୍ରି ମସଜିଦ୍ ଭଙ୍ଗା ମାମଲାର ରାୟ । ଲକ୍ଷ୍ନୌର ସ୍ପେଶାଲ ସିବିଆଇ କୋର୍ଟ ବବ୍ରି ମସଜିଦ ଭଙ୍ଗା ମାମଲାର ରାୟ ଶୁଣାଇବେ । ତେବେ ଏହାର ରାୟ ବେଳେ ଏହାର ମୁଖ୍ୟ ଅଭିଯୁକ୍ତ … Read More

ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଜେସିବି ପୋଡ଼ିଲେ ମାଓବାଦୀ

ରାୟଗଡା, (ଓଡିଶା ଟାଇମ୍) : ରାୟଗଡା ଜିଲାର କଲ୍ୟାଣସିଂହପୁର ଅନ୍ତର୍ଗତ ପଡାପଦର ପଞ୍ଚାୟତ କଲିକିଗୁଡ଼ାକୁ ଘାଟିରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଜେସିବି ମାଓବାଦୀ ପୋଡି ଦେଇଥିବା ଜଣାପଡିଛି। କଲିକିଗୁଡ଼ାକୁ ଘାଟିରେ ରାସ୍ତା କାମକୁ ବିରୋଧ କରି ମାଓବାଦୀ ଏପରି କାଣ୍ଡ … Read More