ଗତ ୨୪ଘଣ୍ଟାରେ ରାଜ୍ୟରେ ୪୯,୦୪୯ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ଘଣ୍ଟାରେ ରାଜ୍ୟରେ ୪୯,୦୪୯ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୭,୦୪୬ଟି ଆରଟିପିସିଆର ଏବଂ ୪୧,୯୩୬ଟି ଆଣ୍ଟିଜେନ ଟେଷ୍ଟ ଓ … Read More

ଦେଶରେ ୨୪ ଘଣ୍ଟାରେ ୧,୧୨୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୋଟ ମୃତ୍ୟୁ ସଂଖ୍ୟା ୯୪, ୫୦୩

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୮ହଜାର ୬୦୦  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା … Read More

ଆଜି ଜେଇଇ ଆଡଭାନ୍ସଡ୍, ଦୁଇଟି ସିଟିଂରେ ହେବ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ଜେଇଇ ଆଡଭାନ୍ସଡ୍ । ଚଳିତ ବର୍ଷ ଜେଇଇ ଆଡଭାନ୍ସଡ ବୈଷୟିକ ଶିକ୍ଷା ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆଜି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେଉଛି । ଏଥିପାଇଁ ସାରା ଦେଶରେ ୧ ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ … Read More

ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଯଶୱନ୍ତ ସିଂଙ୍କ ପରଲୋକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଯଶୱନ୍ତ ସିଂଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଯଶୱନ୍ତ ସିଂ ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ପ୍ରତିରକ୍ଷା, ବୈଦେଶିକ … Read More

ସୁସ୍ଥରେ ସର୍ବକାଳୀନ ରେକର୍ଡ: ୨୪ ଘଣ୍ଟାରେ ରାଜ୍ୟରେ ଆରୋଗ୍ୟ ହେଲେ ୪୭୬୧ ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ କରୋନା ସଂକ୍ରମଣ ଯେଉଁ ହାରରେ ବଢି ଚାଲିଛି ସେହି ଅନୁସାରେ ସୁସ୍ଥ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବଢି ଚାଲିଛି। ଏହି କ୍ରମରେ ଆଜି ଓଡିଶାରେ ସୁସ୍ଥ ସଂଖ୍ୟା ସବୁ ରେକର୍ଡ କାଟି ଦେଇଛି। ଗତ … Read More

ବିଜେପିର ନୂତନ ଟିମ୍ ଘୋଷିତ: ନଡ୍ଡାଙ୍କ ଦଳରେ ୪ ଓଡିଆ, ଅପରାଜିତ ଷଡଙ୍ଗୀ ରାଷ୍ଟ୍ରୀୟ ପ୍ରବକ୍ତା, ବିଶେଶ୍ଵର ଟୁଡୁ ହେଲେ ରାଷ୍ଟ୍ରୀୟ ସଂପାଦକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଭାରତୀୟ ଜନତା ପାର୍ଟି(ବିଜେପି)ର ପଦାଧିକାରୀଙ୍କ ନୂତନ ଟିମ୍ ଘୋଷଣା କରିଛି। ପାର୍ଟି ସଭାପତି ଜଗତ ପ୍ରକାଶ ନଡ୍ଡା କିଛି ସମୟ ପୂର୍ବେ ଏହାର ଘୋଷଣା କରିଛନ୍ତି। ଏଥର ବିଜେପିର ନୂତନ ଟିମ୍‌ରେ ସମସ୍ତ ରାଜ୍ୟର ଯୁବକ ଓ … Read More

ବିଧାନସଭା ପରିସରରେ କରୋନା ଟେଷ୍ଟ ଆରମ୍ଭ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଧାନସଭା ମୌସୁମୀ ଅଧିବେଶନ ପାଇଁ ଆଜି ପ୍ରାୟ ସକାଳ ୮ଟାରେ ସମସ୍ତ ସଦସ୍ୟ ଓ କର୍ମଚାରୀଙ୍କ କରୋନା ଟେଷ୍ଟ ଆରମ୍ଭ ହୋଇଛି। ଏଥିପାଇଁ ବିଧାନସଭା ପରିସରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଆଜି ଠାରୁ ୩ ଦିନ … Read More

ରାମ ଜନ୍ମଭୂମି ପରେ ଏବେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲା ପହଞ୍ଚିଲା କୋର୍ଟରେ, ଶାହି ମସଜିଦ୍ ହଟାଇବାକୁ ଦାବି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ରାମ ଜନ୍ମଭୂମି ଜମି ବିବାଦ ସମାଧାନ ପରେ ଏବେ ମଥୁରାର କୃଷ୍ଣ ଜନ୍ମଭୂମି ଜମି ବିବାଦ ଅଦାଲତରେ ପହଞ୍ଚିଛି । ଶୁକ୍ରବାର ମଥୁରାରେ ବିରାଜିତ କୃଷ୍ଣ ଜନ୍ମଭୂମିର ୧୩.୩୭ ଏକର ଜମିକୁ ନେଇ ଅଦାଲତରେ ମାମଲା ରୁଜୁ … Read More

ଗତ ୨୪ଘଣ୍ଟାରେ ରାଜ୍ୟରେ ୫୩,୫୩୪କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ଘଣ୍ଟାରେ ରାଜ୍ୟରେ ୫୩,୫୩୪ କରୋନା ନମୁନା ପରୀକ୍ଷା କରାଯାଇଥିବା ଜଣାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୮,୯୧୭ଟି ଆରଟିପିସିଆର ଏବଂ ୪୩,୫୩୪ଟି ଆଣ୍ଟିଜେନ ଟେଷ୍ଟ … Read More

ଭୟଙ୍କର ବିମାନ ଦୁର୍ଘଟଣା: ଘଟଣାସ୍ଥଳରେ ୨୨ଜଣଙ୍କ ମୃତ୍ୟୁ, ୬ ନିଖୋଜ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ୟୁକ୍ରେନରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି । ରାଏଟର୍ସ ସୂଚନା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ୨୮ ଜଣଙ୍କୁ ନେଇ ଯାଉଥିବା ୟୁକ୍ରେନ ବାୟୁସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣା ଏତେ ଭୟଙ୍କର … Read More