ଦେଶରେ ୨୪ ଘଣ୍ଟାରେ ୮୬ ହଜାର ୫୦୮ ନୂଆ କରୋନା ଆକ୍ରାନ୍ତ; ୧,୧୨୯ ମୃତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୬ ହଜାର୫୦୮ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ … Read More











