ଆସୁଛି ଆଉ ଏକ ଲଘୁଚାପ !

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆସୁଛି ଆଉ ଏକ ଲଘୁଚାପ  ।  ଆସନ୍ତା ୧୩ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର  ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।  ଲଘୁଚାପ ପ୍ରଭାବରେ  ୭ଟି ଜିଲ୍ଲାର କିଛି  ଅଞ୍ଚଳରେ ପ୍ରବଳ ବର୍ଷା … Read More

କନ୍ଧମାଳରେ ମାଓବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ

ଭୁବନେଶ୍ବର, (ଓଡିଶା ଟାଇମ୍) :  କନ୍ଧମାଳର ବାଲିଗୁଡାରେ ୨ ଜବାନ ସହିଦ । କଳାହାଣ୍ଡି ଓ କନ୍ଧମାଳ ସୀମାନ୍ତ ଜଙ୍ଗଲରେ ହୋଇଥିଲା ଏହି ଗୁଳି ବିନିମୟ । ମାଓ ଅପରେସନରେ ଗତକାଲି ୫ ଜଣ ମାଓବାଦୀ ନିପାତ ହୋଇଥିଲେ । ଏଥିରେ … Read More

ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :  ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ରାଜ୍ୟରେ ଚିହ୍ନଟ ହେଲେ ୩୯୯୧ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୯୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୯୧୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ପାଗ ଶୁଖିଲା ଥିବା ବେଳେ କେତେକ ସ୍ଥାନରେ ବର୍ଷା ମଧ୍ୟ ହୋଇଛି । ଏହାରି ମଧ୍ୟରେ ଆସନ୍ତା ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ … Read More

ଲଙ୍କାଗଡ଼ ଜଙ୍ଗଲରେ ମାଓବାଦୀ-ସିଆରପିଏଫ ଗୁଳିବିନିମୟ, ଫାୟାରିଂରେ ୪ ମାଓବାଦୀ ନିହତ !

କଳାହାଣ୍ଡି, (ଓଡିଶା ଟାଇମ୍) :  ପୁଣି ମାଓବାଦୀ-ସିଆରପିଏଫ୍‌ ଯବାନଙ୍କ ମଧ୍ୟରେ ଗୁଳିବିନିମୟ । କଳାହାଣ୍ଡି-କନ୍ଧମାଳ ସୀମାନ୍ତ ଲଙ୍କାଗଡ଼ ଜଙ୍ଗଲରେ ମାଓବାଦୀ-ସିଆର୍‌ପିଏଫ୍‌ ଯବାନଙ୍କ ମଧ୍ୟରେ ଗୁଳିବିନମୟ ହୋଇଛି । ଗୁଳିବିନମୟରେ ୪ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ସୂଚନାନୁଯାୟୀ , କଳାହାଣ୍ଡି- … Read More

୧୨ରୁ ଚାଲିବ ୩ଟି ‘ଶ୍ରମିକ ସ୍ପେଶାଲ ଟ୍ରେନ’

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆସନ୍ତା ୧୨ ତାରିଖରୁ ରାଜ୍ୟରେ ୩ଟି ‘ଶ୍ରମିକ ସ୍ପେଶାଲ ଟ୍ରେନ’ ଚାଲିବ। ଏ ସଂପର୍କରେ ସୂଚନା ଦେଇଛନ୍ତି କେନ୍ଦ୍ର ତୈଳ ଓ ପ୍ରାକୃତିକ ବାସ୍ପ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୁରୀ-ଅହମ୍ମଦାବାଦ, ପୁରୀ-ଗାନ୍ଧୀଧାମ ଓ … Read More

ସେପ୍ଟେମ୍ବର ୧୪ରେ ହେବ ରାଜ୍ୟସଭା ଉପାଧକ୍ଷ ନିର୍ବାଚନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :  ୧୪ ତାରିଖରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ । ଏଥି ସହ ରାଜ୍ୟସଭାର ଡେପୁଟି ଚେୟାରମ୍ୟାନ୍ ପଦବୀ ପାଇଁ ନିର୍ବାଚନ ମଧ୍ୟ ହେବ।ଏହା ପୂର୍ବରୁ ଗତକାଲି କଂଗ୍ରେସ ପକ୍ଷରୁ ଏକ ବୈଠକ କରାଯାଇଛି। ରାଜ୍ୟସଭାର … Read More

କଙ୍ଗନାଙ୍କ ଅଫିସରେ ଚାଲିଲା ବିଏମସିର ବୁଲଡୋଜର, ରାମ ମନ୍ଦିର ସହ ତୁଳନା କରି କଙ୍ଗନା ରଣାୱତ୍ କହିଲେ ବାବର୍‌ ତାହାକୁ ଭାଙ୍ଗୁଛନ୍ତି

ମୁମ୍ବାଇ, (ଓଡିଶା ଟାଇମ୍) :  କଙ୍ଗନା ମୁମ୍ବାଇରେ ପହଞ୍ଚିବା ପୂର୍ବରୁ ବିଏମସି ତାଙ୍କ ଅଫିସରେ ନୋଟିସ ଲଗାଇଥିଲା ।ବିଏମସି କର୍ମଚାରୀ ତାଙ୍କ ଅଫିସରେ ପହଞ୍ଚିଥିଲେ । କଙ୍ଗନାଙ୍କ ଅଫିସରେ ଅବୈଧ ନିର୍ମାଣ ନେଇ ବିଏମସି ନୋଟିସ ଜାରି କରିଥିଲା ।କଙ୍ଗନା ଟ୍ୱିଟ … Read More

ବାଇକୁଲା ଜେଲ୍ ଗଲେ ରିୟା ଚକ୍ରବର୍ତ୍ତୀ

ମୁମ୍ବାଇ, (ଓଡିଶା ଟାଇମ୍) :  ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମାମଲାରେ ନୂଆ ଖୁଲାସା ହେଉଛି। ଏନସିବି ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା ​​ଏବଂ ମଙ୍ଗଳବାର ଦିନ ରିୟାଙ୍କୁ ଡ୍ରଗ୍ସ ମାମଲାରେ ପଚରାଉଚରା ପରେ ଗିରଫ କରିଥିଲା। ଏନସିବି ତାଙ୍କୁ … Read More