ରାଜ୍ୟରେ ଚିହ୍ନଟ ହେଲେ ୩୫୪୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୩୫୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୦୨୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ … Read More

ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୨୯୮୦ ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୮୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୯୦,୩୩୧କୁ ବୃଦ୍ଧି ଘଟିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ … Read More

ନଭେମ୍ବର ୨୯ ପୂର୍ବରୁ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପ-ନିର୍ବାଚନ

ଭୁବନେଶ୍ବର, (ଓଡିଶା ଟାଇମ୍) :  ନଭେମ୍ବର ୨୯ ପୂର୍ବରୁ ସରିବ ଉପନିର୍ବାଚନ । ୬୪ ବିଧାନସଭା ଓ ଗୋଟିଏ ଲୋକସଭା ଆସନ ପାଇଁ ହେବ ଉପ-ନିର୍ବାଚନ । ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି ନିର୍ବାଚନ କମିଶନ । ତେବେ ଏହି ତାଲିକାରେ … Read More

ଏନ୍‌ଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ପାଇଁ ସ୍ୱତନ୍ତ୍ର ଟ୍ରେନ ଚଳାଇବ ପୂର୍ବତଟ ରେଳପଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ଏନଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ପାଇଁ କାଲି ଗଡିବ ସ୍ୱତନ୍ତ୍ର ଟ୍ରେନ୍ । କାଲି ସନ୍ଧ୍ୟା ୫ଟାରେ କଟକ, ସମ୍ବଲପୁର ଓ ବିଶାଖାପାଟଣାକୁ ଟ୍ରେନ୍ ଚାଲିବ । ୬ ତାରିଖରେ ପରୀକ୍ଷା ଥିବାରୁ ପୂର୍ବତଟ … Read More

ଗିରଫ ହେଲେ ଫ୍ୟାକ୍ଟ୍ରି ଓ ବଏଲର୍ସ ଉପନିର୍ଦ୍ଦେଶକ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ କୋଟିପତି ଉପନିର୍ଦ୍ଦେଶକ ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗ ଉପନିର୍ଦ୍ଦେଶକ ରମେଶ ବେହେରାଙ୍କୁ ଅଟକ ରଖି  ପଚରାଉଚରା କରିବା ପରେ ଗିରଫ କରିଛି ଭିଜିଲାନ୍ସ । ଗତକାଲି … Read More

ସାଂସଦ ରମେଶ ଚନ୍ଦ୍ର ମାଝି କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ନବରଙ୍ଗପୁର ସାଂସଦ ରମେଶ ମାଝୀଙ୍କୁ କରୋନା । କରୋନା ଆକ୍ରାନ୍ତ ନେଇ ସୋସିଆଲ ମିଡିଆରେ ରମେଶ ମାଝୀ ଜଣାଇଛନ୍ତି । ଏପରିକି ତାଙ୍କ ସଂଶ୍ପର୍ସରେ ଆସିଥିବା ବ୍ୟକ୍ତିଙ୍କୁ ଘରୋଇ ସଂଗରୋଧରେ ରହିବାକୁ ପରାମର୍ଶ ଦେଇଛନ୍ତି । … Read More

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬ ହଜାର ୭୫୪ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ୫୦ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା କରାଯାଉଥିବା ବେଳେ ଗତ ୨୪ ଘଣ୍ଟାରେ କିନ୍ତୁ ଏହା ତଳକୁ ଖସିଆସିଛି। ଗତ ୨୪ ଘଣ୍ଟାରେ ମୋଟ୍ ୪୬ ହଜାର ୭୫୪ କରୋନା ନମୁନା ପରୀକ୍ଷା କରାଯାଇଛି। … Read More

ରାଜ୍ୟରେ ଆଜି ଆଉ ୯ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୨୬୭ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ୩୨୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୬୬୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଭୁବନେଶ୍ୱର-ସୁରାଟ ବିମାନ ସେବା ସେପ୍ଟେମ୍ବର ୯ରୁ ଆରମ୍ଭ

ଭୁବନେଶ୍ବର, (ଓଡିଶା ଟାଇମ୍): ଭୁବନେଶ୍ୱର-ସୁରାଟ ପ୍ରତ୍ୟକ୍ଷ ବିମାନ ସେବା ଆଗାମୀ ସେପ୍ଟେମ୍ବର ୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱରରୁ ସୁରାଟ ଅଭିମୁଖେ ଏୟାର ଇଣ୍ଡିଆର ବିମାନ ପ୍ରତ୍ୟେକ ସୋମବାର ଏବଂ ବୁଧବାର ଦିନ ସନ୍ଧ୍ୟା ୬ଟା ୨୦ ମିନିଟ୍ ସମୟରେ ଯାତ୍ରା … Read More