ସମ ହସ୍ପିଟାଲରେ ଖୁବ ଶୀଘ୍ର ଆରମ୍ଭ ହେବ କୋଭାକସିନ ଟୀକାର ଦ୍ଵିତୀୟ ପର୍ଯ୍ୟାୟ ପରୀକ୍ଷଣ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭାରତ ର ନିଜସ୍ୱ କୋଭିଡ-୧୯ ଟୀକା କୋଭାକସିନର ଦ୍ଵିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସମ ହସ୍ପିଟାଲରେ ଆରମ୍ବ ହେବ | ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ଆଇଏମଏସ ଓ ସମ … Read More

‘ମନ କି ବାତ’ରେ ଦେଶବାସୀଙ୍କୁ କ’ଣ କହିଲେ ମୋଦି, ପଢନ୍ତୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରେଡିଓ କାର୍ଯ୍ୟକ୍ରମ ଜରିଆରେ ଆଜି ଦେଶବାସୀଙ୍କୁ ‘ମନକି ବାତ’ରେ ସମ୍ବୋଧନ କରିଛନ୍ତି । ଆଜି ପ୍ରଧାନମନ୍ତ୍ରୀ ପିଲାମାନଙ୍କ ଖେଳନା ଏବଂ ସେଥିରେ ଜଡିତ ମନୋବିଜ୍ଞାନ ସମ୍ପର୍କରେ ପ୍ରକାଶ କରିଛନ୍ତି । ଏହି ଅବସରରେ … Read More

ଜେଇଇ ଓ ନିଟ୍ ପରୀକ୍ଷା ପାଇଁ ବିଏମସିର ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର, (ଓଡିଶା ଟାଇମ୍) : ଜେଇଇ ଓ ନିଟ୍ ପରୀକ୍ଷା ପାଇଁ ବିଏମସି ପକ୍ଷରୁ ବିଶେଷ ବ୍ୟବସ୍ଥାମାନ କରାଯାଇଛି । ୬ଟି ପରୀକ୍ଷା କେନ୍ଦ୍ର ପାଇଁ ୮ଟି ସ୍ଥାନରେ ରହଣି ବ୍ୟବସ୍ଥା କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ସ୍ୱତନ୍ତ୍ର କୋଭିଡ … Read More

ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ : କୋଭିଡ୍ ଯୋଦ୍ଧା ଏବଂ ଜେଇଇ-ନିଟ୍ ପରୀକ୍ଷାର୍ଥୀଙ୍କୁ ସହଯୋଗ କର

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଜୁ ଜନତା ଦଳର ବିଧାୟକମାନଙ୍କୁ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସଙ୍କଟ ସମୟରେ ସେମାନଙ୍କ ଦାୟିତ୍ବ ନିର୍ବାହ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି କରୋନା ସଂକ୍ରମଣରେ … Read More

ମୁଣ୍ଡୁଳିରେ ୧୦ଲକ୍ଷ କ୍ୟୁସେକ ବନ୍ୟା ଜଳ ପ୍ରବାହିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ହୀରାକୁଦ ଜଳଭଣ୍ଡାରକୁ ଛତିଶଗଡ଼ରୁ ପାଣି ଆସିବା କମି ଯାଇଛି। ଆଉ ଭୟଭୀତ ହେବାର ନାହିଁ । ମୁଣ୍ଡଳିରେ ୧୦ ଲକ୍ଷ କ୍ୟୁସେକ ଜଳ ପ୍ରବାହ କାଲି ସକାଳ ଯାଏ ବଳବତ୍ତର ରହିବ। କାଲି ସକାଳ ପରେ … Read More

ସୁବର୍ଣ୍ଣରେଖା, ବୈତରଣୀ ଓ ବ୍ରାହ୍ମଣୀ ନଦୀର କମିଲା ଜଳସ୍ତର

ଭୁବନେଶ୍ବର, (ଓଡିଶା ଟାଇମ୍) :ସୁବର୍ଣ୍ଣରେଖା, ବୈତରଣୀ ଓ ବ୍ରାହ୍ମଣୀ ନଦୀରେ ଜଳସ୍ତର କମିଛି । ଏହିସବୁ ନଦୀରେ ଜଳସ୍ତର ବିପଦ ସଂକେତ ତଳେ ରହିଛି ବୋଲି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି । ହୀରାକୁଦ ଜଳଭଣ୍ଡାରର … Read More

ରାଜ୍ୟରେ ବନ୍ୟା ସ୍ଥିତି ସଙ୍ଗୀନ : ପାଣି ଘେରରେ ୮ଲକ୍ଷ ଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) :ଚଳିତ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୮ ଲକ୍ଷ ଲୋକେ ପାଣି ଘେରରେ ଅଛନ୍ତି । କାନ୍ଥ ପଡ଼ି, ପାଣିରେ ବୁଡ଼ି କିମ୍ବା ପାଣିରେ ଭାସି ଏଯାବତ୍‌ ୧୬ ଜଣଙ୍କ ମୃତ୍ୟୁ ହୋଇଛି । ବନ୍ୟା ସ୍ଥିତି … Read More

ଘରେ ବନାନ୍ତୁ ଟେଷ୍ଟି ବାନାନା କୁଲଫି

ଭୁବନେଶ୍ୱର, (ଓଡିଶା ଟାଇମ୍‌): ଦିନସାରା କାମ କରିକରି ବହୁ ଲୋକ ଥକ୍କି ଯାଆନ୍ତି । ଏପରିକି ଗୃହିଣୀ ମାନେ ଅନେକାଂଶ ସମୟ ଚିନ୍ତିତ ଥାଆନ୍ତି ଯେ କିପରି ପ୍ରତିଦିନ ପିଲାଙ୍କ ପାଇଁ କିଛି ନୂଆ ରୋଷେଇ କରି ଖୁଆଇବେ । ଯଦି … Read More

ଦୁନିଆର ‘ଫାଟେଷ୍ଟ ହ୍ୟୁମାନ୍ କାଲକୁଲେଟର’ ନୀଳକଣ୍ଠଙ୍କୁ ରାଷ୍ଟ୍ରପତିଙ୍କ ପ୍ରଶଂସା

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁନିଆର ସବୁଠୁ ‘ଫାଟେଷ୍ଟ ହ୍ୟୁମାନ୍ କାଲକୁଲେଟର’ ଭାବେ ଖ୍ୟାତି ଅର୍ଜନ କରିଥିବା ହାଇଦ୍ରାବାଦର ନୀଳକଣ୍ଠ ଭାନୁ ପ୍ରକାଶଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଭାନୁ ପ୍ରକାଶଙ୍କ ପାଖକୁ ଏକ ପତ୍ରରେ ରାଷ୍ଟ୍ରପତି ଲେଖିଛନ୍ତି, “ଲଣ୍ଡନରେ … Read More

ରାଜ୍ୟରେ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ … Read More