ଭୁବନେଶ୍ୱରରେ ପହଞ୍ଚିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଜନ୍ମମାଟି ଓଡ଼ିଶାରୁ ସମର୍ଥନ ମାଗିବା ପାଇଁ ଭୁବନେଶ୍ୱରରେ ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଜିଆଯାଇଥିଲା । ଏହାପରେ ସେ ରାଜ୍ୟ ଅତିଥୀ ଭବନରେ ପହଞ୍ଚିଥିଲେ । ପରେ … Read More