ରାଜ୍ୟ ପାଇଁ ଭଲ ଖବର; ଆଉ ୨୫୪୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୨୫୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୫୯,୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ … Read More

୨୦୧୯ରେ ବନ୍ଦ ହୋଇଯାଇଛି ୨୦୦୦ ଟଙ୍କିଆ ନୋଟ୍ ଛପା!

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ୨୦୧୯-୨୦ ଆର୍ଥୀକ ବର୍ଷରେ ୨୦୦୦ ଟଙ୍କିଆ ନୋଟ୍ ଛପା ଯାଇନାହିଁ । ଆରବିଆଇ ପକ୍ଷରୁ ୨୦୧୯-୨୦ ଆର୍ଥୀକ ବର୍ଷର ରିପୋର୍ଟରେ ଦର୍ଶାଇଛନ୍ତି । ଭାରତୀୟ ରିଜର୍ଭ ବ୍ୟାଙ୍କର ରିପୋର୍ଟ ଅନୁସାରେ ୨୦୧୮ ମସିହାରୁ … Read More

ଭୁବନେଶ୍ୱରରୁ ଆଉ ୩୩୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରରୁ ଆଜି ୩୩୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୯୩୧ରେ ପହଁଚିଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୭୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି … Read More

ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ବର, (ଓଡିଶା ଟାଇମ୍) :  ସାରା ବିଶ୍ୱରେ ଏବେ କରୋନା କାୟା ମାଡିଚାଲିଛି । ଏଥିରେ ଛାତ୍ରଛାତ୍ରୀମାନେ ବିଶେଷ ପ୍ରଭାବିତ ହେଉଛନ୍ତି । ଏଥିପାଇଁ ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଟ୍‌ … Read More

ଧର୍ମାନୁଷ୍ଠାନ ଖୋଲିବା ନେଇ ହାଇକୋର୍ଟରେ ଆଉ ଏକ ମାମଲା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବାକୁ ହାଇକୋର୍ଟ ଗତ ୧୦ ତାରିଖରେ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଇତିମଧ୍ୟରେ ୧୪ଦିନ ବିତି ଯାଇଥିଲେ ମଧ୍ୟ ରାଜ୍ୟ ସରକାର ଧର୍ମାନୁଷ୍ଠାନ ଖୋଲିବା ସଂକ୍ରାନ୍ତରେ କୌଣସି … Read More

ରାଜ୍ୟରେ ଆଉ ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :  ପଟାଙ୍ଗୀ ବିଧାୟକ ପୀତମ ପାଢ଼ୀଙ୍କୁ କରୋନା । ଗତକାଲି ଆଂଟିଜେନ୍ ପରୀକ୍ଷା ପରେ ରିପୋର୍ଟ ପଜିଟିଭ ଆସିଛି । ସେ ଏବେ ଘରୋଇ ସଂଗରୋଧ କେନ୍ଦ୍ରରେ ସୁସ୍ଥ ଥିବା ନେଇ କନକ ନ୍ୟୁଜକୁ ସୂଚନା ଦେଇଛନ୍ତି । … Read More

ପୁଣି ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଟ୍ରମ୍ପ

ୱାଶିଂଟନ୍‌, (ଓଡିଶା ଟାଇମ୍‌): ଆମେରିକାରେ ଆସନ୍ତା ନଭେମ୍ବର ମାସରେ ହେବାକୁ ଯାଉଛି ନିର୍ବାଚନ । ଯାହାକୁ ସେଠାକାର ରାଜନୀତି ସରଗରମ ହୋଇଉଠିଛି । ଏଭଳି ସମୟରେ ରିପବ୍ଲିକାନ୍ ପାର୍ଟି ପକ୍ଷରୁ ରାଷ୍ଟ୍ରପତି ପଦ ପାଇଁ ପୁନର୍ବାର ବର୍ତ୍ତମାନର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ … Read More

ଆଜି ପୁଣି ରାଜ୍ୟରେ ୯ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ଆଜି ରାଜ୍ୟରେ ୨୭୫୨ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୭୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪୨୩୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଅକ୍ସଫୋର୍ଡ କୋଭଡି୧୯ ଭ୍ୟାକ୍ସିନର ୨ୟ ପର୍ଯ୍ୟାୟ ଟ୍ରାଏଲ୍ ଆଜିଠୁ ଆରମ୍ଭ

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ପୁଣେ ସ୍ଥିତ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଏସଆଇଆଇ) ପକ୍ଷରୁ ଅକ୍ସଫୋର୍ଡ ୟୁନିର୍ଭସିଟି ଦ୍ୱାରା ବିକଶିତ ହୋଇଥିବା କରୋନା ଭାଇରସ୍ ଭ୍ୟାକ୍ସିନର ୨ୟ ପର୍ଯ୍ୟାୟ ମାନବ କ୍ଲିନିକାଲ୍ ଟ୍ରାଏଲ୍ ଆଜିଠୁ ଆରମ୍ଭ କରାଯାଉଛି । ‘କୋବିଶୀଲ୍ଡ’ର ସୁରକ୍ଷା … Read More