ହୀରାକୁଦ ଜଳଭଣ୍ଡାରର ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ

ପାରାଦ୍ବୀପ, (ଓଡିଶା ଟାଇମ୍) :ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୫.୪୧ ଫୁଟ୍ ରହିଛି । ଡ୍ୟାମ୍ ର ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ୧୨ଟି ଗେଟ୍ ଦେଇ ୧ ଲକ୍ଷ ୯୩ ହଜାର ୩୫୩ କ୍ୟୁସେକ୍ ଜଳ ଛଡାଯାଉଥିବାବେଳେ … Read More

ଦେଶରେ ୫୦ ହଜାର ଟପିଲା କରୋନା ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୬ ଲକ୍ଷ ୪୭ ହଜାର ୬୬୪ରୁ ଅଧିକ ଟପିଛି। ଦେଶରେ କରୋନା ଜନିତ … Read More

ପୂର୍ବତନ କ୍ରିକେଟ୍‌ର ତଥା ମନ୍ତ୍ରୀ ଥିବା ଚେତନ ଚୌହ୍ଵାନଙ୍କ ପରଲୋକ

ଉତ୍ତରପ୍ରଦେଶ, (ଓଡିଶା ଟାଇମ୍) :ଉତ୍ତର ପ୍ରଦେଶର ଗୃହରକ୍ଷୀ ମନ୍ତ୍ରୀ ତଥା ପୂର୍ବତନ ଭାରତୀୟ କ୍ରିକେଟ୍‌ର ଚେତନ ଚୌହ୍ଵାନଙ୍କ ଆଜି ପରଲୋକ ଘଟିଛି। କରୋନା ସଂକ୍ରମିତ ହେବା ପରେ ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ଚିକିତ୍ସାଧୀନ ସମୟରେ କିଡନୀ … Read More

ଓଡିଆ ଚଳଚ୍ଚିତ୍ର ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ସମ୍ପାଦକ ଦେବେନ ମିଶ୍ରଙ୍କର ଦେହାନ୍ତ ହୋଇଛି। ଶନିବାର ବିଳମ୍ବିତ ରାତିରେ ତାଙ୍କର ହୃଦଘାତ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତି ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଯେଉଁଠାରେ ସେ … Read More

ଭୁବନେଶ୍ବରରୁ ଆଜି ୧୭୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୧୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୨୮୯ରେ ପହଁଚିଛି । ରବିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୨ ଜଣ କ୍ୱାରେଣ୍ଟାଇନରେ ଥିବା … Read More

ଆମେରିକା ରାଷ୍ଟ୍ରପତି‌ଙ୍କ ସାନ ଭାଇ ରବର୍ଟ ଟ୍ରମ୍ପ୍‌ଙ୍କ ପରଲୋକ

ୱାସିଂଟନ, (ଓଡିଶା ଟାଇମ୍) : ନ୍ୟୁୟର୍କ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାନ ଭାଇ ରବର୍ଟ ଟ୍ରମ୍ପଙ୍କର ୭୧ ବର୍ଷ ବୟସରେ ପରଲୋକ ଘଟିଛି। ଏ ସମ୍ପର୍କରେ ହ୍ବାଇଟ୍‌ ହାଉସ ପକ୍ଷରୁ ଏକ ବିବୃତି ଜାରି କରାଯାଇଛି। ନ୍ୟୁୟର୍କର ଏକ ହସ୍ପିଟାଲରେ … Read More

ସେପ୍ଟେମ୍ବର ୩୦ ପୂର୍ବରୁ ବିଧାନସଭା ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) : ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭାର ମୌସୁମୀ ଅଧିବେଶନ । କେଉଁଠି ବିଧାନସଭା ବସିବ ସେନେଇ ବର୍ତ୍ତମାନ ସୁଦ୍ଧା ନିଷ୍ପତ୍ତି ହୋଇନାହିଁ । ବିଧାନସଭା କି ଲୋକସେବା ଭବନରେ ବସିବ, ସେନେଇ ନିଷ୍ପତ୍ତି ହେବ । … Read More

ରାଜ୍ୟରେ ରେକର୍ଡ ସଂଖ୍ୟକ ଟେଷ୍ଟିଂ, ୨୪ଘଣ୍ଟାରେ ୫୨ହଜାରରୁ ଅଧିକ ପରୀକ୍ଷଣ

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟାରେ ରାଜ୍ୟରେ ଦୈନିକ ୫୨ ହଜାର ୭୯୫ କରୋନା ଟେଷ୍ଟ କରାଯାଇଥିବା ଜଣାଯାଇଛି । ଆରଟିପିସିଆର, ଆଣ୍ଟିଜେନ ଓ ଟ୍ରୁନଟ ମାଧ୍ୟମରେ ଏହି ପରୀକ୍ଷା କରାଯାଇଛି । ତନ୍ମଧ୍ୟରୁ ଆରଟିପିସିଆରରେ ୧୦,୨୪୦, ଆଣ୍ଟିଜେନ ୪୨,୪୧୪ … Read More

ଧୋନୀଙ୍କ କ୍ୟାପଟେନ୍ ସିପ୍‌ରେ ଭାରତୀୟ ଦଳ ରଚିଥିଲା ଇତିହାସ, ପଢନ୍ତୁ

ଭୁବନେଶ୍ୱର, (ଓଡିଶା ଟାଇମ୍‌): ୨୦୨୦ ମସିହା ଅଗଷ୍ଟ ୧୫ ତାରିଖରେ ଭାରତୀୟ କ୍ରିକେଟ୍ ଦଳର କ୍ୟାପଟେନ୍ କୁଲ୍ ଅନ୍ତର୍ଜାତୀୟ ମ୍ୟାଚରୁ ଅବସର ଘୋଷଣା କରିଛନ୍ତି । ସେ ନିଜ ଇନଷ୍ଟାଗ୍ରାମରେ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରି ବିଧିବଦ୍ଧ ଘୋଷଣା କରିଥିଲେ … Read More

ରାଜ୍ୟରେ ୧୦କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ … Read More