କରୋନା ମୁକାବିଲା : ୪ ଜିଲ୍ଲାରେ ସରକାରଙ୍କ ରହିବ ଅଧିକ ଫୋକସ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ତେଣୁ କୋଭିଡ଼ ପରିଚାଳନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ପଇସା ଅଭାବରୁ କେହି ବି କୋଭିଡ଼ ରୋଗୀ ଚିକିତ୍ସାରୁ … Read More

ଅଗଷ୍ଟ ୨୦ ସୁଦ୍ଧା ୫୦ ହଜାର ପରୀକ୍ଷଣ , ଆଗକୁ ପ୍ରତିଦିନ ଲକ୍ଷେ କୋଭିଡ୍ ଟେଷ୍ଟ୍ କରିବାକୁ ଲକ୍ଷ୍ୟ-ILS ନିର୍ଦ୍ଦେଶକ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେଣୁ ଟେଷ୍ଟିଂ ଉପରେ ଗୁରୁତ୍ୱ ଦିଆଯାଇଛି । ଏନେଇ ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡ଼ା ସୂଚନା ଦେଇ କହିଛନ୍ତି ଯେ ରାଜ୍ୟରେ … Read More

ଭିଜିଲାନ୍ସ ପଞ୍ଝାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ୱତନ୍ତ୍ର ସଚିବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭିଜିଲାନ୍ସ ପଞ୍ଝାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ … Read More

ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ପ୍ରକାଶ ପାଇଲା +୨ବିଜ୍ଞାନ ରେଜଲ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଚଳିତବର୍ଷର ପ୍ରକାଶ ପାଇଛି ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ । ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ପରୀକ୍ଷା ଫଳ ଘୋଷଣା କରିଛନ୍ତି । ଚଳିତବର୍ଷ ୭୦.୨୧ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୮୭୬ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୮୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୬୭୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ବିବାଦୀୟ ପୋଷ୍ଟକୁ ନେଇ ବେଙ୍ଗାଲୁରୁରେ ଉତ୍ତେଜନା; ୧୪୪ ଲାଗୁ ଓ ୨ ମୃତ

ବେଙ୍ଗାଲୁରୁ: ସୋସିଆଲ୍ ମିଡିଆରେ ଏକ ବିବାଦୀୟ ପୋଷ୍ଟକୁ ନେଇ ଉତ୍ତେଜିତ ଜନସାଧାରଣ ମଙ୍ଗଳବାର ବିଳମ୍ବିତ ରାତିରେ ଜଂଗ୍ରେସର ଜଣେ ବିଧାୟକଙ୍କ ବାସଭବନ ଉପରେ ଆକ୍ରମଣ କରିଛନ୍ତି । ଏଭଳି ସମୟରେ ସ୍ଥିତିକୁ ନିୟନ୍ତ୍ରଣରେ ଆଣିବାକୁ ଯାଇ ପୋଲିସ ପକ୍ଷରୁ ହୋଇଥିବା ଫାୟାରିଂରେ … Read More

ସହରର ୧୦ଟି ସ୍ଥାନରେ ୧୪୪ ଧାରା ଲାଗୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ସମ୍ବଲପୁର ଜିଲ୍ଲାରେ ଗତ କିଛି ଦିନ ହେଲା କରୋନା ଗ୍ରାଫ ଉପରମୁହାଁ ରହିଛି ।  ସମ୍ବଲପୁର ସହରରେ ୧୪୪ ଧାରା ଲାଗୁ ହୋଇଛି । ଆଜିଠାରୁ ୧୬ ତାରିଖ ପର୍ଯ୍ୟନ୍ତ ୧୦ଟି ସ୍ଥାନରେ ୧୪୪ ଧାରା … Read More

ଦେଶରେ ୨୩ ଲକ୍ଷ ଟପିଲା କରୋନା ସଂକ୍ରମଣ; ୨୪ ଘଣ୍ଟାରେ ୬୦ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ, ୮୪୩ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୩ ଲକ୍ଷ ୨୯ ହଜାର ୬୩୯ରୁ ଅଧିକ ଟପିଛି । ଦେଶରେ କରୋନା … Read More

କ୍ୟାନସରରେ ପିଡିତ ବଲିଉଡ ଅଭିନେତା ସଞ୍ଜୟ ଦତ୍ତ; ଚିକିତ୍ସା ପାଇଁ ଯାଇପାରନ୍ତି ଆମେରିକା

ମୁମ୍ବାଇ, (ଓଡିଶା ଟାଇମ୍‌): ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ଫୁସଫୁସ୍ କ୍ୟାନସରରେ ପିଡିତ । ଏସମ୍ପର୍କରେ ମଙ୍ଗଳବାର ବିଳମ୍ବିତ ରାତିରେ ଫିଲ୍ମ ଟ୍ରେଡ୍ ଜର୍ଣ୍ଣାଲିଷ୍ଟ କୋମଲ ନାଥ ଟ୍ୱିଟ୍ କରି ଜଣାଇଛନ୍ତି । ସଞ୍ଜୟ ସି’ (କରୋନାଭାଇରସ୍‌)ରେ ନୁହେଁ ବରଂ ଆଉ … Read More