ଦେଶରେ ୧୯ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ସର୍ବାଧିକ ୫୨ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ
ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୯ ଲକ୍ଷ ୦୮ ହଜାର ୨୫୫ରୁ ଅଧିକ ଟପିଛି । ଦେଶରେ କରୋନା … Read More











