ପ୍ରକାଶ ପାଇଲା ଭୂମି ପୂଜନ ନିମନ୍ତ୍ରଣ ପତ୍ର

ଭୁବନେଶ୍ବର, (ଓଡିଶା ଟାଇମ୍) : ବୁଧବାର ଅଯୋଧ୍ୟାରେ ହେବ ବହୁ ପ୍ରତୀକ୍ଷିତ ରାମ ମନ୍ଦିରର ଭୂମି ପୂଜନ ଉତ୍ସବ ବା ଶିଳାନ୍ୟାସ । ତେବେ ତା’ର ଦିନକ ପୂର୍ବରୁ ପ୍ରକାଶ ପାଇଛି ଅତିଥି ତାଲିକା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମନ୍ଦିରର … Read More

ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୧୧୧୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟାକ ୧୧୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତିି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୩୦୭୩ କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟଓ ପରିବାର କଲ୍ୟାଣ … Read More

ଭୁବନେଶ୍ୱରରୁ ଆଜି ୮୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟାରେ ରାଜଧାନୀ ଭୁବନେଶ୍ୱରରୁ ଆଉ ୮୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୫ଟି କ୍ୱାରେଣ୍ଟାଇନ କେସ୍ ଥିବା ବେଳେ ୨୪ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାକୁ ମିଶାଇ … Read More

କାଲିଠୁ ପୁଣି ଚାଲିବ ‘ମୋ ବସ୍’, ୮ଟି ରୁଟ୍‌ରେ କରିବ ଚଳାଚଳ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଆସନ୍ତାକାଲିଠାରୁ ୮ଟି ରୁଟରେ ମୋ ବସ୍ ଗଡ଼ିବ । ସକାଳ ୭ଟାରୁ ସନ୍ଧ୍ୟା ୭ଟା ଯାଏଁ ନନ୍ ଏସି ବସ୍ ଚାଲିବ । ୧୧, ୧୬,୧୮, ୨୦, ୨୩,୨୫,୨୭ ଓ ୩୩ ନମ୍ବର ରୁଟରେ ଗଡ଼ିବ … Read More

କଟକ ସହରରୁ ଆଉ ୮୭ କରୋନା ପଜିଟିଭ୍ ଚିହ୍ନଟ

କଟକ, (ଓଡିଶା ଟାଇମ୍) : କଟକ ସହରରୁ ଆଜି ୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରେ ୭୯ଟି କ୍ୱାରେଣ୍ଟାଇନ୍ କେସ୍ ଥିବା ବେଳେ ୮ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । କ୍ୱାରେଣ୍ଟାଇନରେ ଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ … Read More

ଭୁବନେଶ୍ୱରରେ ୧.୫ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡ଼ି , ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟରୁ ଆସିଲା ତଥ୍ୟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱରରେ ୧.୫ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି । ଆଣ୍ଟିବଡ଼ି ହେଉଛି ଶରୀରରେ ସୃଷ୍ଟି ହୋଇଥିବା ରୋଗ ପ୍ରତିରୋଧ ଶକ୍ତି । ୧.୫ ପ୍ରତିଶତ ଲୋକ ଅଜାଣତରେ କରୋନାରେ ଆକ୍ରାନ୍ତ ହୋଇ … Read More

ବ୍ରହ୍ମପୁର ବାଳକ ପର୍ଯ୍ୟବେକ୍ଷଣ ଓ ସ୍ୱତନ୍ତ୍ର ଆବାସରେ କରୋନା

ବ୍ରହ୍ମପୁର, (ଓଡିଶା ଟାଇମ୍) :ବ୍ରହ୍ମପୁର ବାଳକ ପର୍ଯ୍ୟବେକ୍ଷଣ ଓ ସ୍ୱତନ୍ତ୍ର ଆବାସରେ କରୋନା। ପ୍ରାୟ ୪୫ ଜଣ ଅନ୍ତବାସୀ ସଂକ୍ରମିତ ହୋଇଥିବା ଜଣା ପଡିଛି । ଜୁଲାଇ ୨୯ ତାରିଖ ସୁଦ୍ଧା ସେଠାରେ ୮୮ ଜଣ ରହିଥିଲେ । ସେମାନଙ୍କ ମଧ୍ୟରୁ … Read More

ପ୍ରଶାସନିକ ସ୍ତରରେ ଅଦଳବଦଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ପ୍ରଶାସନିକ ସ୍ତରରେ ଆଜି ଛୋଟ ଧରଣର ଅଦଳବଦଳ ହୋଇଛି । ଖୋର୍ଦ୍ଧା ଜିଲ୍ଲାପାଳ ସିତାଂଶୁ କୁମାର ରାଉତଙ୍କର ବଦଳି ହୋଇଛି । ତାଙ୍କ ଜାଗାରେ ଖୋର୍ଦ୍ଧାର ନୂଆ ଜିଲ୍ଲାପାଳ ହୋଇଛନ୍ତି ସନତ କୁମାର ମହାନ୍ତି … Read More

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଦାନା ବାନ୍ଧୁଛି ଲଘୁଚାପ । ଯାହାଫଳରେ କି ରାଜ୍ୟରେ  ପ୍ରବଳ ବର୍ଷା ହେବାର  ସମ୍ଭାବନା ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଠାରୁ କମ ବର୍ଷା ହୋଇଥିବା ବେଳେ ଆସନ୍ତାକାଲି ହେବାକୁ ଥିବା ଲଘୁଚାପ ବର୍ଷା … Read More

ରାଜ୍ୟରେ ଆଜି ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ … Read More