ରାଜ୍ୟରେ ଆଜି ୨୪ଜିଲ୍ଲାରୁ ୧୩୨୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୦୧୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା … Read More

ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ୪୮,୯୧୬ ଆକ୍ରାନ୍ତ ଓ ୭୫୭ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୩ ଲକ୍ଷ ୩୬ ହଜାର ୮୬୦ରୁ ଅଧିକ ଟପିଛି। ଦେଶରେ କରୋନା ଜନିତ … Read More

ଖୁସି ଖବର: ରାଜ୍ୟରେ ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ଆଜି ରାଜ୍ୟରେ ସର୍ବାଧିକ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ … Read More

ଭୁବନେଶ୍ୱରରୁ ସର୍ବାଧିକ ୨୪୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ଭୁବନେଶ୍ବରରେ ୨୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୨୦୭ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୧ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।ଆହୁରି ମଧ୍ୟ ୨୯ଜଣ ଆରୋଗ୍ୟ … Read More

ମାଓବାଦୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଆହ୍ୱାନ ଦେଲେ ପୋଲିସ ଡିଜି

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତକାଲି କନ୍ଧମାଳ ପୁଲିସର କମ୍ବିଂ ଅପରେସନ ବେଳେ ହୋଇଥିବା ଗୁଳିବିନିମୟରେ ୨ ମାଓବାଦୀଙ୍କ ମୃତ୍ୟୁ ପରେ ଡିଜିପି ଅଭୟ ଫୁଲବାଣୀଠାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ପରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଅଭୟ ପୋଲିସରଏହି ସଫଳତା ପାଇଁ … Read More

କମ୍ ସମୟ ମଧ୍ୟରେ କମ୍ ପରିଶ୍ରମରେ ପ୍ରସ୍ତୁତ କରନ୍ତୁ ‘କଷ୍ଟାର୍ଡ ହାଲୱା’

(ଓଡିଶା ଟାଇମ୍) :ଭାରତର ବହୁ ସ୍ଥାନରେ ହାଲୱାକୁ ପ୍ରମୁଖ ଖାଦ୍ୟ ଭାବରେ ଗ୍ରହଣ କରାଯାଏ। ବିଶେଷ କରି ଉତ୍ତର ଭାରତରେ। ଦୀପାବଳୀ ହେଉ କିମ୍ବା ରକ୍ଷା ବନ୍ଧନ ହାଲୱା ମୁଖ୍ୟ ଭୂମିକା ଗ୍ରହଣ କରେ। ଯେପରିକି ସୁଜି ହାଲୱା, କଖାରୁ ଏବଂ … Read More

ରାଜ୍ୟରେ ଆଉ ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାରେ ଆଉ ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଶ୍ରୀକାନ୍ତ ଙ୍କ ପତ୍ନୀ ମଧ୍ୟ କରୋନା ପଜିଟିଭ୍ ଆସିଥିବା ସୂଚନା … Read More

ଖୋର୍ଦ୍ଧା ଜିଲ୍ଲାର ୧୧ ଜଣ ପୋଲିସ କର୍ମଚାରୀଙ୍କୁ କରୋନା

ଖୁର୍ଦ୍ଧା, (ଓଡିଶା ଟାଇମ୍) : ଖୁର୍ଦ୍ଧା ଜିଲ୍ଲାରେ ୧୧ ଜଣ ପୁଲିସ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ବାଣପୁର, ବାଲୁଗାଁର ବିଭିନ୍ନ ଥାନା ଓ ଫାଣ୍ଡିର ୧୧ ପୁଲିସ କରୋନା​‌ରେ ଆକ୍ରାନ୍ତ ହୋଇଛନ୍ତି। ସଂପୃକ୍ତ ଥାନା ଓ ଫାଣ୍ଡିର ଅନ୍ୟ … Read More

ଓଡ଼ିଶାରେ ସଫଳ ହେଲା ପ୍ଲାଜମା ଥେରାପି, ସୁସ୍ଥ ହୋଇ ଫେରିଲେ ୪୮ ବର୍ଷୀୟା ମହିଳା

ଭୁବନେଶ୍ବର, (ଓଡିଶା ଟାଇମ୍) : ପ୍ଲାଜମା ଥେରାପିରେ ସୁସ୍ଥ ହେଲେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ । ଆକ୍ରାନ୍ତ ଜଣଙ୍କ କଟକର ୪୮ ବର୍ଷ ବୟସ୍କ ମହିଳା । ସେ ଅଶ୍ବିନୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହୋଇ … Read More

ବିଧାନସଭାର ୫ କର୍ମଚାରୀଙ୍କ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ବିଧାନସଭାର ୫  ଜଣ କର୍ମଚାରୀ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ୩ ଦିନ ତଳେ ସେମାନଙ୍କ ନମୁନା ସଂଗ୍ରହ ହୋଇ ପରୀକ୍ଷା ପାଇଁ ପଠାଯାଇଥିଲା। ଆଜି ସେମାନଙ୍କର ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟ … Read More