ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ଦେହାନ୍ତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ଦେହାନ୍ତ ହୋଇଛି । ଏନେଇ ତାଙ୍କ ପୁଅ ଆଶୁତୋଷ ଟଣ୍ଡନ ସ୍ପଷ୍ଟ କରିଛନ୍ତି । ସୂଚନାନୁଯାୟୀ, ଗତ ସୋମବାର ଦିନ ତାଙ୍କର ଶରୀର ଅସୁସ୍ଥ ହେବାରୁ ତାଙ୍କୁ ଲକ୍ଷ୍ନୌ ସ୍ଥିତ ମେଦାନ୍ତ … Read More











