ରାଜଧାନୀରୁ ଆଉ ୪୯ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରରୁ ଆଉ ୪୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୪ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୧୫ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏକ ସରକାରୀ ଅଫିସର ୩୮ ବର୍ଷୀୟ କର୍ମଚାରୀ, ୟୁନିନ-୩ର … Read More

ଆସନ୍ତାକାଲିଠାରୁ ନବରଙ୍ଗପୁର ସଟଡାଉନ

ନବରଙ୍ଗପୁର, (ଓଡିଶା ଟାଇମ୍) : ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାରି ମଧ୍ୟରେ ନବରଙ୍ଗପୁର ଜିଲ୍ଲାକୁ ସଟଡାଉନ କରାଯିବାକୁ ଘୋଷଣା କରାଯାଇଛି । ଆସନ୍ତାକାଲି ସକାଳ ୫ଟାରୁ ୨୨ ତାରିଖ ମଧ୍ୟରାତ୍ରୀ ଯାଏଁ ନବରଙ୍ଗପୁର … Read More

ଟ୍ବିନ୍‌ସିଟିରେ ଦାୟିତ୍ଵ ନେଲେ ନୂଆ ଡିସିପି

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଦାୟିତ୍ୱଭାର ଗ୍ରହଣ କରିଛନ୍ତି ଟ୍ୱିନସିଟିର ଦୁଇ ନବ ନିଯୁକ୍ତ ଡିସିପି । ଭୁବନେଶ୍ୱରର ନୂଆ ଡ଼ିସିପି ଭାବେ ଦାୟିତ୍ୱ ନେଇଛନ୍ତି ଉମାଶଙ୍କର ଦାସ । ପୋଲିସ ସେବା ଭବନରେ ଅନୁପ ସାହୁଙ୍କ ଠାରୁ ସେ … Read More

ଛତୁ ଖାଇବା ଦ୍ୱାରା ଏହି ସବୁ ରୋଗ ହୋଇନଥାଏ, ଜାଣନ୍ତୁ କିପରି ?

(ଓଡିଶା ଟାଇମ୍) :ଛତୁ କାହାକୁ ଭଲ ନଲାଗେ ।  ଭାରତୀୟ ଖାଦ୍ୟରେ ଛତୁର ଲୋକପ୍ରିୟତା ବେଶି ରହିଥାଏ । ଭାରତର ଛୋଟ ଢାବାଠାରୁ ଆରମ୍ଭ କରି ବଡ଼ ବଡ଼ ରେଷ୍ଟୁରାଣ୍ଟ ପର୍ଯ୍ୟନ୍ତ ସବୁଠି ଛତୁକୁ ନେଇ ନାନା ପ୍ରକାରର ସୁସ୍ୱାଦୁ ବ୍ୟଞ୍ଜନ … Read More

୭୦ ବର୍ଷରେ ନସିରୁଦ୍ଦିନ ଶାହା

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ବଲିଉଡର ଭେଟେରାନ୍ ଅଭିନେତା ନସିରୁଦ୍ଦିନ ଶାହା ଆଜି ୭୦ ବର୍ଷରେ ପଦାର୍ପଣ କରିଛନ୍ତି । ୧୯୫୦ ମସିହା ଜୁଲାଇ ୨୦ ତାରିଖରେ ସେ ଉତ୍ତର ପ୍ରଦେଶରେ ଜନ୍ମ ଗ୍ରହଣ କରିଥିଲେ । ସେ ଏଭଳି ଜଣେ କଳାକାର … Read More

ମଲ୍ଟିନ୍ୟାସନାଲ୍ କମ୍ପାନୀର ୨୮୮ କର୍ମଚାରୀ କରୋନା ପଜିଟିଭ୍

ହରିଦ୍ଵାର, (ଓଡିଶା ଟାଇମ୍) :ଏକ ମଲ୍ଟିନ୍ୟାସନାଲ କମ୍ପାନୀର ୨୮୮ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି କର୍ମଚାରୀ ଅଲଗା ଅଲଗା ଅଞ୍ଚଳରେ ରୁହନ୍ତି | ପଜିଟିଭ୍ ଚିହ୍ନଟ ହୋଇଥିବା ସଂକ୍ରମିତ ସାଧାରଣ ଲୋକଙ୍କ ସମ୍ପର୍କରେ ମଧ୍ୟ ଆସିଛନ୍ତି । … Read More

ଟ୍ରାକ୍ଟର ଚଳାଉଛନ୍ତି ସଲମାନ୍‌; ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍‌

ମୁମ୍ବାଇ, (ଓଡିଶା ଟାଇମ୍‌); ବଲିଉଡରେ ଭାଇଜାନ୍ ଭାବେ ପରିଚିତ ସଲମାନ୍ ଖାନ୍ କ୍ଷେତରେ ଟ୍ରାକ୍ଟର ଚଳାଉଥିବା ନଜର ଆସୁଛନ୍ତି । ଏହି ଭିଡିଓ ସୋସିଆଲ୍ ମିଡିଆରେ ଖୁବ୍ ଭାଇରାଲ୍ ହେବାରେ ଲାଗିଛି । ସଲମାନ୍ ଏବେ ପନବେଲ୍ ସ୍ଥିତ ତାଙ୍କ ଫାର୍ମହାଉସରେ … Read More

ଜନମଙ୍ଗଳ ସରକାର ଓ କୋକୁଆ ମାୟା

ବିଜ୍ଞାନ ଯୁଗରେ ଆମେ କଣ ପୁରାଣ ଯୁଗର କୋକୁଆ ମାୟାରେ ବାୟା ହୋଇ ଯିବା କି ? ଦେଶରେ ବା ରାଜ୍ୟରେ ଜନମଙ୍ଗଳ ସରକାର ଶାସନ କରୁଛନ୍ତି କିମ୍ବା କୋକୁଆ ମାୟା ତିଆରୁଛନ୍ତି? ଏଭଳି ପ୍ରଶ୍ନ ଆଜି ଅନେକଙ୍କୁ ଆନ୍ଦୋଳିତ କରୁଛି, … Read More

ରାଜ୍ୟରେ ଆଜି ଆଉ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ରାଜ୍ୟରେ ୬୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ … Read More

ରାଜ୍ୟରେ ଆଉ ୬୭୩ କରୋନା ପଜିଟିଭ୍ ଚିହ୍ନଟ, ୧୮୦୦୦ ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୧୦ ରେ ପହଞ୍ଚିଛି । ଏନେଇ ରାଜ୍ୟ … Read More