ଦେଶରେ ୧୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ସର୍ବାଧିକ ୩୪ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୦,୦୩,୮୩୨ ଲକ୍ଷରୁ ଅଧିକ ଟପିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୫, … Read More

ସିବିଏସସି ଦଶମ ପରୀକ୍ଷା ଫଳ, ଚନ୍ଦ୍ରଶେଖରପୁର ଡିଏଭି ଛାତ୍ରଛାତ୍ରୀଙ୍କ ବାଜିମାତ୍     

ଭୁବନେଶ୍ବର, (ଓଡିଶା ଟାଇମ୍) : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସସି) ଦ୍ଵାରା ପରିଚାଳିତ କେନ୍ଦ୍ରୀୟ  ବିଦ୍ୟାଳୟ ଗୁଡ଼ିକର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ଗତ କାଲି ପ୍ରକାଶ ପାଇଛି । ୨୦୧୯ ତୁଳନାରେ ଏଥର ସାରା ଦେଶରେ ପାସ … Read More

ରାଜ୍ୟର ୪ ଜିଲ୍ଲା ଓ ରାଉରକେଲାରେ ଜାରି ହେଲା ଲକଡାଉନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସ୍ଥିତି ଓ ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସମ୍ମିଳନୀରେ ସେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଆସନ୍ତାକାଲି ରାତି ୯ଟାରୁ … Read More

ତିରୁପତି ମନ୍ଦିରର ୧୪ ପୂଜକ କରୋନା ଆକ୍ରାନ୍ତ

ତିରୁମାଳା (ଓଡିଶା ଟାଇମ୍‌): ଆନ୍ଧ୍ରପ୍ରଦେଶର ତିରୁମାଳା ତିରୁପତି ଦେବସ୍ଥାନମ (ଟିଟିଡି)ର ପ୍ରାୟ ୧୪ ଜଣ ପୂଜକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ତିରୁପତି ଦେବସ୍ଥାନମର କାର୍ଯ୍ୟକାରୀ ଅଧିକାରୀ ଅନିଲ କୁମାର ସିଂଘଲ ଗୁରୁବାର ଦିନ ସୂଚନା ଦେଇଛନ୍ତି । … Read More

ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା ମାମଲାର ସିବିଆଇ ଯାଞ୍ଚ ପାଇଁ ଅନୁରୋଧ କଲେ ରିୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା ମାମଲାର ସିବିଆଇ ଯାଞ୍ଚ କରାଇବା ଲାଗି ବହୁ କଳାକାର ଦାବି କରି ଆସୁଛନ୍ତି । ଏହି କ୍ରମରେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ମଧ୍ୟ ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଟ୍ୱିଟ … Read More

ଭଲ ଖବର, ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୧ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେମାନଙ୍କୁ ଡାକ୍ତରଖାନାରୁ ଘରକୁ ପଠାଇଦିଆଯାଇଛି  । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରରୁ ସର୍ବାଧିକ ୯୮, ଗଞ୍ଜାମରୁ ୮୪, ସୁନ୍ଦରଗଡରୁ ୪୬, ଗଜପତିରୁ … Read More

ଭୁବନେଶ୍ୱରରୁ ଆଉ ୬୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାରେ କରୋନା ମହାମାରୀ ତୀବ୍ର ଭାବେ ବ୍ୟାପିବାରେ ଲାଗିଲାଣି । ଗଞ୍ଜାମ ପରେ ପରେ ଭୁବନେଶ୍ୱରରେ ଅଧିକ ସଂକ୍ରମଣ ଆସିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱର ମହାନଗମ ଅଞ୍ଚଳରୁ ୬୦ ଜଣ ପଜିଟିଭ୍ … Read More

୩୬ ସାଧାରଣ ସମ୍ପାଦକଙ୍କୁ ଦାୟିତ୍ୱ ବାଣ୍ଟିଲା ବିଜେଡି

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଜେଡ଼ିରେ ୩୬ ସାଧାରଣ ସମ୍ପାଦକଙ୍କୁ ନିଯୁକ୍ତିି ମିଳିଛି । ସାଧାରଣ ସମ୍ପାଦକଙ୍କୁ ନିଯୁକ୍ତି ଦେବା ସହ ସ୍ୱତନ୍ତ୍ର ଦାୟିତ୍ୱ ଦେଇଛନ୍ତି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ନୂତନ ଭାବେ ଦିଆଯାଇଥିବା ଦାୟିତ୍ୱ … Read More

ସ୍ୱାଭିମାନ ଅଞ୍ଚଳରୁ ବିପୁଳ ବିସ୍ଫୋରକ ସହ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି, (ଓଡିଶା ଟାଇମ୍) : ଆନ୍ଧ୍ରପ୍ରଦେଶ ସୀମାନ୍ତବର୍ତ୍ତୀ ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳ ଗୁରସେତୁ ନିକଟରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଗୁରୁବାର ସକାଳେ ହୋଇଥିବା ଏହି ଏନକାଉଣ୍ଟରରେ ମାଓବାଦୀମାନେ ଯବାନଙ୍କୁ ସାମ୍ନା କରି ନ ପାରି ସେଠାରୁ … Read More

ପୁଲିସଠାରୁ ଲାଞ୍ଚ ନେଲା ପୁଲିସ, କନଷ୍ଟେବଳଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କନେଷ୍ଟବଳ। ପୋଲିସ ସେବା ଭବନରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଥିଲା । ସେଠାରେ ଜଣେ କନେଷ୍ଟବଳଙ୍କୁ ଲାଞ୍ଚ ନେଉଥିବା ବେଳେ ଗିରଫ କରିଛି ଭିଜିଲାନ୍ସ । ପ୍ରୋଭିଡେଣ୍ଟ ଫଣ୍ଡ କରେଇଦେବା ନାମରେ … Read More