ପୁଲିସଠାରୁ ଲାଞ୍ଚ ନେଲା ପୁଲିସ, କନଷ୍ଟେବଳଙ୍କୁ ବାନ୍ଧିଲା ଭିଜିଲାନ୍ସ
ଭୁବନେଶ୍ବର, (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କନେଷ୍ଟବଳ। ପୋଲିସ ସେବା ଭବନରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଥିଲା । ସେଠାରେ ଜଣେ କନେଷ୍ଟବଳଙ୍କୁ ଲାଞ୍ଚ ନେଉଥିବା ବେଳେ ଗିରଫ କରିଛି ଭିଜିଲାନ୍ସ । ପ୍ରୋଭିଡେଣ୍ଟ ଫଣ୍ଡ କରେଇଦେବା ନାମରେ … Read More











