ଆସନ୍ତାକାଲିଠୁ ବନ୍ଦ ରହିବ ରାଉରକେଲା ମୁଖ୍ୟ ଡାକ୍ତରଖାନାର ଓପିଡି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଉରକେଲା ସରକାରୀ ଡ଼ାକ୍ତରଖାନାର ଓପିଡ଼ି ଆସନ୍ତାକାଲି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଡ଼ାକ୍ତରଖାନାରେ ଜଣେ ରୋଗୀ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ହସ୍ପିଟାଲ କର୍ତୁପକ୍ଷଙ୍କ ତରଫରୁ ଆଜି ଏଭଳି ନିଷ୍ପତି ନିଆଯାଇଛି। … Read More

ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ଓଡ଼ିଶାରେ କରୋନା ଆକ୍ରାନ୍ତରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ସମସ୍ତ ୩ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ … Read More

ବିଗ ବି’ଙ୍କ ପରେ ପୁଅ ଅଭିଷେକ କରୋନା ଆକ୍ରାନ୍ତ; ସ୍ୱାସ୍ଥ୍ୟବସ୍ଥା ସ୍ଥିର

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ବଲିଉଡ ଶେହେନସା ଅମିତାଭ ବଚ୍ଚନଙ୍କ ପରେ ତାଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ ଦୁହେଁ ମୁମ୍ବାଇର ନାନାବତି ସୁପର ସ୍ପେଶାଲିଷ୍ଟ ହସ୍ପିଟାଲର ଆଇସୋଲେସନ୍ ୟୁନିଟରେ ଭର୍ତ୍ତି ହୋଇଛନ୍ତି । … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୯୫ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯୫ ଜଣ  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧୨୧ ରେ ପହଞ୍ଚିଛି । ଏହାସହ ମୋଟ ସଂଖ୍ୟା … Read More

ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ୨୮,୬୩୭ ଆକ୍ରାନ୍ତ, ୫୫୧ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୮,୪୯,୫୫୩ ଲକ୍ଷରୁ ଅଧିକ ଟପିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨, … Read More

ଅମିତାଭ ବଚ୍ଚନଙ୍କୁ କରୋନା, ମୁମ୍ବାଇ ସ୍ଥିତ ନାନାବତି ହସ୍ପିଟାଲକୁ କରାଗଲା ସ୍ଥାନାନ୍ତର

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସ୍ବାବ ନମୁନା ପରୀକ୍ଷାରେ କୋଭିଡ୍ ପଜିଟିଭ ବାହାରିବା ପରେ ତାଙ୍କୁ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅମିତାଭ ନିଜେ ଟୁଇଟ୍ … Read More

କୋଭିଡ-୧୯ ନିୟମ ଉଲ୍ଲଂଘନ ପାଇଁ ନାଏବ ସରପଂଚ ନିଲମ୍ବିତ

ଭୁବନେଶ୍ୱର,(ଓଡିଶା ଟାଇମ୍) : କୋଭିଡ-୧୯ ନିୟମ ଓ କଟକଣାର ଉଲ୍ଲଂଘନ ଘଟଣାରେ ନାଏବ ସରପଂଚ ନିଲମ୍ବିତ । ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍ ଜେ.ଡଙ୍ଗପଦର ପଞ୍ଚାୟତର ନାଏବ ସରପଂଚ କୃଷ୍ଣ ଚନ୍ଦ୍ର ଜେନାଙ୍କୁ ରାଜ୍ୟ ସରକାର ନିଲମ୍ବନ କରିଛନ୍ତି। ଏ ନେଇ … Read More

କମ୍ ସମୟରେ ଘରକୁ କରନ୍ତୁ ସଫା ସୁତୁରା

ଭୁବନେଶ୍ୱର, (ଓଡିଶା ଟାଇମ୍‌): ସମସ୍ତେ ନିଜ ଘରକୁ ସଫା ସୁତୁରା ରଖିବା ପାଇଁ ଚାହିଁଥାନ୍ତି । ହେଲେ ଦୈନନ୍ଦିନ ଜୀବନରେ ବେଳେ ସମୟର ଅଭାବ ଦେଖାଦେଥାଏ । ଯାହାଫଳରେ ଚାହିଁଲେ ବି ଘରକୁ ଠିକ୍ ଭାବେ ସଫା ସୁତୁରା କରିହୁଏ ନାହିଁ … Read More

ରାଜ୍ୟ ପାଇଁ ଖୁସି ଖବର, ଆଜି ୩୮୮ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳ​ରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୮୩୬୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। … Read More

ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲା , ଅଗଷ୍ଟ ୮ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ବର, (ଓଡିଶା ଟାଇମ୍) :ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶେଷ ହୋଇଛି । ବାରମ୍ବାର ବିଫଳ ହେବାରୁ ମହାନଦୀ ଜଳ ବିବାଦ ନେଇ ଇସ୍ୟୁ ଫ୍ରେମ କରିଛନ୍ତି ଟ୍ରିବ୍ୟୁନାଲ । ସବୁ ପକ୍ଷର ଦାବି ଶୁଣିବା ପରେ ୪୦ରୁ … Read More