କଟକ ସହରରୁ ଆଉ ୧୦ କରୋନା ପଜିଟିଭ୍‌ ଚିହ୍ନଟ

କଟକ, (ଓଡିଶା ଟାଇମ୍) : କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦ ଜଣଙ୍କ ମଧ୍ୟରୁ ୪ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୫ଜଣ ହୋମ୍ କ୍ୱାରେଣ୍ଟିନ୍‌ରୁ ଓ ଗୋଟିଏ ଲୋକାଲ କେସ୍ ରହିଛି। ତେବେ … Read More

ଭୁବନେଶ୍ବରରୁ ଆଉ ୩୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ୱରରୁ ଆଉ ୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୬ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୧୨ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଆହୁରି ମଧ୍ୟ ୬ଜଣ ଆରୋଗ୍ୟ ଲାଭ କରିଥିବା … Read More

ଭୁବନେଶ୍ବରରେ ସେରୋଲଜିକାଲ୍ ସର୍ଭେ ଆରମ୍ଭ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟର ବିଭିନ୍ନ ଜିଲ୍ଲା ସମେତ ରାଜଧାନରେରେ ମାଡିଚାଲିଛି କରୋନା ମହାମାରୀ । ଏହାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ମାନ ଗ୍ରହଣ କରାଯାଇଛି । ଏହାରି ମଧ୍ୟରେ ଭୁବନେଶ୍ୱରରେ ଆରମ୍ଭ ହୋଇଛି ସେରୋଲଜିକାଲ ପରୀକ୍ଷା … Read More

ଗଞ୍ଜାମ ଓ ଯାଜପୁର ଜିଲ୍ଲାର ଲୋକଙ୍କୁ ଅନୁଗୁଳ ମନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାକୁ ଲାଗିଛି। ଏହି କାରଣରୁ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ସୁନ୍ଦରଗଡ଼, କଟକ ଆଦି ଜିଲାରେ ବାହାର ଲୋକଙ୍କ ପ୍ରବେଶ ଉପରେ ଶନିବାର କଟକଣା ଜାରି କରାଯାଇଛି। … Read More

ସପେଟା ଖାଇବାର ଫାଇଦା ବିଷୟରେ ଜାଣିଲେ,ସପେଟା ଖାଇବାକୁ ବାଧ୍ୟ ହୋଇଯିବେ ଆପଣ

(ଓଡିଶା ଟାଇମ୍) :ଶୀତଦିନେ ଅଧିକ ପରିମାଣରେ ସପେଟା ମିଳିଥାଏ । ଏହି ଫଳ ମୁଖ୍ୟାତଃ ଜଙ୍ଗଲିଆ ଅଞ୍ଚଳରେ ଅଧିକ ପରିମାଣରେ ଦେଖାଯାଇଥାଏ । ଏହି ଫଳ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ । ଏଥିରେ ଭିଟାମିନ୍, ମିନେରାଲ୍ ଓ ଆଣ୍ଟିଅକ୍ସିଡାଣ୍ଟ ଭରପୁର … Read More

ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାରେ କରୋନା ଆକ୍ରାନ୍ତରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମରୁ ୨ଜଣ, ପୁରୀରୁ ଜଣେ, କଟକରୁ ଜଣେ ଓ ଭୁବନେଶ୍ୱରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭୦ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୫୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୫୨୬ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ … Read More

ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ୨୭,୧୧୪ ଆକ୍ରାନ୍ତ, ୫୧୯ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୮ ଲକ୍ଷରୁ ଅଧିକ ଟପିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨, … Read More

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍) : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଆଜି ସକାଳେ ଉତ୍ତର କଶ୍ମୀରର ‌ନୌଗାମ ସେକ୍ଟର୍‌ ଅନ୍ତର୍ଗତ ନିୟନ୍ତ୍ରଣ ରେଖା ନିକଟରେ ଦୁଇଜଣ ଆତଙ୍କବାଦୀ ନିପାତ ହୋଇଥିବା କଥା ଭାରତୀୟ ସେନା ଅଧିକାରୀମାନେ କହିଛନ୍ତି। ସେନାର ଜଣେ … Read More

ଆଜିଠୁ ପୁଣି ପୁରୀ ସେବାୟତଙ୍କର ହେବ କୋରୋନା ଟେଷ୍ଟ

ପୁରୀ, (ଓଡିଶା ଟାଇମ୍) :ରଥଯାତ୍ରାରେ ସାମିଲ୍ ଥିବା ୪ହଜାରରୁ ଅଧିକ ସେବାୟତଙ୍କ କୋଭିଡ୍ ଟେଷ୍ଟ କରାଯିବ। ଆଜିଠୁ ଆରମ୍ଭ ହୋଇଛି ସେବାୟତଙ୍କର କୋରୋନା ଟେଷ୍ଟ । ୧୪ ଯାଏ ରଥଯାତ୍ରାରେ ନିୟୋଜିତ ହୋଇଥିବା ସମସ୍ତ ସେବାୟତଙ୍କର ଟେଷ୍ଟ ହେବ । ଏହା … Read More