ମାଲକାନଗିରି ଜିଲ୍ଲାକୁ ୧୩ ଜିଲ୍ଲାର ଲୋକଙ୍କ ପ୍ରବେଶ ମନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ଯା ବଢିବାରେ ଲାଗିଛି। ଏନେଇ ସବୁ ଜିଲ୍ଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ଗ୍ରହଣ କରାଯାଉଛି। ଏହାରି ମଧ୍ୟରେ  ମାଲକାନଗିରି ଜିଲ୍ଲାରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ … Read More

ଆଦିତ୍ୟ ଦାସ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି

ଭୁବନେଶ୍ବର, (ଓଡିଶା ଟାଇମ୍) :ସମାଜସେବୀ ତଥା ପିପୁଲ ଫର ସେବା’ର  ମୁଖ୍ୟ ଆଦିତ୍ୟ ଦାଶଙ୍କ ରେଳଧାରଣାରୁ ମୃତଦେହ ମିଳିବା ଘଟଣାରେ ସସ୍‌ପେନ୍ସ ବଢ଼ିଚାଲିଛି। ଗୋଟିଏ ପରେ ଗୋଟିଏ ତଥ୍ୟ ସାମ୍ନାକୁ ଆସୁଛି । ତେବେ ସେପଟେ ମାମଲାର ମୋଡ଼ ବଦଳାଇଛି ଜିଆର୍‌ପି … Read More

ରିଲିଜ ପରେ ଧମାଲ କରୁଛି ସୁଶାନ୍ତଙ୍କ ଶେଷ ଫିଲ୍ମ ଗୀତ

ନୂଆଦିଲ୍ଲୀ: ବଲିଉଡ ଅଭିନେତା ତଥା ସ୍ୱର୍ଗତଃ ସୁଶାନ୍ତ ସିଂହ ରାଜପୁତଙ୍କ ଶେଷ ଫିଲ୍ମ ‘ଦିଲ୍ ବେଚାରା’ର ଟାଇଟଲ୍ ଟ୍ରାକ୍ ରିଲିଜ ହୋଇଯାଇଛି । ଯେଉଁଥିରେ ସୁଶାନ୍ତଙ୍କ ସହ ସଞ୍ଜନା ସାଘିଂ ଡ୍ୟାନ୍ସ କରୁଥିବା ନଜର ଆସୁଛି । ଦୁହିଁଙ୍କ ଯୋଡିକୁ ଦର୍ଶକମାନେ … Read More

ଆଖି ସମସ୍ୟାରୁ ଉପଶମ ଦିଏ ଅଁଳା

ଭୁବନେଶ୍ୱର,(ଓଡିଶା ଟାଇମ୍‌): ସୁସ୍ଥ ଓ ସବଳ ରହିବା ପାଇଁ ସମସ୍ତେ ଭଲ ପାଇଥାନ୍ତି । ହେଲେ ବ୍ୟସ୍ତବହୁଳ ଜୀବନରେ ବେଳେ ଠିକ୍ ଭାବେ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେଇ ହୋଇନଥାଏ । ଏହାଛଡା ଋତୁ ପରିବର୍ତ୍ତନ ସହ ଅନ୍ୟାନ୍ୟ କାରଣରୁ ମଧ୍ୟ … Read More

ରାଜ୍ୟ ପାଇଁ ଖୁସି ଖବର, ରେକର୍ଡ଼ ସଂଖ୍ୟକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରୁ ରେକର୍ଡ ସଂଖ୍ୟକ ୫୬୫  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୭୯୭୨କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ … Read More

୨୦୧୫ ଓ ୨୦୧୬ ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା

ଭୁବନେଶ୍ଵର,(ଓଡିଶା ଟାଇମ୍) : ୨୦୧୫ ଓ ୨୦୧୬  ବର୍ଷ ପାଇଁ ଘୋଷଣା ହୋଇଛି ରାଜ୍ୟ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର। ୯ଟି ବିଭାଗରେ ଏହି ସମ୍ମାନ ଜନକ ପୁରସ୍କାର ପାଇଁ ଲେଖକମାନଙ୍କ ନାମକୁ ଘୋଷଣା କରାଯାଇଛି। ତେବେ ବରିଷ୍ଠ ଲେଖକ ଦେବଦାସ … Read More

ଭୁବନେଶ୍ୱରରୁ ଆଜି ଆଉ ୪୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି । ଆଜି ରାଜ୍ୟରେ ୭୫୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । … Read More

ଜାଣି ନିଅନ୍ତୁ କଞ୍ଚା କଦଳୀ ଓ ପାଚିଲା କଦଳୀ ଖାଇଲେ କଣ ମିଳିବ ଫାଇଦା

(ଓଡିଶାଟାଇମ୍):ଭିଟାମିନ,ପ୍ରୋଟିନ୍‌,ପୋଟାସିୟମ,ଫାଇବର,ଫଲିକ୍‌ ଏସିଡ଼୍‍ ଏବଂ ଅନ୍ୟ ପୋଷକ ତତ୍ତ୍ୱରେ ଭରପୂର ଥିବା କଦଳୀ ସବୁ ରୁତୁରେ ଖୁବ୍‌ ସହଜରେ ମିଳି ଯାଇଥାଏ । କିନ୍ତୁ ଆପଣ ଜାଣିଛନ୍ତି କି ପ୍ରତିଦିନ ଗୋଟିଏ ପାଚିଲା କଦଳୀ ଖାଇବା ଦ୍ୱାରା ଶରୀରର ଅନେକ ସମସ୍ୟା ଦୂର … Read More

ମାଓପ୍ରବଣ ଜିଲା ତାଲିକାରୁ ବାଦ ପଡ଼ିଲା ୫ ଜିଲା

ଭୁବନେଶ୍ବର, (ଓଡିଶା ଟାଇମ୍) : ନକ୍ସଲ ପ୍ରଭାବିତ ସୁରକ୍ଷା ସଂପର୍କିତ ଖର୍ଚ୍ଚ (ଏସଆରଇ) ଜିଲ୍ଲା ତାଲିକାରୁ ୫ଟି ଜିଲ୍ଲା ବାଦ୍ ପଡ଼ିଥିବା ନେଇ ରାଜ୍ୟ ପୁଲିସ ମହାନିର୍ଦେଶକ ଅଭୟ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। ଏହାକୁ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଥିବା … Read More

ଓଡ଼ିଶା ବିଧାନସଭା ସଟ୍‌ଡାଉନ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଦିନକ ପାଇଁ ଓଡ଼ିଶା ବିଧାନସଭା ସଟ୍‌ଡାଉନ୍‌ ଘୋଷଣା ହୋଇଛି। ବିଧାନସଭାର ଜଣେ କର୍ମଚାରୀଙ୍କ ସଂପର୍କୀୟ ପଜିଟିଭ ଚିହ୍ନଟ ପରେ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ସଟ୍‌ଡାଉନ୍‌ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା … Read More