୨ ଦିନ ସଟଡାଉନ ହେଲା ବୁର୍ଲା

ସମ୍ବଲପୁର, (ଓଡିଶା ଟାଇମ୍) : ସମ୍ବଲପୁର ଜିଲାରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ବୁର୍ଲାର ୩ ରୁ ୭ ନମ୍ବର ୱାର୍ଡକୁ ଦୁଇ ଦିନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସଟଡାଉନ କରାଯାଇଛି ।  … Read More

ସାଲେପୁର ବିଧାୟକ କରୋନାରେ ଆକ୍ରାନ୍ତ

କଟକ, (ଓଡିଶା ଟାଇମ୍) : କଟକ ଜିଲ୍ଲାର ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଏବେ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ ପିଏସଓ ଡ୍ରାଇଭର୍  ମଧ୍ୟ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ବିଧାୟକ ଶ୍ରୀ ବେହେରା କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା … Read More

ବ୍ରହ୍ମପୁର ଏମକେସିଜି ମେଡିକାଲର OPD ବନ୍ଦ

ବ୍ରହ୍ମପୁର, (ଓଡିଶା ଟାଇମ୍) : ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କଟକ ଓ ଭୁବନେଶ୍ୱରରୁ ଯେପରି ଭାବେ ମେଡିକାଲରୁ ସଂକ୍ରମିତ ଚିହ୍ନଟ ହୋଇଥିଲା ତାହାକୁ ଦୃଷ୍ଟିରେ ବ୍ରହ୍ମପୁର ଏମକେସିଜି ମେଡିକାଲର OPD ବନ୍ଦ କରାଯାଇଛି … Read More

ରାଜ୍ୟରେ ଆଜି ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୬ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋରେ ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି । ମୃତ୍ୟୁ ହୋଇଥିବା ୬ଜଣଙ୍କ ମଧ୍ୟରୁ ଗଞ୍ଜାମରେ ୩, … Read More

ରାଜ୍ୟରେ ଆଉ ୫୨୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୭ ଜଣ  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୨୪ ରେ ପହଞ୍ଚିଛି । ଏ ନେଇ ରାଜ୍ୟ … Read More

କ୍ୟାପିଟାଲ ହସ୍ପିଟାଲର ଆଉ ୨ କର୍ମଚାରୀଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : କ୍ୟାପିଟାଲ ହସ୍ପିଟାଲରେ କରୋନା ସଂକ୍ରମିତ ବଢ଼ିଛି । ପୂର୍ବରୁ ହସ୍ପିଟାଲର ୫ଜଣ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିବା ବେଳେ  ଆଉ ଦୁଇ ଷ୍ଟାଫନର୍ସ ସଂକ୍ରମିତ ହୋଇଛନ୍ତି । ଏ ନେଇ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଛି … Read More

ଭାରତରେ କରୋନା: ୨୪ ଘଣ୍ଟାରେ ୨୨,୭୫୨ ନୂଆ ଆକ୍ରାନ୍ତ, ୪୮୨ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୭ ଲକ୍ଷରୁ ଅଧିକ ଟପିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦, … Read More

ଖୋର୍ଦ୍ଧା-ଗଞ୍ଜାମ ସୀମା ସିଲ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ସିଲ୍‌ ହେଲା ଗଞ୍ଜାମ-ଖୋର୍ଦ୍ଧା ବର୍ଡର। ଏହାସହ କାହାକୁ ଭୁବନେଶ୍ୱର ଯିବା ପାଇଁ ଅନୁମତି ମିଳିବ ନାହିଁ ବୋଲି ଟ୍ୱିଟ୍‌ କରି ଗଞ୍ଜାମ ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ … Read More

ନେପାଳର ନୂତନ ମାନଚିତ୍ରକୁ ବିରୋଧ କରି ଦଳରୁ ବହିଷ୍କୃତ ହେଲେ ସାଂସଦ

କାଠମାଣ୍ଡୁ, (ଓଡିଶା ଟାଇମ୍) :ଭାରତ ସପକ୍ଷରେ ମୁହଁ ଖୋଲିଥିବା ନେପାଳି ସାଂସଦ ସରିତା ଗିରିଙ୍କୁ ନେପାଳର ଜନତା ସମାଜବାଦୀ ପାର୍ଟି(JSP) ଦଳରୁ ବହିଷ୍କାର  କରିଛି। ଏହା ସହିତ ସରିତା ଗିରିଙ୍କୁ ସଂସଦ ସଦସ୍ୟତା ମଧ୍ୟ ହରାଇବାକୁ ପଡିଛି। ମାନଚିତ୍ର ବିବାଦରେ ସରିତା … Read More

କୋଭିଡ୍‌-୧୯ ନିୟମ ଉଲଙ୍ଘନ: ୨୪ ଘଣ୍ଟାରେ ୯ ମାମଲା, ୩୦ ଗିରଫ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୯ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୬ଟି ମାମଲା ଲକ୍‌ ଡାଉନ୍‌ ସମ୍ପର୍କିତ ହୋଇଥିବାବେଳେ ୨ଟି … Read More