ଗଞ୍ଜାମ ପରେ ଯାଜପୁରରେ କରୋନା ସଂକ୍ରମଣ ଚିନ୍ତା, ସରକାରୀ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କୁ ମନା
ଭୁବନେଶ୍ବର, (ଓଡିଶା ଟାଇମ୍) : ଗଞ୍ଜାମ ପରେ ଯାଜପୁର ଜିଲ୍ଲାରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍ ଯିବାକୁ ବାରଣ କରାଯାଇଛି। ୮ ତାରିଖ ମଧ୍ୟରାତ୍ର ଯାଏ ସାଧାରଣ ଲୋକଙ୍କୁ ସରକାରୀ ଅଫିସ୍ ଯିବାକୁ ବାରଣ କରିଛନ୍ତି ଯାଜପୁର ଜିଲ୍ଲାପାଳ। ୪୮ ଘଣ୍ଟା ମଧ୍ୟରେ ଯାଜପୁରରେ … Read More











