କଣ୍ଟେନ୍ମେଣ୍ଟ୍ ଜୋନ୍ ଭାବେ ଘୋଷଣା ହେଲା ଡୁମୁଡୁମା ସୁବାସ ନଗର ବସ୍ତି
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଭୁବନେଶ୍ୱରର ଡୁମଡୁମା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ସୁବାସ ନଗର ବସ୍ତିରୁ ଏକାଧିକ ଆକ୍ରାନ୍ତ … Read More











