ନୟାଗଡରେ ଠାବ ୫୦୦ ବର୍ଷ ତଳ ମନ୍ଦିରର ପୁନଃଉଦ୍ଧାର ଏବଂ ସ୍ଥାନାନ୍ତରଣ ପାଇଁ ପତ୍ର ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ମହାନଦୀ ଗର୍ଭରେ ୫ଶହ ବର୍ଷର ତଳର ଗୋପୀନାଥ ମନ୍ଦିର ଠାବ ପରେ ତତ୍ପରତା । କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମନ୍ଦିରର ପୁନଃଉଦ୍ଧାର ଏବଂ ସ୍ଥାନାନ୍ତରଣ ପାଇଁ ଚିଠି … Read More

ବଣାଇ ବିଧାୟକ ଅଙ୍ଗରକ୍ଷୀଙ୍କ ଆତ୍ମହତ୍ୟା !

ଭୁବନେଶ୍ବର, (ଓଡିଶା ଟାଇମ୍) : ବଣାଇ ବିଧାୟକଙ୍କ ପିଏସ୍‌ଓଙ୍କ ମୃତଦେହ ଉଦ୍ଧାର ହୋଇଛି । ଘର ଭିତରୁ ମୃତଦେହ ଉଦ୍ଧାର ହୋଇଛି । ନିଜ ସର୍ଭିସ୍‌ ରିଭଲଭରରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ବଣାଇ ବିଧାୟକ … Read More

ରାଜ୍ୟରେ ପୁଣି ଚିହ୍ନଟ ହେଲେ ୧୭୪ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୭୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୧୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ … Read More

ଭାରତରେ ୧୨ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୧୨ ହଜାର ଅତିକ୍ରମ କରିଛି। ଗତ ମଙ୍ଗଳବାର ଗୋଟିଏ ଦିନରେ ୨୦୦୩ ରୋଗୀଙ୍କ ମୃତ୍ୟୁ ଘଟିବା ପରେ … Read More

ଗଞ୍ଜାମରେ ପୁଣି ୫୬ କୋଭିଡ଼ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଞ୍ଜାମ ଜିଲ୍ଲାରେ ପୁଣି ୫୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏନେଇ  ଗଞାମ ଜିଲ୍ଲାପାଳ ଙ୍କ ଟ୍ୱିଟ୍‌ ମାଧ୍ୟମରେ ସୂଚନା ଦେଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟି  ଆକ୍ରାନ୍ତଙ୍କ ସଂଖ୍ୟା ୭୫୫ରେ ପହଞ୍ଚିଛି … Read More

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଲୱାନ ସୀମାରେ ସହିଦ ହୋଇଥିବା ଦୁଇ ଓଡ଼ିଆଙ୍କ ଶୋକସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଦୁଇ ସହିଦଙ୍କ ପରିବାରକୁ ୨୫ଲକ୍ଷ ଟଙ୍କାର ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ … Read More

ଭୁବନେଶ୍ବରରେ ପୁଣି ୧୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ବରରେ ପୁଣି ୧୭ କରୋନା ସଂକ୍ରମିତ ଚିହ୍ନଟ। ଏହା ପୂର୍ବରୁ ରାଜ୍ୟରେ ଆଜି ୧୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୫୫ରେ ପହଞ୍ଚିଛି । … Read More

ଆଜି ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ  ଆଜି ୭୩ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୩୦୪୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ କନ୍ଧମାଳର ୧୪ … Read More

ପ୍ରତି ପଞ୍ଚାୟତରେ ମିଳିବ କୋଭିଡ଼ କେୟାର ହୋମ୍ ସୁବିଧା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,  (ଓଡିଶା ଟାଇମ୍) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ତେଣୁ କୋଭିଡ଼ ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଘୋଷଣା କରିଛନ୍ତି । ପ୍ରତି ପଞ୍ଚାୟତରେ କୋଭିଡ଼ କେୟାର … Read More

ଭାରତ-ଚୀନ୍ ସୀମାନ୍ତ ସଂଘର୍ଷରେ ସହିଦ ସୈନିକମାନଙ୍କ ନାମ ପ୍ରକାଶ କଲା ସେନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତ-ଚୀନ ସୀମାର ଏଲଏସିରେ ଶହୀଦ ହୋଇଥିବା ୨୦ ଭାରତୀୟ ଯବାନଙ୍କ ନାମ ଜାରି କରିଛନ୍ତି ସରକାର। ସେମାନଙ୍କ ମଧ୍ୟରେ ସେନାର ଜଣେ ଅଧିକାରୀ ଥିବାବେଳେ ଅନ୍ୟ ୧୯ ଜଣ ଯବାନ ରହିଛନ୍ତି। ସହିଦଙ୍କ ମଧ୍ୟରେ ୨ … Read More