ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କଠାରେ କରୋନା ଲକ୍ଷଣ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିଲ୍ଲୀର ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ୱାସ୍ଥ୍ୟବସ୍ଥା ବିଡିଗିଯାଇଛି । ଭୀଷଣ ଜ୍ୱର ଓ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେଉଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ରାଜୀବ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । … Read More

ଆସୁଛି ଆଉ ଏକ ଲଘୁଚାପ : ଆଜି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୮ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର … Read More

ଆଜିଠୁ ଘରକୁ ଘର କରୋନା ଖୋଜା ଅଭିଯାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଗ୍ରାମାଞ୍ଚଳରେ ଘରକୁ ଘର ଏବଂ ସହରାଞ୍ଚଳରେ ବସ୍ତିର ପ୍ରତି ଘରେ କରୋନା ଲକ୍ଷଣଧାରୀଙ୍କୁ ଖୋଜାଯିବ ବୋଲି ଏନଏଚଏମ ନିର୍ଦେଶିକା ଶାଳିନୀ ପଣ୍ଡିତ କହିଛନ୍ତି। ସୋମବାର ଗୀତଗୋବିନ୍ଦ ସଦନଠାରେ ଆୟୋଜିତ ସାମ୍ବାଦିକ … Read More

କୋଭିଡ୍‌ ଟୀକା ପରୀକ୍ଷା ପାଇଁ ଶରୀର ଉତ୍ସର୍ଗ କରିବାକୁ ଚାହୁଁଛନ୍ତି ଯୁବକ

କେନ୍ଦ୍ରାପଡ଼ା, (ଓଡ଼ିଶା ଟାଇମ୍‌) :କରୋନା ପାଇଁ ସମଗ୍ର ପୃଥିବୀ ଆତଙ୍କିତ ହୋଇ ପଡ଼ିଛି । କରୋନାରେ ଲକ୍ଷ ଲକ୍ଷ ଲୋକ ବି ପ୍ରାଣ ହରାଇ ସାରିଳେଣି । କରୋନାରୁ ମୁକ୍ତି ପାଇବା ପାଇଁ ଭାରତ ସମେତ ପୃଥିବୀର ଅନେକ ଦେଶ କରୋନା … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୦୮ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୦୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ … Read More

ଉପକୂଳରେ ଘୂଣ୍ଣି ଝଡ଼ର ତାଣ୍ଡବ: ଉଡ଼ାଇନେଲା ଚାଳ ଛପର, ଚୂନା କଲା ଆଜବେଷ୍ଟସ

କେନ୍ଦ୍ରାପଡ଼ା (ଓଡ଼ିଶା ଟାଇମ୍‌): କେନ୍ଦ୍ରାପଡ଼ା ଜିଲ୍ଲାର ସମୁଦ୍ର ଉପକୂଳରେ ଆଜି ମଧ୍ୟାହ୍ଣରେ ଘୂର୍ଣ୍ଣିଝଡ଼ ତାଣ୍ଡବ ସଷ୍ଟିୃ କରି ଘର ଦ୍ୱାର ଭାଙ୍ଗି ଦେଇଛି। ଘୂର୍ଣ୍ଣିଝଡ଼ ଚାଳ ଘରର ଛପର ଉଡ଼ାଇ ନେଇଛି, ଆଜବେଷ୍ଟସ ଘରର ଆଜବେଷ୍ଟସକୁ ଉଡ଼ାଇ ନେଇ ଖଣ୍ଡେ ଦୂରରେ … Read More

ଜୁନ୍‌୧୬ ରାଶିଫଳ: ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶି, କେମିତି କଟିବ ଦିନ

ମେଷ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ । ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡିବ । ଧନଲାଭ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ । ଚାଷୀ- … Read More

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ଏନ୍‌କାଉଣ୍ଟରରେ ଟଳିଲେ ୩ ଆତଙ୍କବାଦୀ

ଜାମ୍ମୁ କାଶ୍ମୀର, (ଓଡିଶା ଟାଇମ୍) : ଜାମ୍ମୁ କାଶ୍ମୀରର ଶୋପିଆନ୍‌ ଜିଲ୍ଲାର ତୁରକାଭାନଗାମ୍ ଅଞ୍ଚଳରେ ଏନକାଉଣ୍ଟରରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୁରକ୍ଷାକର୍ମୀ ପ୍ରଥମେ ଆତଙ୍କବାଦୀଙ୍କୁ ନିଜ ଜାଲରେ ଫଶାଇ ଦେବା ପରେ ଏନକାଉଣ୍ଟର କରିଥିଲେ । ଆତଙ୍କବାଦୀମାନେ … Read More

ପଞ୍ଚଭୂତରେ ଲୀନ ହେଲେ ଅଭିନେତା ସୁଶାନ୍ତ ସିଂ ରାଜପୁତ

ମୁମ୍ବାଇ , (ଓଡିଶା ଟାଇମ୍) : ପଞ୍ଚଭୂତରେ ଲୀନ ହୋଇଛି ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପାର୍ଥିବ ଶରୀର। ମୁମ୍ବାଇ ଭିଲେପାର୍ଲେସ୍ଥିତ ଶ୍ମଶାନଘାଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। କରୋନା ପାଇଁ କଟକଣା ରହିଥିଲେ ମଧ୍ୟ ଅନେକ ବଲିଉଡ୍ କଳକାର … Read More

ଆସନ୍ତାକାଲିଠାରୁ ରାଜ୍ୟବ୍ୟାପୀ ଆରମ୍ଭ ହେବ କରୋନା ଚିହ୍ନଟ ଅଭିଯାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । କରୋନା ନେଇ ଅପଡ଼େଟ ଦେଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଅଧିକ ନମୂନା ପରୀକ୍ଷା ଉପରେ ଜୋର ଦିଆଯାଉଛି । ଏବେ ୧୦ଟି … Read More