ଆଜିଠାରୁ ମୁଖ୍ୟମନ୍ତ୍ରୀମାନଙ୍କ ସହ ପୁଣି ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ କରୋନା ମୁକାବିଲା, ଲକ୍ଡାଉନ୍ ସ୍ଥିତି ଓ ଆର୍ଥିକ ଗତିବିଧି ତ୍ବରାନ୍ବିତ କରିବା ପ୍ରସଙ୍ଗ … Read More











