୨୯ ସିଆରପିଏଫ ଯବାନ କରୋନା ସଂକ୍ରମିତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ତେବେ କେନ୍ଦ୍ରୀୟ ରିଜର୍ଭ ପୁଲିସ ଫୋର୍ସ(ସିଆରପିଏଫ) ଯବାନମାନଙ୍କ ମଧ୍ୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି । ସିଆରପିଏଫର ପୁଣି ୨୯ ଯବାନ କରୋନା … Read More

ରଥଯାତ୍ରା ବନ୍ଦ କରିବା ନେଇ ସୁପ୍ରିମକୋର୍ଟରେ ପହଁଞ୍ଚିଲା ମାମଲା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ରଥଯାତ୍ରା ବନ୍ଦ କରିବା ପାଇଁ ସୁପ୍ରିମକୋର୍ଟରେ ମାମଲା । ବର୍ତ୍ତମାନର ଆପାତକାଳୀନ ସ୍ଥିତିରେ ରଥଯାତ୍ରା କରାଇବା ଉଚିତ ହେବ ନାହିଁ, ତେଣୁ ନ୍ୟାୟାଳୟ ଏଥିରେ ହସ୍ତକ୍ଷେପ କରନ୍ତୁ । ଏଭଳି ଆବେଦନ କରି ସର୍ବୋଚ୍ଚ ନ୍ୟାୟାଳୟଙ୍କ … Read More

ଆଇପିଏସ୍‌ ଅମିତାଭଙ୍କ ଘନିଷ୍ଠ ଥିଲେ ସୁଶାନ୍ତ ସିଂହ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ଖବର ସମସ୍ତଙ୍କୁ ଚକିତ କରିଛି। ବଲିଉଡର ଜଣେ ଲୋକପ୍ରିୟ କଳାକାର ଭାବେ ଜଣାଶୁଣା ଅଭିନେତା ସୁଶାନ୍ତ ସିଂ ରାଜପୁତ ଗତକାଲି ମୁମ୍ବାଇରେ ଥିବା ନିଜ ଘରେ ଫାଶୀ … Read More

ଆସିଲା ସୁଶାନ୍ତ ସିଂଙ୍କ ପୋଷ୍ଟମୋର୍ଟମ ରିପୋର୍ଟ, ଜାଣନ୍ତୁ କ’ଣ କହିଲେ ଡାକ୍ତର

ମୁମ୍ବାଇ, (ଓଡିଶା ଟାଇମ୍) : ଗତକାଲି ୩୪ ବର୍ଷୀୟ ସୁଶାନ୍ତ ସିଂ ରାଜପୁତ ବାନ୍ଦ୍ରା ସ୍ଥିତ ନିଜ ଫ୍ଲାଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ । କୁହାଯାଉଛି ଯେ ସୁଶାନ୍ତ ସିଂ ଗତ ୬ ମାସ ଧରି ଡିପ୍ରେସନରେ ଥିଲେ । … Read More

ପାକିସ୍ତାନରୁ ୨ ଭାରତୀୟ ଦୂତବାସ ଅଧିକାରୀ ନିଖୋଜ

ପାକିସ୍ତାନ, (ଓଡିଶା ଟାଇମ୍) : ପାକିସ୍ତାନରେ ଭାରତୀୟ ଉଚ୍ଚ ଆୟୋଗ ସହ ଜଡିତ ଦୁଇ ଅଧିକାରୀ ନିଖୋଜ ଥିବା ଖବର ସାମ୍ନାକୁ ଆସିଛି l ୨ ଭାରତୀୟ ଅଧିକାରୀ ଗତ ଦୁଇ ଘଣ୍ଟା ହେଲା ନିଖୋଜ ଥିବା କୁହାଯାଉଛି l ଭାରତୀୟ … Read More

ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ରଥଯାତ୍ରା ପାଳନ ହେଉ:ଶଙ୍କରାଚାର୍ଯ୍ୟ

ଭୁବନେଶ୍ବର , (ଓଡିଶା ଟାଇମ୍) : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ରଥଯାତ୍ରା ପାଳନ ହେବା ଆବଶ୍ୟକ। ଟିଭି ମାଧ୍ୟମରେ ଭକ୍ତ ରଥଯାତ୍ରା ଦେଖିବାର ମଧ୍ୟ ସୁଯୋଗ ରହିଛି ବୋଲି ଜଗତଗୁରୁ ଶଙ୍କରାଚାର୍ଯ୍ୟ କହିଛନ୍ତି। ନିର୍ଣ୍ଣାୟକ ମତ ଦେଇ … Read More

୨୪ ଘଣ୍ଟାରେ ୩୨୫ ଜଣଙ୍କ ଜୀବନ ନେଲା କରୋନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ମହାମାରୀ କରୋନା ଭାଇରସ ଥମିବାର ନାଁ ଧରୁନି । ଦିନକୁ ଦିନ ଏହା ଦ୍ରୁତଗତିରେ ମାଡ଼ିବାରେ ଲାଗିଛି । ବିଶ୍ବର କ୍ଷତିଗ୍ରସ୍ତ ଦେଶଗୁଡ଼ିକର ତାଲିକାର ୪ନଂରେ ଥିବା ଭାରତରେ ପୁଣିଥରେ ଗୋଟିଏ ଦିନରେ ୧୧ … Read More

ସାରା ରାଜ୍ୟରେ ମୌସୁମୀ ସକ୍ରିୟ : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ଵର, (ଓଡିଶା ଟାଇମ୍) : ସାରା ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଆଜି ଅନୁଗୁଳ, କଟକ,ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ଜଗତସିଂହପୁର … Read More

ବଢିଲା ସ୍ୱତନ୍ତ୍ର ଓଜେଇଇ ଅନଲାଇନ୍ ଆବେଦନ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଟେକ୍ ଛାତ୍ରଛାତ୍ରୀ ଙ୍କ ପାଇଁ ସ୍ବତନ୍ତ୍ର OJEEର ଆବେଦନ ତାରିଖ ବଢ଼ିଲା । ୩୦ ଜୁନ୍ ପର୍ଯ୍ୟନ୍ତ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଏଥିସହିତ ଆସନ୍ତା ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ଅନ୍‌ଲାଇନ୍ ଫି ଦାଖଲ … Read More

ଆଜି ହେବ ସୁଶାନ୍ତ ସିଂହଙ୍କ ଅନ୍ତିମ ସଂସ୍କାର : ଫରେନସିକ ଟେଷ୍ଟ ପାଇଁ ପଠାଯାଇଛି ଅର୍ଗାନ

ମୁମ୍ବାଇ, (ଓଡିଶା ଟାଇମ୍) : ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା କରି ସମସ୍ତଙ୍କୁ ହତବାକ୍ କରି ଦେଇଛନ୍ତି। ସୁଶାନ୍ତଙ୍କ ଦେହାନ୍ତରେ ତାଙ୍କୁ ଜାଣିଥିବା ଏବଂ ଚିହ୍ନିଥିବା ବ୍ୟକ୍ତି ସମସ୍ତେ ଦୁଃଖିତ ଅଛନ୍ତି। ବଲିଉଡଠୁ ନେଇ କ୍ରୀଡା ଏବଂ ରାଜନୀତି ଜଗତରେ … Read More