ବିରୋଧୀଙ୍କ ଘଣ୍ଟ ଶବ୍ଦରେ କମ୍ପିଲା ବିଧାନସଭା, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
ଭୁବନେଶ୍ବର, (ଓଡିଶା ଟାଇମ୍): ବିଧାନସଭା ଶୀତ ଅଧିବେଶନର ଷଷ୍ଠ ଦିନରେ ମଧ୍ୟ ଚାଲିପାରୁନି ବିଧାନସଭା । ଗୃହ କାର୍ଯ୍ୟ ଆରମ୍ଭରୁ ଗୃହ ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଛନ୍ତି ବିରୋଧୀ । ପ୍ଲାକାର୍ଡ ଧରି ଗୃହ ମଧ୍ୟ ଭାଗରେ ବିରୋଧୀ ହଟ୍ଟଗୋଳ … Read More











