ସୁସ୍ଥ ହେଲେ ଆଉ ୧୧୨ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

ଭୁବନେଶ୍ଵର, (ଓଡିଶା ଟାଇମ୍) : ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିଲେ ମଧ୍ୟ ବହୁ ସଂଖ୍ୟାରେ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି । ଶନିବାର ରାଜ୍ୟରେ ଆଉ ୧୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସୁସ୍ଥ … Read More

ସୋମବାରଠାରୁ ବିଦ୍ୟାଳୟରେ ନାମ ଲେଖାଇପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଗତ ବର୍ଷ ଯେଉଁ ସବୁ ସ୍କୁଲରେ ଆଡମିଶନ୍ ହୋଇଥୁଲା , ଚଳିତ ବର୍ଷ ବି ସେହି ସବୁ ସ୍କୁଲରେ ଆଡମିଶନ୍ କରାଯିବ । ଆସନ୍ତା ସୋମବାରଠାରୁ ଜୁଲାଇ ୧୫ ଯାଏ ଏହି ନାମଲେଖା ପ୍ରକ୍ରିୟା ଚାଲିବ … Read More

କରୋନା ଆକ୍ରାନ୍ତ ଦାଉଦର୍‌ ମୃତ୍ୟୁକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ମୋଷ୍ଟ ୱାଣ୍ଟେଡ୍ ଡନ୍‌ ଦାଉଦ ଇବ୍ରାହିମର କରୋନା ଭାଇରସ୍ ସଂକ୍ରମଣରେ ମୃତ୍ୟୁ ହୋଇଛି। ଭାରତ ଓ ପାକିସ୍ତାନ ସୋସିଆଲ ମିଡିଆରେ ଏବେ ଦାଉଦର ମୃତ୍ୟୁ ଖବର ଭାଇରଲ ହେଉଥିଲେ ହେଁ ଏ ନେଇ ସ୍ପଷ୍ଟ ଖବର … Read More

ଜେଲ୍ ଭିତରେ ଚାଲିଛି ଧଳା ଜହରର କାରବାର

ଭୁବନେଶ୍ବର, (ଓଡିଶା ଟାଇମ୍) : ଜେଲ୍ ଭିତରେ ଚାଲିଛି ବ୍ରାଉନସୁଗାର ବେପାର । ପୁଡିଆ ବନ୍ଧା ଚାଲିଛି । ଫୋନରେ କାରବାର ଚାଲିଛି । ଆଉ ଏସବୁ କାରବାର ଚଳାଇଛନ୍ତି ବ୍ରାଉନସୁଗାର ମାଫିଆ । ଜେଲ୍ ର ସେଲ୍ ଭିତରେ ଏସବୁ … Read More

ଐତିହାସିକ ଦେବସ୍ନାନ ଯାତ୍ରା

ଏର୍ଷର ରଥଯାତ୍ରା  ଚିର  ସ୍ମରଣୀୟ ହେବ. ଜଗନ୍ନାଥଙ୍କ ରୀତି- ନୀତି ପାଳନ, ଭକ୍ତ ବିହୁନେ ରଥଯାତ୍ରା, କୋଭିଡ୍‌ ଆତଙ୍କ ପ୍ରଭୃତି  ଗୋଟିଏ ଗୋଟିଏ ପୃଷ୍ଠଭୂମି ସାଜି ଇତିହାସ ପୃଷ୍ଠାଗୁଡ଼ିକୁ ମଣ୍ଡନ କରିବେ। ଆଉ ସେଥିରେ ବିଶେଷ ଗୁରୁତ୍ଵପୂଣ୍ଣ ଅଧ୍ୟାୟ ହେବ ଏହାର … Read More

ମହାସ୍ନାନ ପରେ ଅଣସରକୁ ଗଲେ ଶ୍ରୀଜିଉ

ଭୁବନେଶ୍ବର, (ଓଡିଶା ଟାଇମ୍) : ସ୍ନାନମଣ୍ଡପରେ ୧୦୮ଗଡୁ ଜଳରେ ସ୍ନାନ ଯୋଗୁଁ ଅସୁସ୍ଥ ହୋଇପଡିଛନ୍ତି ଶ୍ରୀଜିଉ । ଶ୍ରୀମନ୍ଦିର ଅଣସରଘରେ ପ୍ରଭୁଙ୍କ ଗୁପ୍ତସେବା ଆରମ୍ଭ ହୋଇଛି । ଏଥିପାଇଁ ଆଜିଠାରୁ ପଟିଦିଅଁଙ୍କୁ ପୂଜା କରାଯିବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ନାରାୟଣ, … Read More

ସଟ୍‌ଡାଉନ୍‌ ପାଇଁ ୧୧ ଜିଲ୍ଲାରେ ମାଟ୍ରିକ୍‌ ଖାତାଦେଖା ବନ୍ଦ

ଭୁବନେଶ୍ବର, (ଓଡିଶା ଟାଇମ୍) : ସଟ୍‌ଡାଉନ୍‌ ଘୋଷଣା ହୋଇଥିବା ୧୧ ଜିଲ୍ଲାରେ ଶନିବାର, ରବିବାର ମାଟ୍ରିକ୍‌ ଖାତାଦେଖା ବନ୍ଦ ହୋଇଛି। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ୧୧ଜିଲ୍ଲା ସଟଡ଼ାଉନ ରଖିବାକୁ ସରକାର ଘୋଷଣା କରିଛନ୍ତି … Read More

୨୪ଘଣ୍ଟାରେ ୨୯୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ଦେଶରେ ସର୍ବାଧିକ ୯୮୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୪ଜଣଙ୍କର ମୃତ୍ୟୁ ହୋଇଛି … Read More

ଦୁଇ ଦିନ ରାଜ୍ୟରେ କାଳବୈଶାଖୀ ବର୍ଷା : ୯ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୮ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ପୂର୍ବରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୦ ତାରିଖ ଆଡକୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସହ ଓଡିଶାକୁ ପ୍ରବେଶ କରିବ ମୌସୁମୀ । ଏନେଇ ଆଞ୍ଚଳିକ … Read More

ରାଜ୍ୟରେ ଆଉ ୧୭୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ ) :ରାଜ୍ୟରେ ଆଉ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧କୁ ବୃଦ୍ଧି ପାଇଛି । ୧୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ … Read More