ମିଆଁମାର ପୂର୍ବତନ ମନ୍ତ୍ରୀ ଦୋଷୀ ସାବ୍ୟସ୍ତ

(ଓଡ଼ିଶା ଟାଇମ୍, ମିଆଁମାର): ମିଆଁମାରର ଗଣତନ୍ତ୍ର ସମର୍ଥକ ନେତ୍ରୀ ଆଙ୍ଗ ସାନ ସୁକିଙ୍କୁ ଚାରି ବର୍ଷ ପାଇଁ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ସ୍ବତନ୍ତ୍ର କୋର୍ଟ । ସୁକିଙ୍କ ଉପରେ କୋରୋନା କଟକଣା ଉଲ୍ଲଂଘନ କରିବା ସହ ଲୋକଙ୍କୁ ଉସୁକାଉଥିବାର ଅଭିଯୋଗ … Read More

ଭିଜିଲାନ୍ସ ଜାଲରେ PEO, ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ

ସମ୍ବଲପୁର, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ । ସମ୍ବଲପୁର ଯୁଯୁମୁରା ବ୍ଲକ ଝାଙ୍କରପାଲି ପାଞ୍ଚୟତ ନିର୍ବାହୀ ଅଧିକାରୀ ଅଚ୍ୟୁତ ନନ୍ଦ ଖୁଣ୍ଟିଆ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । … Read More

ଓମିକ୍ରନକୁ ନେଇ ଭୟର କୌଣସି କାରଣ ନାହିଁ: ମନ୍ତ୍ରୀ ନବ ଦାସ

ଭୁବନେଶ୍ବର, (ଓଡିଶା ଟାଇମ୍): ଓମିକ୍ରନକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଅଭୟବାଣୀ ଶୁଣାଇଛନ୍ତି। ଓମିକ୍ରନ ନେଇ ଆଲୋଚନା ଚାଲିଛି, ଭୟର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି। କିଏ କେଉଁଠୁ ଆସୁଛି ତଥ୍ୟ ଦେବାକୁ କେନ୍ଦ୍ରକୁ ଅନୁରୋଧ … Read More

୪୦ ପ୍ରତିଶତ ବିଦେଶ ଫେରନ୍ତାଙ୍କ ତଥ୍ୟ ମିଳୁନି, ଭୁଲ ଫୋନ୍ ନମ୍ବର ଓ ଠିକଣା ଦେଇଛନ୍ତି’: ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ବର, (ଓଡିଶା ଟାଇମ୍): ଓଡ଼ିଶାକୁ ଘାରିଲାଣି ଓମିକ୍ରନ୍ ଭୟ । ରେକଟ୍ ବେଗରେ ରାଜ୍ୟକୁ ରାଜ୍ୟ ବ୍ୟାପୁଥିବା ବେଳେ ଏହା ଏବେ ଦିନକୁ ଦିନ ଆହୁରି ଜଟିଳ ପରିସ୍ଥିତି ସୃଷ୍ଟି କରିବା ନେଇ ଆଶଙ୍କା ପ୍ରକାଶ କରାଯାଉଛି । ରାଜ୍ୟକୁ ଓମିକ୍ରନ୍ … Read More

ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଆଜି ବି ଚାଲିପାରିଲାନି ବିଧାନସଭା, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ବର, (ଓଡିଶା ଟାଇମ୍): ଲଗାତର ପଞ୍ଚମ ଦିନରେ ଚାଲିପାରିଲାନି ଗୃହ । ପୁଣି ଅଚଳ ହେଲା ବିଧାନସଭା । ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । … Read More

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୩ … Read More

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୩୫୪ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨ ଜଣ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ … Read More

ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ

ବ୍ରହ୍ମପୁର,(ଓଡିଶା ଟାଇମ୍): କରୋନା ସଂକ୍ରମଣ ଏବେ ବି କମିନାହିଁ । ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଭାଇରସ୍‌କୁ ନେଇ ଏବେ ଚିନ୍ତା । ୬ ଜଣ ଓମିକ୍ରନ୍‌ ସଂକ୍ରମିତ ଦେଶରେ ଚିହ୍ନଟ ହୋଇସାରିଛନ୍ତି । ଏମାନଙ୍କ ମଧ୍ୟରେ ଗୁଜରାଟ ଜାମନଗରରେ ୭୨ବର୍ଷୀୟ ଜଣେ … Read More

ଆଇଏଏସ ସ୍ତରରେ ବଡ ଅଦଳବଦଳ କଲେ ମୋଦୀ ସରକାର

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କେନ୍ଦ୍ର ସରକାର ପ୍ରଶାସନିକ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି । ବରିଷ୍ଠ ପ୍ରଶାସକ ଅଳକା ଉପାଧ୍ୟାୟଙ୍କୁ ଜାତୀୟ ରାଜପଥ ପ୍ରାଧିକରଣର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି । ଅଳକା ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ ଅଫିସର … Read More