ଭୁବନେଶ୍ୱରରୁ ୨ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସେମାନଙ୍କ ତଥ୍ୟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଏହି ନୂଆ ଆକ୍ରାନ୍ତ ପଟିଆ ଅଞ୍ଚଳର ଜଣେ ୪୦ ବର୍ଷୀୟ ପୁରୁଷ, ୮ ବର୍ଷୀୟ ଝିଅ ଏବଂ ସେମାନେ ଗୋଟିଏ ପରିବାରର ବୋଲି ସୂଚନା … Read More

ତେଜପତ୍ରରୁ କେବଳ ମସଲା ନୁହେଁ, ମିଳିଥାଏ ଏହି ସବୁ ଫାଇଦା

(ଓଡିଶା ଟାଇମ୍) : ତେଜପତ୍ରକୁ ସାଧାରଣତଃ ଘରେ ମସଲା ଭାବେ ବ୍ୟବହାର କରିଥାଉ । କିନ୍ତୁ ମସଲା ବ୍ୟତିତ ତେଜପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି । ତେବେ ଆସନ୍ତୁ ଜାଣିବା ତେଜପତ୍ରକୁ କେଉଁ କେଉଁ ରୂପରେ ବ୍ୟବହାର କରିପାରିବା । … Read More

ଦୁଇ ଦିନିଆ ସଟଡାଉନର ଆଜି ଦ୍ବିତୀୟ ଦିନ

ଭୁବନେଶ୍ବର , (ଓଡିଶା ଟାଇମ୍) : ଦୁଇ ଦିନିଆ ସଟଡାଉନ୍ ର ଆଜି ଦ୍ବିତୀୟ ଦିନ। ୧୧ଟି ଜିଲ୍ଲାରେ ଜୁନ୍ ମାସରେ ପ୍ରତି ସପ୍ତାହର ଶନି ଓ ରବିବାର ଦିନ ଶଡାଉନ୍ କରାଯିବ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ … Read More

ଦିନକରେ ୨୭୮ ଜଣଙ୍କ ଜୀବନ ନେଲା କରୋନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିନକୁ ଦିନ ମହାମାରୀ କରୋନାକୁ ନେଇ ସାରା ବିଶ୍ବରେ ସଙ୍କଟ ବଢ଼ିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ବିସ୍ଫୋରକ ଦିଗରେ ଗତି କରୁଛି । ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା … Read More

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା

ଭୁବନେଶ୍ଵର, (ଓଡିଶା ଟାଇମ୍) : ବାତ୍ୟା ‘ଅମ୍ପନ୍‌’ ଓ ‘ନିସର୍ଗ’ ପରେ ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ଆସନ୍ତାକାଲି ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଜୁନ୍‌ ୧୦ ତାରିଖରୁ ପ୍ରବଳ ବର୍ଷା … Read More

ରାଜ୍ୟରେ କରୋନାରେ ଗଲା ଆଉ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ବର , (ଓଡିଶା ଟାଇମ୍) : କରୋନା ଆକ୍ରାନ୍ତରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୃତକ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷୀୟ ବୃଦ୍ଧ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୫ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ … Read More

ଓଡ଼ିଶାରେ ଚାଲିବ କ୍ରୁଜ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାରେ ଚାଲିବ କ୍ରୁଜ୍। ଚିଲିକା, ଭିତରକନିକା,ହୀରାକୁଦ ଜଳଭଣ୍ଡାର, ମହାନଦୀ, ଏବଂ ସାତକୋଶିଆ ଗଣ୍ଡରେ କ୍ରୁଜ୍ ଚଲାଇବା ନେଇ ପ୍ରସ୍ତାବ ଆଣିଛି ରାଜ୍ୟ ପର୍ଯ୍ୟଟନ ବିଭାଗ। ରାଜ୍ୟରେ ପର୍ଯ୍ୟଟନର ବିକାଶ କରିବାକୁ ଏଭଳି ନୂଆ ଯୋଜନା ପ୍ରସ୍ତୁତ … Read More

ସୁସ୍ଥ ହେଲେ ଆଉ ୧୧୨ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

ଭୁବନେଶ୍ଵର, (ଓଡିଶା ଟାଇମ୍) : ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିଲେ ମଧ୍ୟ ବହୁ ସଂଖ୍ୟାରେ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି । ଶନିବାର ରାଜ୍ୟରେ ଆଉ ୧୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସୁସ୍ଥ … Read More

ସୋମବାରଠାରୁ ବିଦ୍ୟାଳୟରେ ନାମ ଲେଖାଇପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଗତ ବର୍ଷ ଯେଉଁ ସବୁ ସ୍କୁଲରେ ଆଡମିଶନ୍ ହୋଇଥୁଲା , ଚଳିତ ବର୍ଷ ବି ସେହି ସବୁ ସ୍କୁଲରେ ଆଡମିଶନ୍ କରାଯିବ । ଆସନ୍ତା ସୋମବାରଠାରୁ ଜୁଲାଇ ୧୫ ଯାଏ ଏହି ନାମଲେଖା ପ୍ରକ୍ରିୟା ଚାଲିବ … Read More