ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୬୫ କୋରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆହୁରି ୬୫ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାସହ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୪୮୧ରେ ପହଁଚିଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ … Read More

ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିବା ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେ ପୂର୍ବରୁ ଚିହ୍ନଟ ହୋଇଥିବା ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ … Read More

ସାମାଜିକ ଦୂରତା ଭଙ୍ଗ କରି ୧୦୦ ଟଙ୍କା ଜୋରିମାନା ଦେଲେ ସଂସାଦ

ଭୁବନେଶ୍ବର, (ଓଡିଶା ଟାଇମ୍) : ୧୦୦ ଟଙ୍କା ଜୋରିମାନା ଦେଲେ ସାଂସଦ । ସମାଜିକ ଦୂରତା ନିୟମ ଉଲଂଘନ ଅଭିଯୋଗରେ ଜୋରିମାନା ଦେଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ । ଦଳୀୟ ନେତାଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ବେଳେ ସାମାଜିକ ଦୂରତା … Read More

ଲାଞ୍ଚ ନେଇ ଧରାପଡ଼ିଲେ ବାଲିଅନ୍ତା ତହସିଲଦାର 

ଭୁବନେଶ୍ବର, (ଓଡିଶା ଟାଇମ୍) : ଲାଞ୍ଚ ନେବା ଅଭିଯୋଗରେ ବାଲିଅନ୍ତା ତହସିଲଦାର ରଶ୍ମୀରେଖା ପ୍ରଧାନଙ୍କୁ ଭୁବନେଶ୍ୱର ଭିଜିଲାନ୍ସ ଟିମ୍ ଗିରଫ କରିଛି। ଏହି ଘଟଣାରେ ଡାଟା ଏଣ୍ଟ୍ରି ଅପରେଟର ଭାବେ କାର୍ଯ୍ୟ କରୁଥିବା ଧନେଶ୍ୱର ସାହୁଙ୍କୁ ମଧ୍ୟ ଗିରଫ କରାଯାଇଛି। ଡାଟା … Read More

ହାଇ ରିସ୍କ ଜୋନ୍‌ରେ ରାଜ୍ୟର ୯ଜିଲ୍ଲା, ମନ୍ତ୍ରୀ କହିଲେ ଗୁଜବରେ କରନ୍ତୁନାହିଁ ବିଶ୍ବାସ

ଭୁବନେଶ୍ବର, (ଓଡିଶା ଟାଇମ୍) : ପଙ୍ଗପାଳକୁ ନେଇ ରାଜ୍ୟକୁ ତିନୋଟି ଜୋନରେ ବିଭକ୍ତ କରାଯାଇଛି । ହାଇ ରିସ୍କ, ମଡରେଟ୍ ରିସ୍କ, ଲୋ ରିସ୍କ ଜୋନ୍ ରେ ବିଭକ୍ତ କରାଯାଇଛି । ହାଇ ଏବଂ ମଡରେଟ୍ ଜୋନରେ ୯ଟି ଲେଖାଏଁ ଜିଲ୍ଲା … Read More

ହାତୀକୁ ବିସ୍ଫୋରକ ଭରା ସପୁରି ଖୋଇଥିବା ଗ୍ରାମବାସୀଙ୍କୁ ଧରିବାକୁ ଅଭିଯାନ ଆରମ୍ଭ କଲା କେରଳ

ତିରୁବନନ୍ତପୁରମ୍‌, (ଓଡିଶା ଟାଇମ୍) : ୧୫ ବର୍ଷୀୟ ଜଙ୍ଗଲୀ ଅନ୍ତଃସତ୍ତ୍ବା ହାତୀ ମୃତ୍ୟୁର କାରଣ ହୋଇଥିବା ବ୍ୟକ୍ତିମାନଙ୍କୁ ଧରିବାକୁ କେରଳ ରାଜ୍ୟ ବନ ବିଭାଗ ବିଧିବଦ୍ଧ ଅଭିଯାନ ଆରମ୍ଭ କରିଥିବା କଥା ସାମ୍ନାକୁ ଆସିଛି। ପାଲକ୍କଡ଼ ଜିଲ୍ଲା ଅନ୍ତର୍ଗତ ମନ୍ନରକାଡ଼ ବନ … Read More

ଅମ୍ଫନ କ୍ଷୟ କ୍ଷତି ଆକଳନ ପାଇଁ ଓଡ଼ିଶାରେ କେନ୍ଦ୍ରୀୟ ଟିମ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡିଶାର ଅମ୍ଫନ କ୍ଷତିଗ୍ରସ୍ତ ଅଞ୍ଚଳରେ ଅନୁଧ୍ୟାନ କରିବାକୁ ଭୁବନେଶ୍ବରରେ ୭ ଜଣିଆ କେନ୍ଦ୍ରୀୟ ଟିମ୍ ପହଞ୍ଚିଛନ୍ତି । ଏହି ଟିମ୍ ସକାଳୁ ବାଲେଶ୍ବର ଓ କେନ୍ଦ୍ରାପଡା ଅଭିମୁଖେ ବାହାରିଛନ୍ତି । ଗୃହ ବିଭାଗର ଯୁଗ୍ମ ସଚିବ … Read More

ନୟାଗଡ଼ରେ ଷ୍ଟାଫ ନର୍ସଙ୍କୁ କରୋନା

Corona ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ଯୋଦ୍ଧାଙ୍କୁ କରୋନା। ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଜଣେ ଷ୍ଟାଫ ନର୍ସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କାର୍ଯ୍ୟରତ ଷ୍ଟାଫ୍‌ ନର୍ସଙ୍କ ସ୍ୱାବ୍ ଟେଷ୍ଟ ରିପୋର୍ଟ ଆସିବା ପରେ ସେ କରୋନାରେ ଆକ୍ରାନ୍ତ … Read More

ରଜ ପୂର୍ବରୁ ଓଡିଶା ଛୁଇଁବ ମୌସୁମୀ : ୨୪ ଘଣ୍ଟାରେ ପ୍ରବଳ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ରଜ ପୂର୍ବରୁ ଓଡ଼ିଶାରେ ମୌସୁମୀ ପ୍ରବେଶ କରିବାର ସମ୍ଭାବନା ରହିଛି । କେରଳରେ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ଏହା ନିର୍ଦ୍ଧାରିତ ସମୟରେ ଓଡ଼ିଶାରେ ପହଞ୍ଚିବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି । ତେବେ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୦ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି

ବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆଉ ୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ … Read More