ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହୋମ୍ କ୍ୱାରେଣ୍ଟିନ୍ରେ ଥିବା ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେ ପୂର୍ବରୁ ଚିହ୍ନଟ ହୋଇଥିବା ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ … Read More











